-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଗଣମାଧ୍ୟମ ହେଉଛି ପ୍ରଶାସନର ଆଖି ଓ କାନ; ଜିଲ୍ଲାପାଳ

28-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁରରେ ନୂତନ ଜିଲ୍ଲାପାଳ ଭାବେ ଯୋଗ ଦେଇଛନ୍ତି ଡ଼ଃ ନୃପରାଜ ସାହୁ l ସେ ଏହି ଅବସରରେ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ସହ ଭାବ ବିନିମୟ ବେଳେ ଗଣ ମାଧ୍ୟମ ହେଉଛି ସମାଜ ଓ ପ୍ରଶାସନର ଆଖି ଓ କାନ ବୋଲି କହିଥିଲେ l ଜନସାଧାରଣ ଓ ଆପଣ ମାନଙ୍କ ସହଯୋଗ ରହିଲେ ଜିଲ୍ଲାର ସମସ୍ତ ଅଧୁରା ପ୍ରକଳ୍ପକୁ ସମ୍ପୂର୍ଣ ଓ ନୂଆଁ ନୂଆଁ ପ୍ରକଳ୍ପ କୁ ଆରଂଭ କରିବାକୁ ସହଜ ହେଵ ବୋଲି ଗଣମାଧ୍ୟମ ଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ ନୂଆଁ ଜିଲ୍ଲାପାଳ ଡ଼ଃ ସାହୁ l ପ୍ରଥମେ ସୁବର୍ଣ୍ଣପୁର ର ଇଷ୍ଟଦେବୀ ମାଁ ସୁରେଶ୍ଵରୀ ଙ୍କ ଦର୍ଶନ କରିବା ପରେ ସିଧାସଳଖ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏଡିଏମ୍ ରାଜେନ୍ଦ୍ର ମାଝୀ ଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ଆଜି ସେ କାର୍ଯ୍ୟରେ ଯୋଗ ଦେବା ପରେ ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଜନ ଶୁଣାଣି କାର୍ଯ୍ଯକ୍ରମରେ ପ୍ରଥମେ ଲୋକଙ୍କ ଅଭିଯୋଗ ଶୁଣିବାକୁ ତରଭା ଗସ୍ତ କରିଥିଲେ । ଯାହାକି ଉପସ୍ଥିତ ଗଣ ମାଧ୍ୟମ ଓ ବୁଦ୍ଧିଜୀବୀ ଜିଲ୍ଲାପାଳଙ୍କୁ ପ୍ରଶଂସା କରିଥିଲେ l ପ୍ରକାଶ ଥାଉ କି ଯେ ଡ଼ଃ ସାହୁ ପୁର୍ବରୁ ଓଡ଼ିଶା ର ବିଭିନ୍ନ ଜିଲ୍ଲାରେ  ରାଜସ୍ଵ, ଶିକ୍ଷା ତଥା ସେ ଜଣେ ଦକ୍ଷ ପ୍ରଶାସକ ଭାବରେ କଳାହାଣ୍ଡି ଜିଲ୍ଲା ରେ ଡି ଡବ୍ଲୁଇ, ଡିପିସି, ଉପ ଜିଲ୍ଲାପାଳ ବିଭନ୍ନ ପଦବୀରେ ରହି ତାଙ୍କ କାର୍ଯ୍ଯ ଦକ୍ଷତା ର ଅନେକ ପ୍ରମାଣ ଦେଇଛନ୍ତି l ଏକା ଧାରାରେ ସେ ଜଣେ ସୃଜନଶୀଳ ବ୍ୟକ୍ତି ଭାବରେ ସଂସ୍କୃତି ସଂପନ୍ନ ସୁବର୍ଣ୍ଣପୁର ଜିଲ୍ଲାର  ଜିଲ୍ଲାପାଳ ହିସାବରେ ଦାୟିତ୍ୱ ନେଇଥିବା ଯୋଗୁଁ  ଜିଲ୍ଲାବାସୀ  ଉତ୍ସାହିତ ଥିବାବେଳେ ଆଗକୁ ଜିଲ୍ଲା ର ଅନେକ ଅଧୁରା କାମକୁ ସେ ସଂପୂର୍ଣ୍ଣ କରିବେ ବୋଲି ବେଶ ଆଶାବାଦୀ ଅଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା