-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ମହାନଦୀ ସାହିତ୍ୟ ସଂସଦର ନିର୍ବାଚନ ଅନୁଷ୍ଠିତ* *ସୈ।ରଭ ସଭାପତି ଓ ଲକ୍ଷ୍ମୀ ନାରାୟଣ ସଂପାଦକ*

28-Jul-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲା ର ମର୍ଯ୍ୟାଦା ଜନକ ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦ ର ୨୦୨୫-୨୭ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏଥିପାଇଁ ଆଜି ସଂସଦ ରେ ସଭାଗୃହ ଠାରେ ସୈ।ରଭ ରଞ୍ଜନ ଖମାରୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ନିର୍ବାଚନ ଅଧିକାରୀ ଭାବରେ ସଂସଦ ର ପ୍ରତିଷ୍ଠାତା ସଭ୍ୟ ଦିଲ୍ଲୀପ ପାତ୍ର ଦାୟିତ୍ୱ ତୁଲାଇଥିଲେ । ଏଥିରେ ଆଗାମୀ ଦୁଇବର୍ଷ ପାଇଁ ସଭାପତି ଭାବରେ ଡଃ ସୈ।ରଭ ରଞ୍ଜନ ଖମାରୀ, ଉପସଭାପତି ବେଣୁଧର ପ୍ରଧାନ, ସାଧାରଣ ସଂପାଦକ ଲକ୍ଷ୍ମୀ ନାରାୟଣ ସାହୁ, ସହ ସଂପାଦକ ରଞ୍ଜିତା ପଣ୍ଡା ଓ ବ୍ରତାନନ୍ଦ ଭୋଇ, କୋଷାଧ୍ୟକ୍ଷ ଭାବରେ ବନମାଳୀ ପଣ୍ଡା ସର୍ବ ସମ୍ମତି କ୍ରମେ ମନୋନୀତ ହୋଇଛନ୍ତି। ସେହିପରି କାର୍ଯ୍ୟକାରୀ ସମିତିରେ ବିଘ୍ନରାଜ ପଣ୍ଡା, ଅମ୍ବୁଜ ବିହାରୀ ଶତପଥୀ, ପ୍ରଦ୍ୟୁମ୍ନ କୁମାର ସାହୁ, ରଞ୍ଜୁ ଅମାତ, ମନୋଜ ବାରିକ ଓ ଅବିନାଶ ହୋତା ଏବଂ 
ଉପଦେଷ୍ଟା ସଭ୍ୟ ଭାବରେ ନାଟ୍ୟଶ୍ରୀ ଗଦାଧର ବାରିକ, ଡଃ ପୁରୁଷୋତ୍ତମ ମିଶ୍ର,ଶ୍ୟାମା ଓମ୍ ପ୍ରସାଦ ମିଶ୍ର, ଦିଲ୍ଲୀପ ପାତ୍ର ଙ୍କୁ ସର୍ବସମ୍ମତିକ୍ରମେ ମନୋନୀତ କରାଯାଇଥିଲା। ଆଗାମୀ ଦିନରେ ଜିଲ୍ଲାରେ ସାହିତ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ସହ ସନ୍ଥକବି ଭୀମଭୋଇଙ୍କ ଉପରେ ଏକ ଜାତୀୟ ସଂପାନ ଆୟୋଜନ କରିବାକୁ ପଦକ୍ଷେପ ନେବାକୁ ସଭାରେ ନିଷ୍ପତ୍ତି ନିଆଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା