-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ବି ଏମ ଏସ ର ଜିଲ୍ଲା ସମ୍ମିଳନୀ

28-Jul-2025



(ରାମନାଥ ପଣ୍ଡା)
ପ୍ରଦୀପ ଦଣ୍ଡସେନା ପୁନର୍ବାର ଜିଲ୍ଲା ସଭାପତି ରୂପେ ଚୟନିତ 
ନୂଆପଡ଼ା - ଆଜି ନୂଆପଡ଼ା ଜିଲ୍ଲା ସଦର ମହକୁମାର ଶିଶୁ ବିଦ୍ୟା ମନ୍ଦିର ଠାରେ ବି ଏମ ଏସ ନୂଆପଡ଼ା ଜିଲ୍ଲା ସଭାପତି ପ୍ରଦୀପ କୁମାର ଦଣ୍ଡସେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜିଲ୍ଲା ସମ୍ମିଳନୀରେ ମୁଖ୍ୟ ଅତିଥି ରୂପେ ଭାରତୀୟ ମଜଦୂର ସଂଘ ରାଜ୍ୟ ସାଙ୍ଗଠନିକ ସମ୍ପାଦକ ଲକ୍ଷ୍ମଣ ଦାସ,ଜିଲ୍ଲା ପ୍ରଭାରୀ ତଥା ରାଜ୍ୟ ସମ୍ପାଦକ ବିଶ୍ଵ ରଞ୍ଜନ ସା,ଜିଲ୍ଲା ସମ୍ପାଦକ ବାବୁଲାଲ ମାଝୀ ଯୋଗଦାନ କରି ମଞ୍ଚାସିନ ଥିଲେ ।ସଭାପତି ବାର୍ଷିକ ସମ୍ମିଳନୀର ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ ସମ୍ପାଦକ ବି ଏମ ଏସ ରେ ଅନୁବନ୍ଧିତ ସମସ୍ତ ସଂଗଠନ ଗୁଡ଼ିକର ସବିଶେଷ ବିବରଣୀ ଉପସ୍ଥାପନ କରିଥିଲେ ।ଆଜିର ମୁଖ୍ୟ ଅତିଥି ଭାରତୀୟ ମଜଦୂର ସଂଘର ବୈଶିଷ୍ଟ୍ୟତା କୁ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ସଂଘ କାର୍ଯ୍ୟ କର୍ମକର୍ତ୍ତାଙ୍କ ମନୋବଳ ଦୃଢ଼ କରିବା ସହିତ ଅନ୍ୟ ସମସ୍ତ ସଂଘ ଗୁଡ଼ିକର ଉଦାହରଣ ରଖି ବି ଏମ ଏସ ର ସ୍ୱତନ୍ତ୍ରତା ପ୍ରତିପାଦନ କରିଥିଲେ ।ସଙ୍ଘୀୟ ନୀତି ନିୟମରେ ବାନ୍ଧି ହୋଇ ସର୍ବଦା ଲୋକଙ୍କ ସେବା କରିବାକୁ ଆହ୍ବାନ କରିଛନ୍ତି ।ପ୍ରଭାରୀ ବିଶ୍ଵ ଭାଇ ସମ୍ମିଳନୀ କଣ ଏବଂ ପ୍ରତି ବର୍ଷ ସମ୍ମିଳନୀ କରିବାର ଯଥାର୍ଥତା ସ୍ପଷ୍ଟ ଭାବରେ ବୁଝାଇଥିଲେ ଏବଂ କମିଟି ଗଠନ ଦିଗରେ ଆଲୋଚନା କରିବା ପରେ ସର୍ବ ସମ୍ମତିକ୍ରମେ ପୁନର୍ବାର ଜିଲ୍ଲା ସଭାପତି ପଦରେ ପ୍ରଦୀପ କୁମାର ଦଣ୍ଡସେନାଙ୍କୁ ଏବଂ ଜିଲ୍ଲା ସମ୍ପାଦକ ପଦବୀ ରେ ବାବୁଲାଲ ମାଝୀ ଚୟନିତ ହୋଇଛନ୍ତି ।ଆଜିର ନୂତନ କମିଟି ଗଠନ ହୋଇଛି ଏବଂ ଏହି କମିଟିରେ କୁଞ୍ଜ ବିହାରି କଟା ୱର୍କିଙ୍ଗ ପ୍ରେସିଡେଣ୍ଟ,ଗୋମତୀ ମାଝୀ ଉପ ସଭାନେତ୍ରୀ, ବଳଧର କେତକୀ ସହ ସମ୍ପାଦକ, ଡୋଲେଶ୍ୱରି କଟା ସହ ସଂପାଦିକା,ଦିନ ମଞ୍ଜୁରୀ ଭୋଇ କୋଷାଧ୍ୟକ୍ଷ,ରାମନାଥ ପଣ୍ଡା ମିଡିଆ ସେଲ, ରାଜ କୁମାର ରାଉତ ପର୍ଯ୍ୟାବରଣ ମଞ୍ଚ,ସୁକ ଦେବ ସାହୁ ସାମାଜିକ ସମରସତା,ବିନୟ ରାଉତ କୁଟୁମ୍ବ ପ୍ରବୋଧନ ଏବଂ ପିଣ୍ଟୁ ହଂସଙ୍କୁ ନାଗରିକ କର୍ତ୍ତବ୍ୟ ଦାୟୀତ୍ୱ ପ୍ରଦାନ କରାଯାଇଛି ।ସମ୍ମିଳନୀରେ ଭକ୍ତ ବନ୍ଧୁ ଧରୁଆ,ଚନ୍ଦ୍ର ପ୍ରଭା ପାଣିଗ୍ରାହୀ,ମିନତି ପଣ୍ଡା,ସୁନିତା ସିଂ ଦେଓ,ଦେବି ଚରଣ ପାଣ୍ଡେ,ଉପେନ୍ଦ୍ର ଠେଲା,ମାକ୍ରମ୍ ବରିହା, ବାଲ କୁମାର ମାଝୀ,ଆକାଶ କଟାଙ୍କ ସମେତ ବିଭିନ୍ନ ସଂଗଠନରୁ ପଦାଧିକାରୀ ଉପସ୍ଥିତ ରହିଥିଲେ । ଆସନ୍ତା ଅଗଷ୍ଟ ୧୦ ତାରିଖ ସୁଦ୍ଧା ସମସ୍ତ ବ୍ଲକରେ କମିଟି ଗଠନ କରିବାକୁ ସ୍ଥିର ହୋଇଛି ।ପ୍ରତି ମାସରେ ବ୍ଲକ ସ୍ତରୀୟ ସଭା କରିବାର ଚିନ୍ତନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା