-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ର ସୁଭଦ୍ରା ଭଉଣୀ ପ୍ରମିଳା ତାଣ୍ଡି ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଙ୍କ ସହ ଭିଡିଓ ବାର୍ତ୍ତା ମାଧ୍ୟମରେ ବାର୍ତ୍ତାଳାପ

05-Aug-2025



ଆଗଲପୁର, (ପ୍ରେରଣା ଖବର) ଆଜି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ୍ ର ସୁଭଦ୍ରା ଭଉଣୀ ପ୍ରମିଳା ତାଣ୍ଡି ବଲାଙ୍ଗୀର ଠାରେ ଥିବା ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଙ୍କ କାର୍ଯ୍ୟାଳୟ ଠାରେ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଙ୍କ ସହ ଭିଡିଓ ବାର୍ତ୍ତା ମାଧ୍ୟମରେ ବାର୍ତ୍ତାଳାପ କରିଛନ୍ତି। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ସୁଭଦ୍ରା କିସ୍ତି ପାଇ ସଫଳତାର ଶହ ସ୍ବାବଲମ୍ବୀ ହୋଇ ପାରିଥିବା ମା ମାନଙ୍କ ଶହ ଭିଡିଓ କନଫରେନ୍ସ ଜରିଆରେ କଥା ବାର୍ତ୍ତା କରି ତାଙ୍କର ସଫଳତାର କାହାଣୀ ଶୁଣିଲେ ଓ ଭବିଷ୍ୟତରେ ଆହୁରି ଆଗକୁ ବଢିବା ପାଇ ପ୍ରେରଣା ପ୍ରଦାନ କରିଥିଲେ। ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରିନ୍ସିପାଲ ସେକ୍ରେଟାରୀ ଶ୍ରୀମତୀ ଶୁଭ ଶର୍ମା, ନିର୍ଦେଶିକା ମୋନିଶା ବାନାର୍ଜୀ ବିଭାଗର ଅନ୍ୟାନ୍ୟ କର୍ମକର୍ତ୍ତା ଯୋଗ ଦେଇଥିଲେ l ତା ସହିତ 30 ଟି ଜିଲ୍ଲାର ଜିଲ୍ଲା ସମାଜ୍ ମଙ୍ଗଳ ଅଧିକାରୀ ଙ୍କ ସହ ଅନ୍ୟାନ୍ୟ କର୍ମକର୍ତ୍ତା ଭିଡିଓ କନଫରେନ୍ସ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା