-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ବାନ୍ଧ ପ୍ରସ୍ତୁତି ଓ ଲୁଗାବୁଣା ତାଲିମ ଉଦଘାଟିତ ବଡ଼ତୁରାଙ୍ଗ ହେବ ସମ୍ବଲପୁରୀ ବାନ୍ଧକଳାର ପ୍ରସିଦ୍ଧ ଗ୍ରାମ

31-Jul-2025




ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ ):ବାନ୍ଧ ପ୍ରସ୍ତୁତି ହସ୍ତତନ୍ତ୍ର କଳା ପାଇଁ ଜୁଯୁମୁରା ବ୍ଲକ ଅନ୍ତର୍ଗତ ପଡିଆବାହାଲ ନିକଟସ୍ଥ ବଡ଼ତୁରାଙ୍ଗ ଗ୍ରାମ ହେବ ପ୍ରସିଦ୍ଧ। ସମ୍ବଲପୁରୀ ଲୁଗାବୁଣା ରେ ଏକଦା ସମ୍ବଲପୁର ଜିଲ୍ଲାରେ ପ୍ରସିଦ୍ଧି ଲାଭ କରିଥିବା ଏହି ଗ୍ରାମରେ ଆଜି ବାନ୍ଧ ପ୍ରସ୍ତୁତି ଲୁଗାବୁଣା ତାଲିମ ଉଦଘାଟନ ଉତ୍ସବରେ ବକ୍ତା ମାନେ ଏଭଳି ଆଶା ଦେଇ ପ୍ରଶିକ୍ଷାର୍ଥୀ ମନରେ ନୁଆଁ ଉତ୍ସାହ ଓ ପ୍ରେରଣା ଦେଇଛନ୍ତି।
 ରାଜ୍ୟ ସରକାରଙ୍କ ଶିଳ୍ପ ପ୍ରୋତ୍ସାହନ ଯୋଜନା (ପିଓଏଚଆଇ)୨୦୨୫-୨୬ ମାଧ୍ୟମରେ ବାନ୍ଧକଳାର ଦକ୍ଷତା ବୃଦ୍ଧି ପାଇଁ ଏହି ପ୍ରଶିକ୍ଷଣ ଶିବିର ଆସନ୍ତା ୪ ମାସ ଧରି ଅନୁଷ୍ଠିତ ହେବ।
 ଆଜି ଏହି ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବଡ଼ତୁରାଙ୍ଗ ଗ୍ରାମରେ  ଅପରାହ୍ନରେ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ଟେକ୍ସଟାଇଲ ଯୁଗ୍ମ ନିର୍ଦ୍ଦେଶକ ପ୍ରସନ୍ନ କୁମାର ଗନ୍ତାୟତ, ନିଯୁକ୍ତି ବିଭାଗ ଡେପୁଟି ଡାଇରେକ୍ଟର ଶଙ୍କର ଚରଣ ମୁର୍ମୁ, ବରଗଡ଼ ଜିଲ୍ଲା ଟେକ୍ସଟାଇଲ ଯୁଗ୍ମ ନିର୍ଦ୍ଦେଶକ ହୃଷିକେଶ ମହାଳିକ, ସମ୍ବଲପୁର ଓରମାସ ମୁଖ୍ୟ ଶ୍ରୀମନ୍ତ ହୋତା, ବାହାମ ସରପଞ୍ଚ ଶ୍ରୀମତୀ ସରସ୍ୱତୀ ଭୋସାଗର ଓ ବରିଷ୍ଠ ବିଜେପି ନେତ୍ରୀ ସସ୍ମିତା ଦେହୁରୀ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିବା ସହିତ ସମ୍ବଲପୁରୀ ହସ୍ତ ତନ୍ତ୍ର ଶିଳ୍ପରେ ଗ୍ରାମର ଭୂମିକା ଓ ପ୍ରସିଦ୍ଧି ପାଇଁ ମହିଳା ମାନଙ୍କ ଉତ୍ସାହକୁ ପ୍ରଶଂସା କରିଥିଲେ।
ସୂଚନା ଯୋଗ୍ୟଯେ ବିକାଶ ଫାଉଣ୍ଡେସନ ପକ୍ଷରୁ ଶ୍ରୀମତୀ ମୃଦଳା ପ୍ରଧାନ ଗତ ୨ ବର୍ଷ ତଳେ ଏହାର ମଞ୍ଜି ବୁଣି ଗ୍ରାମର ପ୍ରାୟ ୪୦ ଭାଗ ମହିଳାଙ୍କୁ ବାନ୍ଧ ପ୍ରସ୍ତୁତି ଲୁଗାବୁଣା କାର୍ଯ୍ୟରେ ଆଗେଇ ନେଇଥିବା ବେଳେ ଓଡିଶା ସରକାରଙ୍କ ପକ୍ଷରୁ ଆଜି ୪ ର୍ଥ ଏକ ଗୁପକୁ ହସ୍ତତନ୍ତ୍ର ଶିଳ୍ପ ପ୍ରୋତ୍ସାହନ ଯୋଜନାରେ ସାମିଲ କରି ସମ୍ବଲପୁରୀ ଲୁଗା ବୁଣାରେ ଗ୍ରାମର ପାରଦର୍ଶିତା ପ୍ରତିବାଦନ କରିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ୪ ମାସ ହେବାକୁ ଥିବା ଏହି ତାଲିମ ଶିବିରରେ ହରିଶଙ୍କର ମେହେର ତାଲିମ ପ୍ରଦାନ କରୁଛନ୍ତି।
ଏପରିକି ଗତ ୪ ମାସ ତଳେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜିଲ୍ଲା ପ୍ରଶାସନ ସହିତ ଏହି ଗାଁ କୁ ଆସି ବାନ୍ଧ କଳାରେ ବଡତୁରାଙ୍ଗ ଗ୍ରାମକୁ ବିଶ୍ୱ ଦରବାରରେ ପହଞ୍ଚାଇବାକୁ ବୃହତ ଏକ ପଦକ୍ଷେପ ନିଆଯିବ ବୋଲି ଘୋଷଣା କରିଥିଲେ। ଫଳ ସ୍ୱରୂପ ଶତକଡା ୭୦ ଭାଗ ଗାଁ ରେ ବସବାସ କରୁଥିବା ମେହେର ସମ୍ପ୍ରଦାୟକୁ ଏଥିରେ ଯୋଡ଼ାଯାଇ ଏକ ଆଦର୍ଶ ଗ୍ରାମର ପରିଚୟ ଦେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ଉଦ୍ୟମ ଆରମ୍ଭ ହୋଇଥିବା କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like