-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ସର୍ବନିମ୍ନ ମୌଳିକ ଅଧିକାରରୁ ବଞ୍ଚିତ ୱାର୍ଡ଼ ନଂ ୧୦ କୁଲପଡ଼ା ବାସୀ

05-Aug-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ରାଜ୍ୟ ସରକାର ଆଦିବାସୀ ଜନଜାତି ଶ୍ରେଣୀ ଲୋକଙ୍କ ଶିକ୍ଷା,ସ୍ଵାସ୍ଥ୍ୟ, ଗମନା ଗମନ, ପାନୀୟ ଜଳ ଯୋଗାଣ, ଖାଦ୍ୟ ପୋଷାକ ସବୁ ମାଗଣାରେ ଯୋଗାଇ ଦେବାକୁ ଅନେକ ଯୋଜନା କରି କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ ସୋନପୁର ସହର ର ଅଞ୍ଚଳ ୧୦ ନମ୍ବର ୱାର୍ଡ ରେ ବସବାସ କରୁଥିବା ଆଦିବାସୀ ଜନଜାତି ଶ୍ରେଣୀର ଲୋକଙ୍କ ପାଇଁ ନା ପାଣି ନା ରାସ୍ତା ସୁବିଧା ନା ବିଜୁଳି ର ସୁବିଧା ଯୋଗାଇଛି l ମୌଳିକ ସୁବିଧାରୁ ବଞ୍ଚିତ ଏ ତଳ ଓ ଉପର କୁଲପଡ଼ା ବାସୀ ଲୋକେ l ସୋନପୁର ପଟାଭାଡ଼ି ସ୍ଥିତ ତଳ କୁଲପଡ଼ା ରୁ ଉପର କୁଲପଡ଼ା ରାସ୍ତା ଦୀର୍ଘ ଦିନରୁ ଅତି ଶୋଚନୀୟ ହୋଇପଡ଼ିଛି l ସହର ର ଏ ତଳି ଅଞ୍ଚଳ ଲୋକଙ୍କ ପାଇଁ ପୌର ପରିଷଦ ସୋନପୁର ପକ୍ଷରୁ ବହୁ ବର୍ଷ ପୁର୍ବରୁ ରାସ୍ତା ଟିଏ ନିର୍ମାଣ କରାଯାଇଥିଲା l  କିନ୍ତୁ ଏ ଅଞ୍ଚଳର ରାସ୍ତା ପୁଣି ଅତ୍ୟନ୍ତ ଶୋଚନୀୟ ହୋଇ ପଡି ଥିବା ସତ୍ତ୍ବେ ଓ ପୌର ପରିଷଦ କୁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ ପୌର ପରିଷଦ ଅଧିକାରୀ ଓ ସ୍ଥାନୀୟ ଲୋକ ପ୍ରତିନିଧି ନ ଶୁଣିବାରୁ ଲୋକେ ବହୁତ ଅସୁବିଧା ଭୋଗୁଛନ୍ତି l ଏ ରାସ୍ତା ପୁଣି ଜିଲ୍ଲା ପ୍ରଶାସନର ୱେଷ୍ଟ ମେନେଜମେଣ୍ଟ ପ୍ରକଳ୍ପ , ଓ ଗୋଶାଳା ପ୍ରକଳ୍ପ ଆଦି ଅଞ୍ଚଳକୁ ସଂଯୋଗୀ କରଣ ହୋଇଥିବା ଜଣାଯାଇଛି l ଯାହାକି ସାଧାରଣ ଲୋକ ଙ୍କ ସହ ଗୋଶାଳା ଓ ପୌର ପରିଷଦର ୱେଷ୍ଟ ମେନେଜ୍ ମେଣ୍ଟ ପ୍ରକଳ୍ପ ପରିଚାଳକଙ୍କୁ ବର୍ଷା ଦିନରେ ଯିବା ଆସିବା ଖୁବ୍ କଷ୍ଟ ହେଉଛି l ଲୋକେ ନାନା ଦୁର୍ଘଟଣା ର ଶିକାର ମଧ୍ୟ ହେଉଛନ୍ତି l ଏ ଅଞ୍ଚଳରେ ଠିକ୍ ସମୟରେ ପିଏଚଡି ପାଣି ଯୋଗାଇବା ରେ ଓ ଆଲୋକିକରଣ ରେ ମଧ୍ୟ ଅବହେଳିତ ହେଉ ଥିବା ଜଣାଯାଇଛି l ହୋଲ୍ଦିଂ ଟ୍ୟାକ୍ସ, ଜଳ କର ରେଗୁଲାର ଭାବେ ଦେଉଥିବା ଏ ଅଞ୍ଚଳ ର ଲୋକ ଙ୍କ ପାଇଁ କାହିଁକି ରାସ୍ତା ଘାଟ ପାନୀୟ ଜଳ ବିଦ୍ୟୁତ୍ କରଣ ବ୍ୟବସ୍ଥା ଠିକ୍ ସେ ଯୋଗାଇ ଦେଉନି ବୋଲି ଏ ଅଞ୍ଚଳର ଲୋକେ ଅଭିଯୋଗ କରିଛନ୍ତି l ଓ ଜିଲ୍ଲାପାଳ କାର୍ଯ୍ୟଳୟ ର ଖୁବ୍ ନିକଟରେ ଥିବା ସତ୍ତ୍ବେ ବି ଏ ଅଞ୍ଚଳ ଅନୁନ୍ନତ ହୋଇ ଜିଲ୍ଲା ପ୍ରଶାସନର ଦୃଷ୍ଟି ଆଢ଼ୁଆଳରେ ରହି ଥିବା ପ୍ରକାଶ କରିଛନ୍ତି ଏ ଅଧିବାସୀ ।  ଓ ତୁରନ୍ତ ଏହାର ସମାଧାନ ଦିଗରେ ପ୍ରଶାସନ ପଦକ୍ଷେପ ଗ୍ରହଣ କରିବାକୁ ଅଞ୍ଚଳ ବାସୀ ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା