-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

୭ରେ ଜାତୀୟ ହସ୍ତତନ୍ତ ଦିବସ ଓ ଏକତା ଉତ୍ସବ

05-Aug-2025



ଭୁବନେଶ୍ୱର(ପ୍ରେରଣl ଖବର): ସ୍ଥାନୀୟ ଜନତା ମୈଦାନରେ ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ଓ ଏକତା ଦିବସକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଆସନ୍ତା ୭ ତାରିଖରେ ଶୁଭ ଉଦ୍‌ଘାଟନ କରିବେ। ୭ ରୁ ୯ ଓ ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଫେସନ ସୋ, ହସ୍ତଶିଳ୍ପ ପ୍ରଦର୍ଶନୀ, ଦେଢ ଶହରୁ ଅଧିକ ବୁଣାକାରଙ୍କ ଉପସ୍ଥିତି ଶହ ସେମାନଙ୍କୁ ପୁରସ୍କୃତ କରାଯିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ କ୍ରେତା, ବିକ୍ରେତା, ନିର୍ମାତା, ଡିଜାଇନର ଓ କାରିଗରମାନଙ୍କ ସହ ମୁହାଁମୁହିଁ ମତ ବିନିମୟ ଓ ବିଭିନ୍ନ କର୍ମଶାଳା କରାଯିବ। ଏହାର ଅବ୍ୟବହିତ ପୂର୍ବରୁ ସଫଳତା କାମନା କରିବା ସହ ଓଡିଶାର ବୁଣାକାରମାନେ ଆମର ସାଂସ୍କୃତିକ ଐତିହ୍ୟର ଆତ୍ମା ।ଆମ ହସ୍ତତନ୍ତ କେବଳ ଖଣ୍ଡେ କପଡା ନୁହେଁ ଏହା ଆମ ଐତିହ୍ୟ, ହସ୍ତତନ୍ତ ଆମର ଅସ୍ମିତା ଓ ସଂସ୍କୃତିର ବାର୍ତ୍ତାବହ ବୋଲି କହିଛନ୍ତି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗୀୟମନ୍ତ୍ରୀ ପ୍ରଦୀପ ବଳସାମନ୍ତ। ଏହି ହସ୍ତତନ୍ତ ଦିବସ କାର୍ଯ୍ୟକ୍ରମରେ ଚଳଚ୍ଚିତ୍ର ତାରକା ଶ୍ରୀମତୀ ମାଧୁରୀ ଦିକ୍ଷୀତଙ୍କ ଉପସ୍ଥିତି ଅଧିକ ଆକର୍ଷଣ ପାଲଟିବେ। ଏଥିରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହାପୂନମ ତାପସ କୁମାର, ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ, ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ରୀମତୀ ପ୍ରଣତୀ ଛୋଟରାୟ, ଅତିରିକ୍ତ ଶାସନ ସଚିବ ବିକ୍ରମାଦିତ୍ୟ ବାରିକଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା