-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ୱାସ୍ଥ୍ୟସମିତି ସୁବର୍ଣ୍ଣପୁର ତାଲିମ ଗୃହଠାରେ ଫାଇଲେରିଆ ରୋଗ ନିୟନ୍ତ୍ରଣ ପାଇଁ ଏକ କର୍ମଶାଳା ଏବଂ ସଚେତନତା ଶିବିର ଅନୁଷ୍ଠିତ --*

05-Aug-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା  ସ୍ୱାସ୍ଥ୍ୟ ସମିତି ତାଲିମ ଗୃହ ଠାରେ ଫାଇଲେରିଆ ରୋଗ ନିୟନ୍ତ୍ରଣ ପାଇଁ ଏକ କର୍ମଶାଳା ଏବଂ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି. ସକାଳ 10 ଘଣ୍ଟା ସମୟରେ ଜିଲ୍ଲା ତଥା 4ଟି ବ୍ଲକ ର ସ୍ୱୟଂ ସହାୟିକା ଗୋଷ୍ଠୀ ମହାସଂଘ ର ସଭାପତି ଓ ସମ୍ପାଦକ ମାନଙ୍କୁ ନେଇ  ଆଗାମୀ ଅଗଷ୍ଟ 10 ତାରିଖ ରୁ 19 ତାରିଖ ପର୍ଯ୍ୟନ୍ତଫାଇଲେରିଆ ରୋଗ ନିୟନ୍ତ୍ରଣ ପାଇଁ ହେବାକୁ ଥିବା ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ପାଇଁ ଏକ କର୍ମଶାଳା ଏବଂ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା. 4 ଟି ବ୍ଲକ ରେ ଏହି ରୋଗ ର ପ୍ରଭାବ ଅଧିକ ରହୁଥିବାରୁ ସର୍ବମୋଟ 1615 ଟି ଡ୍ରଗ୍ସ ପ୍ରଭାଇଡ଼ର ମାନଙ୍କୁ ଓ ତାଙ୍କୁ ସୁପରଭାଇଜ କରିବା ପାଇଁ 177 ଜଣ ସୁପରଭାଇଜରଙ୍କୁ ତାଲିମ ପ୍ରଦାନ କରାଯାଇଛି ଓ ଶତପ୍ରତିଶତ ସଫଳ କିପରି  ହେବ ସେଥିପାଇଁ  ଜିଲ୍ଲା ର ସମସ୍ତ କଲେଜ ର ଅଧକ୍ଷ ମାନଙ୍କୁ ମଧ୍ୟ ପୂର୍ବରୁ ଏକ ସଚେତନତା ଶିବିର   ଅନୁଷ୍ଠିତ ହୋଇଯାଇଛି. ଏହି ଏମ ଡି ଏ ପ୍ରୋଗ୍ରାମ ରେ  ଯେପରି ସମସ୍ତେ ଠିକ ଭାବରେ ଔଷଧ ଖାଇବେ ସେ ଉପରେ ସମସ୍ତେ ଲୋକମାନଙ୍କୁ ବୁଝାଇ ବାକୁ ପରାମର୍ଶ ଜିଆଯାଇଥିଲ. ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ଦୁର୍ଗାଦତ୍ତ ଦାଶ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡା ରମେଶ ଚନ୍ଦ୍ର ସ୍ୱାଇଁ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଭି ବି ଡି ଡା ତ୍ରିବିକ୍ରମ ପାଣ୍ଡିଆ ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ରୂପକ କୁମାର ମହାପାତ୍ର ଭି ବି ଡି କଂସଲଟାଣ୍ଟ ସୁନୀଲ ମହନ୍ତ,
 ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ  ଜିଲ୍ଲା କୋଡିନେଟର ଫାଇଲେରିଆ ଜବକିନ୍ସନ ପ୍ରଧାନ ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ. ସଚେତନତା ବାର୍ତା ମାଧ୍ୟମରେ ସମସ୍ତ ଲୋକମାନଙ୍କୁ ଏହି ସମୂହ ଔଷଧ ସେବନ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ଶତପ୍ରତିଶତ ସଫଳ ଯେପରି ହେବ ସେ ଉପରେ ଯତ୍ନବାନ ହେବାକୁ ବୁଝାଯାଇଥିଲା.


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା