-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ଗଗନ ସ୍ଵାଇଁ ସ୍ମାରକୀ ବକ୍ତୃତା

28-Jul-2025



ବଲାଙ୍ଗିର(ଦେବାଶିଷ ବହିଦାର): ଆମ ଓଡ଼ିଆ କାବ୍ୟ ପରମ୍ପରାର ସ୍ଥିତି, ଗତି ଓ ପ୍ରକୃତି ଅତ୍ୟନ୍ତ ସୁଦୃଢ ଓ ଶକ୍ତିଶାଳୀ । ଆମ କାବ୍ୟକବିତାର ବିଷୟବସ୍ତୁ ଓ ଏଥିରେ ସନ୍ନିବେଶିତ ବିଭିନ୍ନ କାବ୍ୟରସ ସମାଜର ବିଭିନ୍ନ ବର୍ଗର ମାନସିକତା ଅନୁଯାୟୀ ଉପଯୋଗୀ ଓ ହୃଦୟଗ୍ରାହୀ ହୋଇପାରିଛି। କେବେ ଏହାର ସାଙ୍ଗିତୀକତା ଆମର ମନ ମୋହିଛି ତ ଆଉ କେବେ ଏହାର ବାକ୍ ରୀତି ଆମର ଏକାନ୍ତ ଅନ୍ତରଙ୍ଗ ମନେହୋଇଛି। ବଲାଙ୍ଗିରର 'ରଚନା' ଅନୁଷ୍ଠାନ ଦ୍ବାରା ଆୟୋଜିତ "ଗଗନ

ସ୍ବାଇଁ ସ୍ମାରକୀ ବକ୍ତୃତା"ରେ "ଆମ କାବ୍ୟକବିତାର ଭାବଭୂମି" ବିଷୟରେ ଏକ ବିସ୍ତୃତ ବ୍ୟାଖ୍ୟା ପ୍ରଦାନ କରି ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ଓଡିଆ ବିଭାଗର ଅବସରପ୍ରାପ୍ତ ପ୍ରଫେସର ଡକ୍ଟର ବଳଭଦ୍ର ଦାଶ ଏଭଳି ମତ ପ୍ରକାଶ କରିଛନ୍ତି।ବଲାଙ୍ଗିରର ଜଣାଶୁଣା କବି, ଗାଳ୍ପିକ ଓ ଚିତ୍ରଶିଳ୍ପୀ ଗଗନ ସ୍ବାଇଁଙ୍କ ଜନ୍ମଦିନ ଅବସରରେ ଅନୁଷ୍ଠିତ ଏହି ସଭାରେ

'ରଚନା'ର ସଭାପତି ସନାତନ ଠାକୁର ଅଧ୍ୟକ୍ଷତା କରିଥିଲେ ଏବଂ ସମ୍ପାଦକ ଭାଗୀରଥି ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ। ପ୍ରାରମ୍ଭରେ ବିଶିଷ୍ଟ କଣ୍ଠଶିଳ୍ପୀ ଦୁଃଖିଶ୍ୟାମ ତ୍ରିପାଠୀ ଭକ୍ତି ଗୀତ ପରିବେଷଣ କରିଥିଲେ ଏବଂ କବି ଆନନ୍ଦ ଚନ୍ଦ୍ର ସାହୁ, କବି ଝରଣା ସାହୁ, କବି ରାଜୀବ ଲୋଚନ ଆଚାର୍ଯ୍ୟ ଓ ଅଧ୍ୟାପକ କୌତୁକ ପନ୍ଦର ଗଗନ ସ୍ବାଇଁଙ୍କ କବିତା ଓ ଗଳ୍ପ ପାଠ କରି ଥିଲେ। ସୋମ୍ୟା ମଧୁପର୍ଣ୍ଣା ତ୍ରିପାଠୀ କାର୍ଯ୍ୟକ୍ରମର ସଂଯୋଜନା ଓ 'ରଚନା'ର ସହସମ୍ପାଦକ ରତ୍ନମୟ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସଭାରେ ବହୁ ସାହିତ୍ୟିକ, ବୁଦ୍ଧିଜୀବୀ, ସାମ୍ବାଦିକ ଓ ସାହିତ୍ୟ-ସଂସ୍କୃତିପ୍ରେମୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା