-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||     

HOME   ଜିଲ୍ଲା

ସିନ୍ଧେକେଲା-ଟିଟିଲାଗଡ ରାସ୍ତା ଡିଆଟନ ବ୍ରିଜ ଉପରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ଦୁଇ ଗୁରୁତର

30-Jul-2025



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ):  ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ସିନ୍ଧେକେଲା - ଟିଟିଲାଗଡ଼ ରାସ୍ତାର ଡିଆଟନ ବ୍ରିଜ ଉପରେ କୌଣସି କାରଣରୁ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ମାନଙ୍କ ମଧ୍ୟରେ ପରାସରା ପଞ୍ଚାୟତ ଛତାଭଟା ଗାଁ ର ଧ୍ରୁବ ଆଡଯୁଏଡ (୨୬) ବର୍ଷ ଏବଂ ଅଦାବାହାଲ ପଂଚାୟତ ଘଣ୍ଟସଡା ଗାଁ ର ବବଲୁ ବଗର୍ତ୍ତି (୩୮) ବର୍ଷ ବୋଲି ସୂଚନା ମିଳିଛି l ଉଭୟ ଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ବେଳେ ଟିଟିଲାଗଡ଼ ମୁଖ୍ୟ ଡାକ୍ତରଖାନା ରେ ପ୍ରାଥମିକ ଚିକିତ୍ସା ପରେ ବଲାଙ୍ଗୀର ମୁଖ୍ୟ ବଡ଼ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁଯାଇ ସିଡି ଡିଲକ୍ସ ଓଡି ୦୮ ଏ ୫୪୮୫ ଲାଲ ବାଇକରେ ଧ୍ରୁବ ଆଡ଼ଯୁଏଡ ନିଜ ପୁଅ କୁ ଟ୍ୟୁସନ ରୁ ଆଣିବାକୁ ଆସୁଥିବା ବେଳେ ବିପରୀତ ଦିଗରୁ ବବଲୁ ବଗର୍ତ୍ତୀ ବାଇକ୍ ନମ୍ବର ଓଡି ୦୩ ଓ୍ବାଇ ୮୧୯୩ ରେ ନିଜ ବାପା ଙ୍କ ଦଶାହ କାର୍ଯ୍ୟ ପାଇଁ ସାମଗ୍ରୀ ଆଣିବାକୁ ଯାଉଥିବା ବେଳେ ଏହି ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି। ତେବେ ଧ୍ରୁବ ଙ୍କ ବାଇକ ପଡ଼ିଥିବା ସ୍ଥାନରେ ବହୁତ ରକ୍ତ ସ୍ରାବ ହୋଇଥିବା ଦେଖିବାକୁ ମିଳିଛି। ତେଣୁ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026

You Might Also Like