-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ମହିଳା ମହାବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କ ସକାଶେ ସ୍ୱାଗତ ସମାରୋହ ତଥା ପ୍ରବେଶ ଉତ୍ସବ

24-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କ ସକାଶେ ସ୍ୱାଗତ ସମାରୋହ ତଥା ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ମହାବିଦ୍ୟାଳୟରେ ପ୍ରଥମ କରି ପାଦ ଥାପିଥିବା ଛାତ୍ରୀମାନଙ୍କ ପାଇଁ ଆୟୋଜିତ ସମାରୋହଟିକୁ ନେଇ ଛାତ୍ରୀମାନଙ୍କ ମନରେ ନାହିଁ ନ ଥିବା ଉତ୍ସାହ ଦେଖିବାକୁ ମିଳିଥିଲା ।
ପୂର୍ବାହ୍ଣ ୧୦ଟାରେ ମହାବିଦ୍ୟାଳୟର ପ୍ରେକ୍ଷାଳୟରେ ଏକ ସ୍ୱାଗତ ସମାରୋହ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଅରବିନ୍ଦ କୁମାର ଓଝା ଅଧ୍ୟକ୍ଷତା କରିଥିବା ବେଳେ ନିଜ ବକ୍ତବ୍ୟରେ ବିଭିନ୍ନ ପ୍ରସଙ୍ଗ ଯେମିତିକି ଛାତ୍ରୀଙ୍କ ସୁରକ୍ଷା ପାଇଁ ଲାଗିଥିବା ସିସି ଟିଭି, ପାନୀୟଜଳ ସୁବିଧା, ପରିଷ୍କାର  ପରିଚ୍ଛନ୍ନତା , ଶିକ୍ଷଣ କୌଶଳ ଇତ୍ୟାଦି ବିଷୟରେ ମତବ୍ୟକ୍ତ କରିଥିଲେ। 

ସଂସ୍କୃତ ବିଭାଗୀୟ ମୁଖ୍ଯ ଡଃ ସଦାଶିବ ମଲ୍ଲିକ ଉତ୍ସବରେ ଯୋଗଦେଇ ମହାବିଦ୍ୟାଳୟର ଗୌରବାବହ ଇତିହାସ ସଂପର୍କରେ ଏକ ଦୀର୍ଘ ବିବରଣୀ ଉପସ୍ଥାପନ କରିଥିଲେ । ଅର୍ଥନୀତି ବିଭାଗୀୟ ମୁଖ୍ଯ ବିଭୁତି ଭୂଷଣ ସାହୁ ଏବଂ ଅଧ୍ୟାପକ ଡଃ କୁମାର ସମ୍ଭବ ଚୋପଦାର ମଧ୍ୟ ସ୍ୱାଗତ ସମାରୋହରେ ଉପସ୍ଥିତ ନବାଗତା ଛାତ୍ରୀଙ୍କୁ ସମ୍ବୋଧିତ କରିଥିଲେ ।  ଏକାଦଶ ଏବଂ ଦ୍ଵାଦଶ ଶ୍ରେଣୀ ପାଇଁ ନିଯୁକ୍ତି ପାଇଥିବା ଅଧ୍ୟାପକ/ ଅଧ୍ୟାପିକା ଗଣ ନିଜ ନିଜ ପରିଚୟ ପ୍ରଦାନ କରିଥିଲେ। ଛାତ୍ରବୃତ୍ତି ବିଷୟରେ ସୂଚୀତା ଦୋରା, ପରୀକ୍ଷା ପରିଚାଳନା ବିଷୟରେ ସଂଯୁକ୍ତା କୁମାରୀ ନାୟକ, UDISE ବିଷୟରେ ସୁଶ୍ରୀ ସଙ୍ଗୀତା ଦାସ, ଆତ୍ମରକ୍ଷା କୌଶଳର ଲକ୍ଷ୍ଯ ଏବଂ ଉଦ୍ଦେଶ୍ୟ ସଂପର୍କରେ ଡଃ ଅର୍ପିତା ବେହେରା, ପାଠ୍ୟଖସଡ଼ା ସଂପର୍କରେ ଡଃ ସିଦ୍ଧେଶ୍ଵର ପଧାନ, ଆଭ୍ୟନ୍ତରୀଣ ଶୃଙ୍ଖଳା ବିଷୟରେ ଡଃ ଅନୁରାଧା ମିଶ୍ର, ଶିକ୍ଷଣ କୌଶଳ ସଂପର୍କରେ ସାମ୍ରାଜ୍ଞୀ ଅଦ୍ବିତୀୟା ମିତ୍ର ସବିଶେଷ ସୂଚନା ଛାତ୍ରୀମାନଙ୍କୁ ପ୍ରଦାନ କରିଥିଲେ । ଉକ୍ତ ସ୍ୱାଗତ ସମାରୋହକୁ ରତିକାନ୍ତ ନାଏକ ସଞ୍ଚାଳନ କରିଥିବା ବେଳେ ଅଧ୍ୟାପକ ଅଜିତ କୁମାର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like