-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ଜିଲ୍ଲା

ସରକାରୀ ମହିଳା ମହାବିଦ୍ୟାଳୟରେ ପ୍ରେମଚନ୍ଦଙ୍କ ଜୟନ୍ତୀ ପାଳିତ

31-Jul-2025



"ପ୍ରେମଚନ୍ଦ ସାହିତ୍ୟର ଆଲୋକ ବିଶ୍ୱ ସାହିତ୍ୟକୁ ଚମକ ପ୍ରଦାନ କରୁଛି "

ବଲାଙ୍ଗୀର :ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟ ଠାରେ ହିନ୍ଦୀ (ସମ୍ମାନ)ବିଭାଗ ତରଫରୁ ପ୍ରେମଚନ୍ଦଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ପ୍ରଥମେ ପ୍ରେମଚନ୍ଦଙ୍କ ଫୋଟୋ ଚିତ୍ରରେ ମାଲ୍ୟାର୍ପଣ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଅଧ୍ୟାପକ ପ୍ରଭଞ୍ଜନ କୁମାର ମିଶ୍ର ନିଜ ବକ୍ତବ୍ୟରେ ପ୍ରେମଚନ୍ଦଙ୍କ କଥା ସାହିତ୍ୟର ଭାବ ଓ ବିଷୟ ଭୂମି ସମ୍ପୂର୍ଣ୍ଣ ମାନବ ଜୀବନକୁ ପରିସର ଭୁକ୍ତ କରିପାରିଥିଲା ବୋଲି କହିବା ସହ ସେଥିରେ ସମାଜର ଗ୍ରାମୀଣ ଚିତ୍ରଣ ବିସ୍ତୃତ ଭାବେ ପରିଲକ୍ଷିତ ହୁଏ ବୋଲି କହିଥିଲେ। ଅନ୍ୟତମ ଅତିଥି ଅଧ୍ୟାପକ ଉତ୍ତମ ଭୋଇ ପ୍ରେମଚାନ୍ଦ ସାହିତ୍ୟର ଆଲୋକ ଆଜି ମଧ୍ୟ ସମ୍ପୂର୍ଣ୍ଣ ବିଶ୍ୱ ସାହିତ୍ୟ କୁ ଚମକ ପ୍ରଦାନ କରୁଅଛି ବୋଲି କହିବା ସହ ପ୍ରେମଚନ୍ଦଙ୍କ କାହାଣୀମାନ କାଳକୁ ଜୟ କରି ଚାଲିଛି ବୋଲି

କହିଥିଲେ। ଅଧ୍ୟାପିକା ଉର୍ମିଳା ମଟ୍ଟାରୀ ଆଧୁନିକ ଭାରତୀୟ ସାହିତ୍ୟକୁ ବିଶେଷ କରି କଥା ସାହିତ୍ୟକୁ ନୂତନ ରୂପ ଦେବାରେ ପ୍ରେମଚନ୍ଦଙ୍କ ଭୂମିକା ଅନନ୍ୟ ବୋଲି କହିଥିଲେ। ଛାତ୍ରୀ ମାନସୀ ସାହୁ ଉପନ୍ୟାସ ଭଳି କାହାଣୀ କ୍ଷେତ୍ରରେ ମଧ୍ୟ ପ୍ରେମଚନ୍ଦ କ୍ରାନ୍ତି ଆଣିଥିଲେ ବୋଲି କହିଥିବା ବେଳେ ଛାତ୍ରୀ ରିତାଞ୍ଜଳୀ କଅଁର ନିଜ ବକ୍ତବ୍ୟରେ ପ୍ରେମଚନ୍ଦ ଚରିତ୍ର ଚିତ୍ରଣର ପ୍ରତ୍ୟେକ ପ୍ରଣାଳୀକୁ ଅବଲମ୍ବନ କରିବାସହ ପ୍ରାୟତଃ ପାତ୍ର-ମୁଖି ସମ୍ବାଦ ମାଧ୍ୟମରେ ତାଙ୍କର ଚାରିତ୍ରିକ ବିଶେଷଣକୁ ଉଦଘାଟନ କରିବାକୁ ଚେଷ୍ଟା କରିଛନ୍ତି ବୋଲି କହିଥିଲେ। କାର୍ଯ୍ୟକ୍ରମରେ ହିନ୍ଦୀ (ସମ୍ମାନ)ବିଭାଗର ସମସ୍ତ ଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like