-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ସାଧାରଣ ଜନତା ବେଶରେ ଜିଲ୍ଲା ସଦର ଡାକ୍ତରଖାନା ର ସ୍ଥିତି ପରଖିଲେ ଜିଲ୍ଲାପାଳ* *ଡାକ୍ତର ଏବଂ କର୍ମଚାରୀଙ୍କ ମନରେ ଛନକା*

04-Aug-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସାଧାରଣ ଲୋକଙ୍କ ବେଶରେ ଜିଲ୍ଲାପାଳ ନୃପରାଜ ସାହୁ ପରିଦର୍ଶନ କରିଛନ୍ତି । ନିଜ ସରକାରୀ ଗାଡିକୁ ଦୂରରେ ରଖି ସଧାରଣ ଲୋକ ଭଳିଆ ଚାଲି ଚାଲି ମେଡ଼ିକାଲ ପରିସର ର  ମୁଖ୍ୟ ଗେଟ୍ ସୁରକ୍ଷା ବ୍ୟବସ୍ଥା ଠୁଁ ଆରମ୍ଭ କରି ସମସ୍ତ ବ୍ୟବସ୍ଥା କୁ ଅନୁଧ୍ୟାନ କରିଥିଲେ। ପରିଦର୍ଶନ ସମୟରେ କିଛି ଡାକ୍ତର ଙ୍କ ଅନୁପସ୍ଥିତି ବିଷୟରେ ସେଠାରେ ଉପସ୍ଥିତ ଡାକ୍ତରଙ୍କୁ ପଚାରିବାରୁ ସଂପୃକ୍ତ ଡାକ୍ତରାଣୀ ଜିଲ୍ଲାପାଳଙ୍କୁ କହିଥିଲେ ଯେ ସାର ଏଡିଏମଓ ଙ୍କ ସହ ମିଟିଂ ରେ ଅଛନ୍ତି। ସଙ୍ଗେ ସଙ୍ଗେ ଜିଲ୍ଲାପାଳ ଏଡିଏମଓ ଙ୍କୁ ପଚାରି ବୁଝିବାରୁ ଅନୁପସ୍ଥିତ ଥିବା ସମ୍ପୃକ୍ତ ଡାକ୍ତର ଙ୍କୁ କୌଣସି ମିଟିଂ ଡାକି ନ ଥିବା କହିଥିଲେ। ପରେ ମିଟିଂ କଥା କହିଥିବା ଡ଼ାକ୍ତରାଣୀ ଜିଲ୍ଲାପାଳ ଙ୍କୁ ଚିହ୍ନି ଯାଇଥିଲେ ଏବଂ କ୍ଷମା ପ୍ରାର୍ଥନା କରିଥିଲେ । ଏଥିରୁ ସ୍ପଷ୍ଟ ଜଣା ପଡ଼ିଛି ଯେ ସାଧାରଣ ନିରୀହ ଗରୀବ ରୋଗୀ ଙ୍କୁ ଚିକିତ୍ସା ପାଇଁ ନିଯୁକ୍ତ  ଭାଗବନ ସଦୃଶ୍ୟ ଡାକ୍ତର ମାନେ ନିଜ ଭିତରେ ସଲା ସୁତରା କରି ଠକ ମିଛ କହି ରୋଗୀ ସେବା ବନ୍ଦ କରି ସିଧା ନିଜ ବେସରକାରୀ କ୍ଲିନିକ୍ କୁ ଟଙ୍କା ଲୋଭ ରେ ଧାଉଁଛନ୍ତି l ବନ୍ଦ ପଡିଥିବା ଆଇସିୟୁ , ଭେଣ୍ଟି ଲେଟର ଓ  ଅକ୍ସିଜେନ ପ୍ଲାଣ୍ଟ  ଏବଂ ଅନ୍ୟାନ୍ୟ ସମସ୍ୟା ବିଷୟ ରେ ଅବଗତ ହୋଇ ଜିଲ୍ଲାପାଳ ବିରକ୍ତି ପ୍ରକାଶ କରିଥିଲେ ଓ ଏହାକୁ କିଭଳି ତୁରନ୍ତ କାର୍ଯ୍ଯ କ୍ଷମ କରା ଯାଇ ପାରିବ ଏଡିଏମଓ ଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ। ଅଲଟ୍ରା ସାଉଣ୍ଡ ହେଉ ନ ଥିବା ଜାଣି ମଧ୍ଯ ବିରକ୍ତି ପ୍ରକାଶ କରିଥିଲେ ।  ସୋନପୁର ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ସମସ୍ୟା ଏବଂ ଡାକ୍ତର ଓ କର୍ମଚାରୀ ଙ୍କ ର୍ଦୁବ୍ୟବହାର ଓ ଡାକ୍ତର ଙ୍କ କ୍ଲିନିକ ନିଶା ପାଇଁ ସବୁବେଳେ ଅଭିଯୋଗ ଓ ସାରା ରାଜ୍ୟ ରେ ଚର୍ଚ୍ଚା ରେ ରହି ଆସିଛି। ଜିଲ୍ଲାପାଳଙ୍କ ଏ ତ୍ଵରିତ ପଦକ୍ଷେପ ଓ ଅଭିନବ ଢଙ୍ଗରେ ଛଦ୍ମ ବେଶରେ ଯାଇ ଡାକ୍ତରଖାନା ପରିଦର୍ଶନକୁ ଆଜି ସହରରେ ସବୁଠି ଚର୍ଚ୍ଚା ଚାଲିଥିବା ବେଳେ ବୁଦ୍ଧିଜିବୀ ମହଲରେ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା