-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର କଲେଜ ଛକ ସରସ୍ଵତୀ ଶିଶୁମନ୍ଦିରରେ ବିଶ୍ଵହିନ୍ଦୁ ପରିଷଦ ଓଡିଶା ପଶ୍ଚିମ ପ୍ରାନ୍ତର ପ୍ରାନ୍ତୀୟ ପ୍ରବନ୍ଧ ସମିତି ବୈଠକ ଅନୁଷ୍ଠିତ

28-Jul-2025



ବଲାଙ୍ଗୀର (ପ୍ରେରଣା ଖବର) ଗତ ୨୬ ତାରିଖ ଶନିବାରରୁ ୨୭ ତାରିଖ ରବିବାର ପର୍ଯ୍ୟନ୍ତ ବଲାଙ୍ଗିର କଲେଜ ଛକ ସରସ୍ଵତୀ ଶିଶୁମନ୍ଦିରରେ  ବିଶ୍ଵହିନ୍ଦୁ ପରିଷଦ ଓଡିଶା ପଶ୍ଚିମ ପ୍ରାନ୍ତର ପ୍ରାନ୍ତୀୟ  ପ୍ରବନ୍ଧ ସମିତି ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଏହି ବୈଠକ ରେ ପରିଷଦର ଅଖିଳ ଭାରତୀୟ ସହ ସଂଗଠନ ମନ୍ତ୍ରୀ ଶ୍ରୀ ବିନାୟକ ରାଓ ଦେଶପାଣ୍ଡେ  ଯୋଗଦେଇ ପ୍ରଦୀପ  ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ  କରିଥିଲେ । ସେ ନିଜ ବକ୍ତବ୍ୟରେ ହିନ୍ଦୁ ସମାଜକୁ ସଂଗଠିତ କରିବା ଲାଗି ପରିଷଦର କାର୍ଯ୍ଯକର୍ତ୍ତାଙ୍କ ଭୂମିକା ସମ୍ବନ୍ଧେ ଆଲୋଚନା କରି ଥିଲେ । ପ୍ରତ୍ୟେକ ଗ୍ରାମ ପର୍ଯ୍ୟନ୍ତ କାର୍ଯ୍ଯକର୍ତ୍ତା ଯାଇ  ସତସଙ୍ଗ ଆରମ୍ଭ କରିବା ଏବଂ ସତସଙ୍ଗ ଓ ସେବା ମାଧ୍ୟମରେ ସମାଜରେ ସମରସତା ର ବାର୍ତ୍ତା ଦ୍ବାରାପ୍ରତ୍ୟେକ ବ୍ଯକ୍ତିକୁ ସଂଗଠନ ସହିତ ଯୋଡିବାକୁ ଆହ୍ବାନ କରିଥିଲେ ।ଦ୍ବିତିୟ ଦିନ ଅଖିଳ ଭାରତୀୟ ସତସଙ୍ଗ  ପ୍ରମୁଖ ବସନ୍ତ ରଥ ଯୋଗ ଦେଇ  ପର୍ଯ୍ୟାବରଣ ସଂରକ୍ଷଣ ଉପରେ ଗୁରୁତ୍ଵାରୋପ କରି ଥିଲେ । ପ୍ଲାଷ୍ଟିକ ବର୍ଜନ ଓ ଜୈବିକ କୃଷି ଦ୍ବାରା ସମାଜ କିପରି ସୁସ୍ଥ ଜୀବନ ବଞ୍ଚି ପାରିବ ସେ ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ପ୍ରାନ୍ତ ସଭାପତି ଡାକ୍ତର  ରାଜକୁମାର ବଡପଣ୍ଡା, ଉପସଭାପତି ଭକ୍ତ ଚରଣ ସାହୁ, ସଂପାଦକ ଯୋଗେନ୍ଦ୍ର ଦାଶ, ସଂଗଠନ ମନ୍ତ୍ରୀ ସତ୍ଯ ନାରାୟଣ ଥନାପତି ତଥା ପରିଷଦର ଅନେକ କାର୍ଯ୍ଯକର୍ତ୍ତା ପୂର୍ଣ୍ଣ ସମୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା