-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ପଶ୍ଚିମଓଡିଶାରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ବିଡ଼ିଓଙ୍କୁ ଦାବିପତ୍ର 

06-Aug-2025



ବେଲପଡ଼ା(ତ୍ରିନାଥ  ବାଗ): ପଶ୍ଚିମ ଓଡିଶାରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଆଜି ବେଲପଡ଼ା ବିଡ଼ିଓ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ସ୍ଥାନୀୟ କୋଶଲ ରାଜ୍ୟମୁକ୍ତି ମୋର୍ଚାର ସଦସ୍ୟ ମାନେ ଦାବିପତ୍ର ପ୍ରଦାନ କରିଛନ୍ତି I ପଶ୍ଚିମ ଓଡ଼ିଶାର ୧୧ ଟି ଜିଲ୍ଲାର ୮୮ଟି ବ୍ଲକରେ ପ୍ରାୟ ୨ କୋଟି ଜନସାଧାରଣବର୍ଗ ବାସ କରୁଛନ୍ତି I ଅନୁସୂଚିତଜାତି ଓ ଅନୁସୂଚିତ ଜନଜାତି ବହୁଳ ଅଚଳ ହୋଇ ଯିବା  ସତ୍ତ୍ଵେ ରାଜ୍ୟସରକାର ପ୍ରତିଟି କ୍ଷେତ୍ରରେ ବୈମାତୃକ ମନୋଭାବ ପ୍ରତି ଆବଶ୍ୟକ ସୁବିଧା ସୁଯୋଗରୁ ବଞ୍ଚିତ କରି ଆସୁଛନ୍ତି I  ଗତ ୬ ଦଶନ୍ଧି ହେଲା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବି ହୋଇ ଆସୁଛି I କିନ୍ତୁ ରାଜ୍ୟ ସରକାର ହୟଜ୍ଞାନ କରୁଛନ୍ତି I ଭାରତ ବର୍ଷର ଅନ୍ୟରାଜ୍ୟରେ ଆବଶ୍ୟକ ଅନୁଯାୟୀ ହାଇକୋର୍ଟ ବେଞ୍ଚ ସ୍ଥାପନ ହେଉଥିବା ବେଳେ ପଶ୍ଚିମ ଓଡିଶା ପ୍ରତି ବୀମାତାର ପୁତ୍ର ପରି ଆଚରଣ  କରାଯାଇଛି I ଦୀର୍ଘ ଦିନର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ଉଠୁଛି କିନ୍ତୁ ପୂର୍ବତନ ରାଜ୍ୟସରକାର ପଶ୍ଚିମ ଓଡିଶା ପ୍ରତି ଆସିସୁତା ପ୍ରଳାଶ କରି କୌଣସି ପଦକ୍ଷେପ ନେଲେ ନାହିଁ I ସେତେବେଳେ ସବୁଠି ଆନ୍ଦୋଳନ ପରେ ବି ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହୋଇପାରିଲା ନାହିଁ I ପ୍ରକାଶ ଥାଉକି ମୁଖ୍ୟ ହାଇକୋର୍ଟ କଟକରେ ରହିଥିବାରୁ ପଶ୍ଚିମ ଓଡିଶାବାସୀଙ୍କୁ ୪ ଶହ ରୁ ଉର୍ଦ୍ଧ କି. ମି. ଅତିକ୍ରମ କରିବାକୁ ପଡୁଛି। ଯାହା ଦ୍ୱାରା ପଶ୍ଚିମ ଓଡିଶାବାସୀଙ୍କୁ ଖର୍ଚ୍ଚାନ୍ତ ଓ ହଇରାଣ ହେବାକୁ ପଡୁଛି I  ଗରିବ ଶ୍ରେଣୀର ଲୋକ ତଥା ଆଦିବାସୀ ବର୍ଗ ପଛୁଆ ବର୍ଗ ଅନୁସୂଚିତ ଜାତି ବର୍ଗ ଖର୍ଚ୍ଚାନ୍ତ ହେବା ସହ ନ୍ୟାୟ ପାଇବାରୁ ବଞ୍ଚିତ ହେବାକୁ ପଡୁଛି I ପଶ୍ଚିମ ଓଡିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି କୁ ନେଇଁ ପୂର୍ବରୁ ଓକିଲ ସଙ୍ଘ ସହ ପଶ୍ଚିମ ଓଡ଼ିଶାର ବିଭିନ୍ନ ସଂଗଠନ, ରାଜ୍ୟ ନୈତିକ ଦଳ ସମର୍ଥନ କରି ଆସୁଛନ୍ତି I କିଛି  ସୁଫଳ ପାଇଲେ ନାହିଁ, ଏଣୁ ବର୍ତ୍ତମାନ ଡବଲ ଇଂଜିନ ସରକାର ଥିବାରୁ ଏକ ପୂର୍ଣ୍ଣାଙ୍ଗ ପ୍ରସ୍ତାବ ଆଗତକରି ମତ ସ୍ପଷ୍ଟ ରଖି ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରିବା ପାଇଁ ବିଭିନ୍ନ ସଂଗଠନ ପକ୍ଷରୁ ଦାବି ଉଠିଛି I  ଏ ନେଇ ଆଜି ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟରେ ବେଲପଡ଼ା ବିଡ଼ିଓ ରାଜେଶ ମେହେରଙ୍କୁ ସ୍ଥାନୀୟ କୋଶଲ ରାଜ୍ୟ ମୁକ୍ତି ମୋର୍ଚ୍ଚା କର୍ମକର୍ତ୍ତା ମାନେ ଏଜ ଦାବି ପତ୍ର ପ୍ରଦାନ କରିଛନ୍ତି I ଏହି ଦାବି ପତ୍ର ବେଳେ କୋଶଲ କ୍ରାନ୍ତିବିର ଜନାର୍ଦ୍ଧନ ସିଂ, ସିପୁନ ଖମାରୀ, ଜିତୁ ନାଏକ, ଯୁଗଳ ମେହେର, ସରୋଜ ନାଏକ, ଜୟ ମେହେର, ବିତୁ ମିତ୍ତଳ, ରାଜିନ ବୁଡ଼େକ, ରାଜକିଶୋର ଛତ୍ରିଆ, ଚତୃ ବୁଡ଼େକ, ସଚିତ ମେହେର, ଚକ୍ରଧର ଥପା, ବିଶ ବୁଡ଼େକ ଓ ଅନ୍ୟମାନେ ସାମିଲ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like