-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ*ଶ୍ରୀ ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||     

HOME   ଜିଲ୍ଲା

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ 

30-Jul-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ):  ୭୯ ତମ ଜିଲ୍ଲା ସ୍ତରୀୟ  ସ୍ୱାଧୀନତା ଦିବସ ପାଳନ ନିମନ୍ତେ ମାଲକାନଗିରି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଉପସ୍ଥିତ ଥିଲେ।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ଗତ ବର୍ଷର କାର୍ଯ୍ୟକ୍ରମ ବିବରଣୀ ପାଠ କରି ସଂଯୋଜନା କରିବା ସହ ଚଳିତ ବର୍ଷ ପାଇଁ ବୈଠକରେ ଉପସ୍ଥିତ ବ୍ୟକ୍ତି ବିଶେଷଙ୍କ ପ୍ରସ୍ତାବ ଲୋଡିଥିଲେ । ସ୍ୱାଧୀନତା ଦିବସ ପାଳନ ଦିନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାମଧୂନ ପରିବେଷଣ କରାଯିବ । ସକାଳ ୭.୩୦ ମି ଠାରୁ ଘ. ୮ ଟା ମଧ୍ୟରେ ପ୍ରତ୍ୟେକ ସରକାରୀ, ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ସେହିପରି ସ୍ଥାନୀୟ ଡିଏନ୍ କେ ଖେଳ ପଡିଆରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟଅତିଥିଙ୍କ ଦ୍ୱାରା ଜାତୀୟ ପତାକା  ଉତ୍ତୋଳନ କରାଯିବ ।  ସ୍କୁଲ ଓ କଲେଜସ୍ତର  ଛାତ୍ରଛାତ୍ରୀଙ୍କ  ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ । ଜିଲ୍ଲାରେ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଟପ୍ପର ଥିବା କୃତି ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରିବା ପାଇଁ ଆଲୋଚନା କରାଯାଇଥିଲା ।  ଅଗଷ୍ଟ ମାସରେ କ୍ରାନ୍ତି ଦିବସ ଓ ବିଶ୍ଵ ଜନଜାତି ଦିବସ ପାଳିତ ହେଉଛି। ଏହି ପରିପ୍ରେକ୍ଷୀରେ ଉକ୍ତ ଦିନ ଜିଲ୍ଲାର  ବ୍ଲକ୍, ଗ୍ରାମ ପଞ୍ଚାୟତରେ ଥିବା ସମସ୍ତ ବରପୁତ୍ରଙ୍କ  ପ୍ରତିମୂର୍ତ୍ତିରେ  ମାଲ୍ୟାର୍ପଣ କରିବା ପାଇଁ ନିର୍ଦ୍ଦେଶ ରହିଛି । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ, ପୌର ନିର୍ବାହୀ ଅଧିକାରୀ ରାଜୀବ ଲୋଚନ ନାୟକ,  ରାସ୍ତା ଓ କୋଠାବାଡ଼ି ବିଭାଗ ରୁ ମକର୍ଷଣ ବେହେରା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗୋରୀ  ନାୟକ, ପୁଲିସ ରିଜର୍ଭ ଇନ୍ସପେକ୍ଟର ସତ୍ୟପ୍ରିୟ ବିଶ୍ଵାଳ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ*ଶ୍ରୀ ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026

You Might Also Like