-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||     

HOME   ରାଜ୍ୟ

ମାନ୍ୟବର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଭେଟିଲେ ଓଡିଶାର ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

05-Aug-2025



• ପବିତ୍ର ମୋହନ ପ୍ରଧାନ ଚିକିତ୍ସା ମହାବିଦ୍ୟାଳୟ (PMPMC), ତାଲଚେର ଓ ସରକାରୀ ଚିକିତ୍ସା ମହାବିଦ୍ୟାଳୟ (GMC), ଫୁଲବାଣୀ ପାଇଁ ୨୦୨୫-୨୬ ଶିକ୍ଷାବର୍ଷରେ ଉଭୟ କଲେଜରେ ୨୦୦ MBBS ସିଟରେ ନାମଲେଖା ପାଇଁ  ଅନୁମତି ପତ୍ର (LoP) ସକାଶେ କଲେ ଅନୁରୋଧ

ଭୁବନେଶ୍ଵର(ପ୍ରେରଣା ଖବର): ଆଜି ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତତ୍ଵାବଧାନରେ   ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଓଡିଶା ସରକାର ଡ଼ ମୁକେଶ ମହାଲିଙ୍ଗ ତାଳଚେରର ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଏବଂ ଫୁଲବାଣୀ ର ସରକାରୀ ମେଡିକାଲ କଲେଜର ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ସମୁଦାୟ ୨୦୦ ଏମବିବିଏସ ସିଟରେ ନାମ ଲେଖା ପାଇଁ ମାନ୍ୟବର କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କୁ ଭେଟି ଅନୁମତି ପତ୍ର (LoP) ଅନୁରୋଧ କରିବା ସହ ରାଜ୍ୟରେ ସ୍ୱାସ୍ଥ୍ୟ ସେବା କୁ ଉନ୍ନତତର କରିବା ପାଇଁ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି । 

           ୨୦୨୫-୨୬ ଶିକ୍ଷାବର୍ଷରେ ଉଭୟ କଲେଜରେ ୧୦୦ ଜଣ ଲେଖାଏଁ  MBBS ଛାତ୍ରଛାତ୍ରୀଙ୍କ ଭର୍ତ୍ତି ପାଇଁ ଅନୁମତି ପତ୍ର (LoP) କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ତ୍ୱରିତ ହସ୍ତକ୍ଷେପ ପାଇଁ ଅନୁରୋଧ କରିଛନ୍ତି ।  

ସୂଚନା ଅନୁସାରେ , ଉପରୋକ୍ତ ଦୁଇଟି ମହାବିଦ୍ୟାଳୟ ଓଡ଼ିଶାରେ ଚିକିତ୍ସା କ୍ଷେତ୍ରରେ  ନୂଆଭାବେ ପ୍ରତିଷ୍ଠିତ ହୋଇଛି । ଏହି ଦୁଇ ଅନୁଷ୍ଠାନର ଡିନ ଓ ପ୍ରିନ୍ସିପାଲ ମାନେ ନିଜ ଅନୁମତି ପତ୍ର ପାଇଁ ଆବେଦନ ୧୮ ଜାନୁଆରୀ, ୨୦୨୫ ରେ ନ୍ୟାସନାଲ ମେଡିକାଲ କମିଶନ (NMC) ର ପୋର୍ଟାଲ ମାଧ୍ୟମରେ ଦାଖଲ କରିଥିଲେ। 

ନ୍ୟାସନାଲ ମେଡିକାଲ କମିଶନ (NMC)  ଟିମ ମାନେ ୨୩ ଜୁନ ୨୦୨୫ ରେ ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ (PMPMC) ତାଲଚେର ଓ ୨୮ ମେ ୨୦୨୫ ରେ ସରକାରୀ ମେଡିକାଲ କଲେଜର(GMC), ଫୁଲବାଣୀ ର ଭୌତିକ ନିରୀକ୍ଷଣ କରିଥିଲେ। 

ରାଜ୍ୟ ସରକାର ପୂର୍ଣ୍ଣ ଭାବେ ବୃତ୍ତିବାନ୍ ଓ ଉତ୍ତମ ମାନଙ୍କ ଚିକିତ୍ସା ଶିକ୍ଷାରେ  ଦୁଇ ଅନୁଷ୍ଠାନର ସୁବିଧା ବୃଦ୍ଧି ଓ ବିକାଶ ପାଇଁ ରାଜ୍ୟ ବଜେଟ୍‌ରେ ଆବଶ୍ୟକୀୟ ଅର୍ଥ ଅନୁଦାନ ଦେଇଛନ୍ତି ।

ଅନୁମତି ପତ୍ର ମିଳିବା ପରେ ରାଜ୍ୟରେ ସ୍ୱାସ୍ଥ୍ୟ ସେବାରେ ଆଉ ଦୁଇ ଗୋଟି କଲେଜ ଯୋଡି ହେବ । ୧୪ ଟି ସରକାରୀ କଲେଜ ରୁ ବଢି ୧୬ ସରକାରୀ ମେଡିକାଲ କଲେଜ ହେବା ସହ ସମୁଦାୟ ୧୮୦୦ MBBS ସିଟକୁ ବଢିବ । 

ଏହି ସମୟରେ ମାନ୍ୟବର ମନ୍ତ୍ରୀ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ , ଗ୍ରାମ୍ୟ ଉନ୍ନୟନ ଶ୍ରୀ ରବି ନାରାୟଣ ନାଏକ , ମାନ୍ୟବର କଟକ ସାଂସଦ ଭର୍ତ୍ତୃହରି ମହତାବ , ମାନ୍ୟବର ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଏବଂ ମାନ୍ୟବର କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026

You Might Also Like