-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଜିଲ୍ଲା

ଅଗଷ୍ଟ ୩୧ରେ ବକଟି ଗ୍ରାମରେ ପରବାସୀ କୁଟୁମର ନୂଆଁଖାଇ ଭେଟ

30-Jul-2025



ବଲାଙ୍ଗୀର(ଦେବାଶିଷ ବହିଦାର): ମାଟିରୁ ବାହାରେ ରହି ସାହିତ୍ୟ, ସଂସ୍କୃତି ଓ ପରମ୍ପରା ଦିଗରେ ସମର୍ପିତ ହୋଇ କାମକରୁଥିବା ପଶ୍ଚିମ ଓଡ଼ିଶାର ଅଗ୍ରଣୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ପରବାସୀ କୁଟୁମ ଚଳିତ ବର୍ଷ ଆଗାମୀ ଅଗଷ୍ଟ ୩୧ତାରିଖ ବଲାଙ୍ଗୀର ଜିଲ୍ଲା ସାଲେଭଟା ନିକଟସ୍ଥ ବକଟି ଗ୍ରାମରେ ନୂଆଁଖାଇ ଭେଟ ପାଳନ କରିବା ପାଇଁ ନିଷ୍ପତି ନେଇଥିବା  ସୂଚନା ମିଳିଛି l ପରବାସୀ କୁଟୁମ୍ ଓ ବକଟି ଗ୍ରାମବାସୀଙ୍କ ମିଳିତ ଉଦ୍ୟମରେ ଆୟୋଜିତ ହେଉଥିବା ଏହି କାର୍ଯ୍ୟକ୍ରମରେ ନୂଆଁଖାଇର ପାରମ୍ପରିକ ରୀତିନୀତି ପାଲନ, ସାଂସ୍କୃତିକ ଶୋଭାଯାତ୍ରା, ସାହିତ୍ୟ ସଭା, ସମ୍ମାନିତ କାର୍ଯ୍ୟକ୍ରମ, ଆଲୋଚନା ଚକ୍ର, କବିତା ଆସର ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ l ଏହି କାର୍ଯ୍ୟକ୍ରମରେ ସମ୍ବଲପୁରୀ କୋଶଲି ଭାଷାର ପ୍ରଚାର ପ୍ରସାର ପାଇଁ ବକଟି ଗ୍ରାମର ବିଭିନ୍ନ ସ୍କୁଲ ମାନଙ୍କରେ ସମ୍ବଲପୁରୀ କୋଶଲି ଭାଷାରେ ରଚନା, ଭାଷଣ, କୁଇଜ ପ୍ରତିଯୋଗିତା ଆଦି ଆୟୋଜିତ ହେବାକୁ ସ୍ଥିର ହୋଇଛି l ଅନୁଷ୍ଠାନର ସଭାପତି କପିଳେଶ୍ୱର ଖମାରି, କାର୍ଯ୍ୟକାରୀ ସଭାପତି ସୁଶାନ୍ତ କୁମାର ମିଶ୍ର, ସମ୍ପାଦକ ସଚ୍ଚିଦାନନ୍ଦ ପଧାନ,ସହ ସମ୍ପାଦିକା ମାନିନୀ ମେହେର, ସଂଯୋଜକ ଉମାକାନ୍ତ ଭୋଇ, ଦେବାଶିଷ ମେହେର, ମହେନ୍ଦ୍ର ପଟେଲ, ଗଣେଶ ମେହେର, ଓଜସ୍ୱିନୀ ମାହାର, ସୁକୁମାର ବାଗ, ସୂର୍ଯ୍ୟ କୁମାର ପାଢ଼ୀ, ଲୋକେଶ ସାହୁ, ଡିସେମ୍ବର ମେହେର, ମନୀଷ ରଥ, ସୁରଜ ସାହୁ, ଯୁଗଳ କିଶୋର ଛାତ୍ରିଆଙ୍କ ସମେତ ବକଟି ଗାଁ ର ଅନେକ ଉତ୍ସାହୀ ସମଲପୁରି କୋସଲି ସାହିତ୍ୟ ଓ ସଂସ୍କୃତି ପ୍ରେମୀ ମାନେ ଯୋଗଦାନ କରିଥିଲେ।ଏହି ନୂଆଁଖାଇ ଭେଟ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଉଛି ବୋଲି ଆୟୋଜକ ମାନେ କହିଛନ୍ତି l ଶେଷରେ ଅନୁଷ୍ଠାନର ବରିଷ୍ଠ ସଦସ୍ୟ ଗଣେଶ ମେହେର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like