-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||     

HOME   ରାଜ୍ୟ

ପ୍ରଦେଶକଂଗ୍ରେସ ମିଡିଆସେଲ ଅଧ୍ୟକ୍ଷଙ୍କୁ ବଲାଙ୍ଗୀରରେ ନାଗରିକ ସମ୍ବର୍ଦ୍ଧନା

30-Jul-2025



ବଲାଙ୍ଗୀର,୨୯ା୭-ପ୍ରଦେଶକଂଗ୍ରେସରେ ଭକ୍ତଚରଣ ଦାସ ପିସିସି ସଭାପତି ହେବାପରେ କିଛି ନୂଆଲୋକଙ୍କୁ ତାଙ୍କ ଟିମରେ ନେଇଛନ୍ତି । ସେଥିରେ ବଲାଙ୍ଗୀରର ବରିଷ୍ଠ ସାମ୍ବାଦିକ ତଥା ସଂଗଠକ ଅରବିନ୍ଦ ଦାସଙ୍କୁ ପ୍ରଦେଶକଂଗ୍ରେସର ମିଡିଆ, ପ୍ରଚାର ଓ ପ୍ରସାର କମିଟିର ଅଧ୍ୟକ୍ଷ ଦାୟୀତ୍ୱ ମିଳିଛି। ସେଥିପାଇଁ ବଲାଙ୍ଗୀରରେ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖା ଦେଇଛି । ଆଜି ଅରବିନ୍ଦ ଦାସଙ୍କ ବଲାଙ୍ଗୀର ଗସ୍ତ ସମୟରେ ବଲାଙ୍ଗୀରରେ ତାଙ୍କୁ ବିଭିନ୍ନ ସଂଗଠନ ପକ୍ଷରୁ ନାଗରିକ ସମ୍ବର୍ଦ୍ଧନା ଦିଆଯାଇଛି। ସଂଧ୍ୟାରେ ସ୍ଥାନୀୟ ଜିଲ୍ଲା ସାମ୍ବାଦିକ ଭବନର ସଭାକକ୍ଷରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ସମାଜକର୍ମି ଅରୁଣ ମିଶ୍ରଙ୍କ ସଭାପତିତ୍ୱ  କରିଥିବା ବେଳେ ଓ ହିମାନୀ ତ୍ରୀପାଠୀ ସଂଯୋଜନା କରିଥିଲେ। ଏଥିରେ ନାଗରିକ ନାଗରିକ କମିଟିର ସଭାପତି ତଥା ସାଇଟ ଅନୁଷ୍ଠାନର ପ୍ରତିଷ୍ଠାତା ଡ.ଶ୍ରୀକର ମିଶ୍ର, ଖ୍ରୀଷ୍ଟିୟାନ କମ୍ୟୁନିଟିର ସଭାପତି ତଥା ସିସିଏଫଏର ସଭାପତି ଭଞ୍ଜକିଶୋର ନାଗ, ବରିଷ୍ଠ ଆଇନଜୀବୀ ରତନକୁମାର ମହାରଣା ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ଅବସରରେ ଶ୍ରୀ ଦାସ ତାଙ୍କର ୮୦ଦଶକର ଛାତ୍ର ରାଜନୀତିରୁ ଆରମ୍ଭ କରି ୯୦ଦଶକର

ଅଧ୍ୟାପନା, ଦୁଇ ଦଶନ୍ଧିର ସାମ୍ବାଦିକତାର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ପୂର୍ବରୁ ବୃତ୍ତିରେ ଥାଇ ବଲାଙ୍ଗୀରର ଅନେକ ଗୁଡିଏ ସାମାଜିକ ଆନ୍ଦୋଳ, ସମସ୍ୟା ତଥା ଅନୁଷ୍ଠାନର ବିକାଶରେ ସହଭାଗୀ ହୋଇଥିବା ଓ ଏବେ ସିଧାସଳଖ ରାଜନୀତିକୁ ଆସି ସାମାଜିକ ଜୀବନରେ ଲୋକଙ୍କ ସହିତ ମିଶି ଲୋକଙ୍କ ସମସ୍ୟାର ସମାଧାନରେ ସହଭାଗୀ ହେବାକୁ କହି ଥିଲେ। ଠିକ ସେହିପରି ବଲାଙ୍ଗୀର ବିକାଶ ପାଇଁ ସେ ଆହ୍ୱାନ ଦେଇ ଜନସମସ୍ୟାର କିଭଳି ସମାଧାନ କରାଯାଇ ପାରିବ ସେନେଇ ଲୋକମାନଙ୍କ ସହଯୋଗ କାମନା କରି ଥିଲେ । ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀରର ବିଶିଷ୍ଟବ୍ୟକ୍ତି ବିଶେଷ ଶ୍ରୀ ଦାସଙ୍କ ବିଭିନ୍ନ କାର୍ଯ୍ୟକଳାପକୁ ପ୍ରଶଂସା କରିବା

ସହିତ ତାଙ୍କର ରାଜନୈତିକ ଜୀବନର ସଫଳତା କାମନା କରିଥିଲେ । ବଲାଙ୍ଗୀର ନାଗରିକ କମିଟିର ଡ.ଶ୍ରୀକର ମିଶ୍ର,ବରିଷ୍ଠ ନାଗରିକ ମଞ୍ଚ ପ୍ରଭାକର ମିଶ୍ର ଓ କପିଳେଶ୍ୱର ଖମାରୀ,ସାଗୁଆ ବଲାଙ୍ଗୀରର ଅରୁଣ ମିଶ୍ର, ହିମାନୀ ତ୍ରୀପାଠୀ, ଅଜୟ ବାଲି, ବିଙ୍ଗହ୍ୟୁମେନ ଫାଉଣ୍ଡେସନର ସୋମନାଥ ମିଶ୍ର, ଜିଲ୍ଲା ଆଉଟସୋର୍ସିଂ କର୍ମଚାରୀ ସଂଘର ରାଜେଶ ଝାଙ୍କର ଓ ଦିଲିପ ସାହୁ, ଜିଲ୍ଲା କ୍ରୀଡାସଂସଦର ହରିନାରାୟଣ ପୂଜାରୀ, ମାଛବଜାରଛକ ମହାରାଜମଠ କମିଟିର ପ୍ରଦୀପ ମହାନ୍ତି, ଶଶିଶେଖର ପଣ୍ଡା,ରଜନୀ ସେଠ,ସହ ଯୋଗ ଫାଉଣ୍ଡେସନର ଅନୀଳ ମୋଦୀ,ରଚନା ଅନୁଷ୍ଠାନର ଭାଗୀରଥି ମିଶ୍ର,ପୂର୍ବତନ ସୈନିକ ସଂଘର ପ୍ରତାପ ରଥ ପ୍ରମୁଖଙ୍କ ସହ ଶତାଧିକ ସଂଗଠନ ଶ୍ରୀ ଦାସଙ୍କୁ ଫୁଲତୋଡା ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026

You Might Also Like