-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||     

HOME   ଜିଲ୍ଲା

ସଂପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହରେ ମାଲକାନଗିରି ଜିଲ୍ଲାକୁ ସ୍ଵର୍ଣ୍ଣ ପଦକ 

30-Jul-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ଆଜି ଭୁବନେଶ୍ୱର ସ୍ଥିତ ଲୋକସଭା ଭବନରେ ଯୋଜନା ଓ ସଂଯୋଜନା  ବିଭାଗ ଓ ନୀତି ଆୟୋଗ ର ମିଳିତ ଆନୁକୂଲ୍ୟରେ ଆୟୋଜିତ ସଂପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହରେ ମାଲକାନଗିରି ଜିଲ୍ଲାକୁ ୪ ଗୋଟି ସ୍ଵର୍ଣ୍ଣ ପଦକ ମିଳିଛି। ନୀତି ଆୟୋଗ ଅଧୀନରେ  ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଳକ୍ କାର୍ଯ୍ୟକ୍ରମରେ ୬ ଗୋଟି ବର୍ଗରେ ଜିଲ୍ଲାକୁ ସ୍ୱର୍ଣ୍ଣ ପଦକ ମିଳିଛି।  ମାଲକାନଗିରି କୁ  ଜିଲ୍ଲା ସ୍ତରରେ  ଗୋଟିଏ ସ୍ୱର୍ଣ୍ଣ ଓ ଆକାଂକ୍ଷୀ ବ୍ଲକ୍ ଭାବେ ଚିତ୍ରକୋଣ୍ଡା, ଖଇରପୁଟ ଓ ମାଥିଲି ବ୍ଲକ୍ କୁ ତିନି ଗୋଟି ସ୍ୱର୍ଣ୍ଣ ପଦକ ମିଳିଛି। ସମଗ୍ର ଦେଶରେ ସମ୍ପୂର୍ଣ୍ଣତା ଅଭିଯାନ କାର୍ଯ୍ୟକ୍ରମ ଅଧୀନରେ ଏହିଭଳି ବିରଳ କୃତିତ୍ୱ ହାସଲ କରିବାରେ ମାଲକାନଗିରି ଏକମାତ୍ର ଜିଲ୍ଲା ଅଟେ। ଆକାଂକ୍ଷୀ ଜିଲ୍ଲା ଅଧୀନରେ ଗର୍ଭବତୀ ମାଆ ମାନଙ୍କର ପ୍ରଥମ ଟୀକାକରଣ ପଞ୍ଜୀକରଣ, ସମ୍ପୂର୍ଣ୍ଣତା ପୋଷଣ ଅଭିଯାନ, ୯ ରୁ ୧୧ ବର୍ଷର ଶିଶୁଙ୍କ ଟୀକାକରଣ, ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ, ମାଧ୍ୟମିକ ବିଦ୍ୟାଳୟରେ ଶତ ପ୍ରତିଶତ ବିଦ୍ୟୁତ୍ ସଂଯୋଗୀକରଣ ଓ ବିଦ୍ୟାଳୟରେ ଶତ ପ୍ରତିଶତ ପାଠ୍ୟ ପୁସ୍ତକ ବଣ୍ଟନରେ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଛି। ସେହିପରି ଆକାଂକ୍ଷୀ ବ୍ଲକ୍ ଅଧୀନରେ  ଗର୍ଭବତୀ ମାଆ ମାନଙ୍କର ପ୍ରଥମ ଟୀକାକରଣ ପଞ୍ଜୀକରଣ, ମଧୁମେହ ରୋଗୀ ଚିହ୍ନଟ, ଯକ୍ଷ୍ମା ରୋଗୀ ଚିହ୍ନଟ ପ୍ରକ୍ରିୟା, ସମ୍ପୂର୍ଣ୍ଣତା ପୋଷଣ ଅଭିଯାନ, ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ ଓ ସ୍ଵୟଂ ସହାୟକ ଗୋଷ୍ଠୀ ଙ୍କୁ ପୂର୍ଣ୍ଣ ଚଳନ ରାଶି ପ୍ରଦାନ ରେ ସ୍ଵର୍ଣ୍ଣ ପଦକ ପ୍ରଦାନ କରାଯାଇଛି। ପୂର୍ବତନ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଓ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିବା ସମୟର ଜିଲ୍ଲାପାଳ ସଚିନ୍ ପାୱାର ଙ୍କୁ ଏଥି ନିମନ୍ତେ ମାନପତ୍ର ପ୍ରଦାନ କରାଯାଇଛି। ଏହି ଅବସରରେ ପୂର୍ବତନ ଜିଲ୍ଲାପାଳ ଶ୍ରୀ ପାଟିଲ କହିଛନ୍ତି ଯେ ଏହି ସଫଳତା ସମଗ୍ର ଜିଲ୍ଲାର। ସମସ୍ତଙ୍କ ମିଳିତ ପ୍ରୟାସରେ ଆଜି ଏତେ ବଡ଼ ସଫଳତା ଆମେ ହାସଲ କରି ପାରିଛୁ ବୋଲି ସେ କହିଛନ୍ତି। ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଜିଲ୍ଲା ପକ୍ଷରୁ ସ୍ୱର୍ଣ୍ଣ ପଦକ ଗ୍ରହଣ କରିଛନ୍ତି । ଅନୁରୂପ ଭାବେ ଚିତ୍ରକୋଣ୍ଡା ବିଡିଓ ପ୍ରୀତା କୁମାରୀ, ଖଇରପୁଟ ବିଡିଓ ଉମା ଶଙ୍କର କୋୟା, ମାଥିଲି ବିଡିଓ ପ୍ରମୋଦ କୁମାର ବେହେରା ବ୍ଲକ୍ ପାଇଁ ସ୍ବର୍ଣ୍ଣ ପଦକ ଗ୍ରହଣ କରିଛନ୍ତି। ସୂଚନା ଥାଉ କି ଜିଲ୍ଲା ପାଇଁ ଆକାଂକ୍ଷୀ ଜିଲ୍ଲା ଓ ବ୍ଲକ୍ କାର୍ଯ୍ୟକ୍ରମ ର ନୋଲେଜ୍ ପାଟନର୍ ରହିଛି ପିରାମଲ୍ ଫାଉଣ୍ଡେସନ।ଜିଲ୍ଲାରେ ନୋଡାଲ ବିଭାଗ ହେଉଛି ଡିପିଏମ୍ୟୁ । ଏହି ଅବସରରେ ଡିପିଏମ୍ୟୁ ଡି ଡି ଗୋଲକ ଚନ୍ଦ୍ର ଦଳେଇ ଓ 
 ପିରାମଲ୍ ଫାଉଣ୍ଡେସନର ଜିଲ୍ଲା ପ୍ରୋଗ୍ରାମ ମ୍ୟାନେଜର ରାଜା ରାମ ମଲ୍ଲିକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା