-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ରାଜ୍ୟ

ଘର ଘର ବୁଲି ଔଷଧ ଖୁଆଇବେ ସ୍ୱାସ୍ଥ୍ୟକର୍ମୀ

06-Aug-2025



ଭୁବନେଶ୍ବର (ପ୍ରେରଣା ଖବର): ଅନ୍ୟରାଜ୍ୟ ଅପେକ୍ଷା ଓଡିଶାରେ ବାତଜ୍ୱର ରୋଗୀଙ୍କ ସଂଖ୍ୟା ଅଧିକ। ତେବେ ଏହା କିପରି ଅନ୍ୟ ବ୍ୟାଧିପରି ସମୂଳେ ନିରାକରଣ ହେବ ସେ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆସନ୍ତା ୧୦ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଏମ୍‌ଡିଏ କାର୍ଯ୍ୟକ୍ରମ ପରିଚାଳନା କରାଯିବ। ଲିମ୍ଫାଟିକ୍ ଫାଇଲେରିଆସିସ୍ ନିରାକରଣ ପାଇଁ ୧୨ଟି ଜିଲ୍ଲାର ୧୧୫ କାର୍ଯ୍ୟାନ୍ୱୟନ ୟୁନିଟ୍ କାର୍ଯ୍ୟକାରୀ ହେବ। ନୂତନ ରଣନୀତି ଅନୁଯାୟୀ ତିନୋଟି ଔଷଧ ଚିକିତ୍ସା ଯଥା ବିଇସି, ଆଲବେଣ୍ଡାଜୋଲ୍‌, ଆଇଭରରମେଗ୍‌ସିନ୍ ସେବନ କରାଯିବ। ତେବେ ଏଥିରେ ଦୁଇ ବର୍ଷରୁ କମ୍ ଶିଶୁ, ଗର୍ଭବତୀ ମହିଳା ଓ ଗୁରୁତର ଅସୁସ୍ଥ ବ୍ୟକ୍ତିମାନେ ବାଦ୍ ପଡିବେ। ତେବେ ଏଥରର କାର୍ଯ୍ୟକ୍ରମ ଯେଭଳି ୯୦ ପ୍ରତିଶତ ସଫଳତା ମିଳିବ ସେ ନେଇ ଲକ୍ଷ୍ୟ ରଖାଯାଇଛି। ମୋଟ ୧.୦୭ କୋଟି ଜନସଂଖ୍ୟାକୁ ଏହି ଔଷଧ ୪୧ ହଜାର କର୍ମୀ ଓ ସେମାନଙ୍କୁ ୪୧୦୦ ପର୍ଯ୍ୟବେକ୍ଷକ ତତ୍ୱାବଧାନ କରିବେ। ପଞ୍ଚାୟତରାଜ, ଗଣଶିକ୍ଷା, ଉଚ୍ଚଶିକ୍ଷା, ମିସନଶକ୍ତି ମହିଳାଙ୍କ ସମେତ ସ୍ୱାୟତ୍ତ ଶାସନ ସଂସ୍ଥା ଗୁଡିକ ସହଯୋଗ କରିବାକୁ ଅନୁରୋଧ କରାଯାଇଛି। ଏହି ଔଷଧ ଏକ ସମୟରେ ରୋଗୀ ଓ ନିରୋଗୀ ଖାଇଲେ ସମୂଳେ ବିନାଶ ହୋଇପାରିବ ବୋଲି କୁହାଯାଇଛି। ଯଦି ୫ବର୍ଷର ଶିଶୁଟିଏ ଇଏଲ୍‌ଏଫ୍ ଆକ୍ରାନ୍ତ ହୁଏ ତେବେ ତାକୁ ୨୦ ବର୍ଷ ବୟସରେ ଲକ୍ଷଣ ଜଣାପଡେ ଏଣୁ ଏହି ବ୍ୟାଧି କେତେ ଯେ, ନିରବ ମାରାତ୍ମକ ତାହା କୁହାଯାଇପାରେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like