-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ ପାଇ ପରିବାରରେ ଖୁସିର ଲହରୀ, ବିନିକାର ସୁଲେଖା ଯିବେ ଦିଲ୍ଲୀ

06-Aug-2025



ବିନିକା(ହିମାଂଶୁ ଶେଖର ପୁଟେଲ): ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ନିମନ୍ତ୍ରଣ ଆସିବା ପରେ ବିନିକା ସହର ମନହରି ପଡ଼ାର ଅସହାୟ ମହିଳା ସୁଲେଖାଙ୍କ ପରିବାରରେ ନାହିଁ ନଥିବା ଖୁସିର ଲହରୀ ଖେଳିଯାଇଛି।ଚଳିତ ମାସ ଅଗଷ୍ଟ ୧୫ତାରିଖ ସ୍ବାଧୀନତା ଦିବସରେ ସୁଲେଖା ମଲ୍ଲିକ ଦିଲ୍ଲୀ ଗସ୍ତ କରି ରାଷ୍ଟ୍ରପତି ଭବନକୁ ଯିବେ। ସେଠାରେ ମହାମହିମ ରାଷ୍ଟ୍ରପତିଙ୍କ ରାତ୍ରି ଭୋଜନ ସମୟରେ ସୁଳେଖା ତାଙ୍କ ସହିତ ବସି ଏକାଠି ଭୋଜନ କରିବାର କାର୍ଯ୍ୟକ୍ରମ ରହିଛି।ଏନେଇ ଭାରତୀୟ ଡାକ ବିଭାଗ ତରଫରୁ କର୍ମଚାରୀ ତାଙ୍କ ଘରକୁ ଆସି ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ ପତ୍ର ଦେଇଛନ୍ତି । ସୂଚନାଯୋଗ୍ୟ ଯେ ଗତ ଏକ ବର୍ଷ ତଳେ ସୂଲେଖାଙ୍କ ସ୍ଵାମୀଙ୍କ ନାଁରେ ଏକ ଆବାସ ଗୃହ ମଞ୍ଜୁର ହୋଇଥିଲା ।ସେ ଘର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ ।ହେଲେ ତାଙ୍କ ସ୍ବାମୀଙ୍କ ସ୍ୱାସ୍ଥ୍ୟରେ ଅବନତି ଘଟିବାରୁ ଦଇବ ତାଙ୍କ ସ୍ବାମୀଙ୍କୁ ନେଇ ଯାଇଥିଲେ । ତଥାପି ବି ମହିଳା ସୁଲେଖା ଏଭଳି ଦୁଃଖଦ ଘଟଣାରେ ଭାଙ୍ଗି ନଯାଇ ନିଜର ଧର୍ଯ୍ୟ ବଳରେ ଅଧାପନ୍ତରିଆ ଆବାସ ଗୃହର ନିର୍ମାଣ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସଂପୂର୍ଣ୍ଣ କରିଥିଲେ। ବିଭିନ୍ନ ବଜାର ମାନଙ୍କୁ ଯାଇ ଚୁଡ଼ି ବିକ୍ରି କରି ପରିବାର ପରିପୋଷଣ ସହିତ ଘର କାର୍ଯ୍ୟରେ କଷ୍ଟପାର୍ଜିତ ଟଙ୍କାକୁ ବିନିଯୋଗ କରି ଥିଲେ । ଠିକ ଏହି ସମୟରେ ରାଜ୍ୟ ଗୃହ କମିଟି ବିନିକା ଗସ୍ତରେ ଆସି ଅସହାୟ ମହିଳାଙ୍କ ଦୟନୀୟ  ପରିସ୍ଥିତି ଉପରେ ବୁଝିବା ସହିତ ନିର୍ଦ୍ଧାରିତ ସମୟରେ ଘର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିଥିବାରୁ କେନ୍ଦ୍ରକୁ ଜଣାଇଥିଲେ। ତେବେ ଏହି ଘଟଣା ଜାଣିବା ପରେ ମହାମହିମ ରାଷ୍ଟ୍ରପତି ଅଗଷ୍ଟ ୧୫ସ୍ବାଧୀନତା ଦିବସରେ ରାତ୍ରି ଭୋଜନ ପାଇଁ ନିମନ୍ତ୍ରଣ କରିଛନ୍ତି। ଏହି ଘଟଣା ପ୍ରଘଟ ହେବାପରେ ସାରା ବିନିକା ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି।ଆଜି ସକାଳେ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ କୁମାର ଭୋଇ ସୁଲେଖା ଙ୍କ ଘରେ ପହଞ୍ଚି ଶୁଭେଚ୍ଛା ଜଣାଇବା ସହିତ ରାଷ୍ଟ୍ରପତି ଭବନକୁ ପହଞ୍ଚେଇବାର ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like