-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

*ଜିଲ୍ଲାପାଳ ଙ୍କ ଅଚାନକ ଜିଲ୍ଲା ପାଠାଗାର ଗସ୍ତ*- *ପାଠାଗାର କମିଟି ଗଠନ ଓ ଜିଲ୍ଲା ପାଠାଗାର କମିଟି ବୈଠକ ଅନୁଷ୍ଠିତ - ଏଣିକି ଆଉ ଇ- ଲାଇ ବ୍ରେରୀ ପାଇଁ ପାଠକ ଙ୍କୁ ରାଜଧାନୀ ଯିବାକୁ ପଡିବନି - -ଜିଲ୍ଲାପାଳ* -

06-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲାପାଳ ଡଃ ନୃପ ରାଜ ସାହୁ  ଗତ କାଲି  ଅଚାନକ ସୁବର୍ଣ୍ଣପୁର ଜିଲ୍ଲା ପାଠାଗାର ଗସ୍ତ କରିଥିଲେ । ଛାତ୍ରଛାତ୍ରୀଙ୍କ ମାନଙ୍କ ସହ ଆଲୋଚନା କରି ବିଭିନ୍ନ ସମସ୍ୟା ଗୁଡ଼ିକ ଉପରେ ପଚାରି  ବୁଝିଥିଲେ। ଜିଲ୍ଲା ପାଠାଗାର ପରିଚାଳନା ଉପଲବ୍ଧ ଅପଡେଟ ପୁସ୍ତକ, ପାଠାଗାର ର କର୍ମଚାରୀ ସମସ୍ୟା, ନିୟମିତ ଦୈନିକ ଖବର କାଗଜ, ସାପ୍ତାହିକ, ପାକ୍ଷିକ ଓ ମାସିକ ପତ୍ରପତ୍ରିକା ଯୋଗାଣ ଓ ପାଠାଗାର ର ଭିତ୍ତିଭୂମି ନିର୍ମାଣ ଉପରେ ଜିଲ୍ଲା ସଂସ୍କୃତି ଅଧିକାରୀ ଙ୍କ ସହିତ ଆଲୋଚନା କରିଥିଲେ। ଜିଲ୍ଲାପାଳଙ୍କ ଆଦେଶ କ୍ରମେ  ଜିଲ୍ଲା ପାଠାଗାର ସୁପରିଚାଳନା ପାଇଁ ସରକାରୀ  ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲା କାର୍ଯ୍ୟାଳୟ ଆଦେଶ ସଂଖ୍ୟା.୪୩୫  ଅନୁଯାୟୀ ଗତ କାଲି ଅପରାହ୍ନ ରେ   ନୂତନ ଭାବେ ତୁରନ୍ତ ଜିଲ୍ଲା ପାଠାଗାର ପରିଚାଳନା କମିଟି ଗଠନ କରାଗଲା ଓ ସନ୍ଧ୍ୟା ୬ ଟା ରେ ଜିଲ୍ଲାପାଳ ଙ୍କ ମିନୀ ସଭା ଗୃହ ଠାରେ ସୁବର୍ଣ୍ଣପୁର ଜିଲ୍ଲା ପାଠାଗାର ପରିଚାଳନା କମିଟିର ପ୍ରଥମ ବୈଠକ ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଏହି ପରିଚାଳନା କମିଟି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ,  ଅଶ୍ୱିନୀ କୁମାର ମେହେରଙ୍କ ସମେତ ଜିଲ୍ଲା ପାଠାଗାର ପରିଚାଳନା କମିଟିର ସମସ୍ତ ସଦସ୍ୟ / ସଦସ୍ୟା ମାନେ ଉପସ୍ଥିତ ଥିଲେ । ଜିଲ୍ଲା ସଂସ୍କୃତି ଅଧିକାରୀ  ଜିଲ୍ଲା ପାଠାଗାର ପରିଚାଳନା ପାଇଁ ସମସ୍ତ ପ୍ରସ୍ତାବ ବିଷୟରେ ଜିଲ୍ଲାପାଳ ଓ କମିଟିକୁ ଅବଗତ କରାଇଥିଲେ। ଏ ବିଷୟରେ ବିଶଦ ଭାବେ ଆଲୋଚନା କରାଗଲା। ଜିଲ୍ଲାପାଳ ନିର୍ମାଣାଧୀନ ନୂତନ ପାଠାଗାର ଗୃହର ନିର୍ମାଣ କାର୍ଯ୍ୟ ତୁରନ୍ତ ଶେଷ କରି ତୁରନ୍ତ କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦେଲେ । ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ - ତଥା ଇ ଓ ଜିଲ୍ଲା ପରିଷଦ ଶ୍ରୀ ମେହେର ନିର୍ମାଣାଧୀନ ପାଠାଗାରରେ ଶିଶୁ  ଅନୁକୂଳ ଓ ବୟସ୍କ ଲୋକଙ୍କ ଅନୁକୂଳ ବାତାବରଣ ଥିବା ଏକ ଅତ୍ୟାଧୁନିକ ପାଠାଗାର ନିର୍ମାଣ ସକାଶେ ପି. ପି. ଟି. (PPT) ମାଧ୍ୟମରେ କମିଟି ବୈଠକରେ ଉପସ୍ଥାପନ କରିଥିଲେ । ତାହା କମିଟି ଦ୍ବାରା ଶୀଘ୍ର ନିର୍ମାଣ ପାଇଁ ସମ୍ମତି ପ୍ରଦାନ କରାଯାଇଥିଲା। ଏହି ଆଲୋଚନାରେ ଅଂଶ ଗ୍ରହଣ କରି କମିଟିର ସଦସ୍ୟ ସଦସ୍ୟା ମାନେ ଜିଲ୍ଲା ପାଠାଗାର ସୁପରିଚାଳନା ନିମନ୍ତେ ସେମାନଙ୍କର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ଏତଦ୍ ବ୍ୟତୀତ ଜିଲ୍ଲା ପାଠାଗାରର ସମସ୍ତ ସମସ୍ୟା ଗୁଡ଼ିକ ଉପରେ ଆଲୋଚନା କରାଗଲା ଓ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁବର୍ଣ୍ଣପୁରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଓ ଏ ସଂସ୍କୃତି ସମ୍ପର୍ଣ୍ଣ ଜିଲ୍ଲା ରେ ସଂସ୍କୃତି ଅଧିକାରୀ ଙ୍କ ଉଲ୍ଲେଖନୀୟ ଭୂମିକା ରହି ଥିବା ଯୋଗୁଁ ଅଧିକାରୀ ସକ୍ରିୟ ହେବାକୁ ପରାମର୍ଶ କରିଥିଲେ l ଓ ବିଗତ ତିନି ବର୍ଷ ମଧ୍ୟରେ ଗୋଟାଏ ବି କମିଟି ବୈଠକ କରି ନ ଥିବାରୁ ସଂସ୍କୃତି ଅଧିକାରୀ ଙ୍କ ଉପରେ ବିରକ୍ତି ପ୍ରକାଶ କରିଥିଲେ ଜିଲ୍ଲାପାଳ l ଓ ବର୍ଷକୁ ତିନି ଚାରି ଥର ବୈଠକ କରି ସମସ୍ତଙ୍କ ମତ ରଖି କାମ କରିବା କୁ କହିଥିଲେ l ଜିଲ୍ଲା ପାଠାଗାରର ଉପଲବ୍ଧ ପାଣ୍ଠି ଓ ଛାତ୍ର ଛାତ୍ରୀ ମାନଙ୍କ ଉଚ୍ଚ ଶିକ୍ଷା ଓ ଚାକିରି ପାଇଁ ପ୍ରତିଯୋଗିତା ମୂଳକ ପରୀକ୍ଷା ଅଂଶ ଗ୍ରହଣ କରିବା ପାଇଁ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ପୁସ୍ତକ, ମାସିକ ପତ୍ରିକା  କ୍ରୟ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା । ଜିଲ୍ଲାର ଚାକିରି ପାଇଁ ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଛାତ୍ର ଛାତ୍ରୀ ମାନଙ୍କ ସୁବିଧା ପାଇଁ ଅଧିକ ସଂଖ୍ୟକ କମ୍ପ୍ୟୁଟର କ୍ରୟ କରି ଅନଲାଇନ ମାଧ୍ୟମରେ ପ୍ରତିଯୋଗିତା ପରୀକ୍ଷାର ପ୍ରସ୍ତୁତି ପାଇଁ ନିଜ ଜିଲ୍ଲାରେ ସୁଯୋଗ ଯୋଗାଇ ଦେବା ପାଇଁ ଜିଲ୍ଲାପାଳ  ନିର୍ଦ୍ଦେଶ ଦେଇଥିଲେ, ଫଳରେ ଛାତ୍ର ଛାତ୍ରୀମାନେ ସୁଦୂର ରାଜଧାନୀ ଭୁବନେଶ୍ଵର କିମ୍ବା ଅନ୍ୟ ସହରକୁ ଯାଇ ଚାକିରି ପାଇଁ କୋଚିଂ ମାଧ୍ୟମରେ  ପ୍ରତିଯୋଗିତା ମୂଳକ ପରୀକ୍ଷା ପ୍ରସ୍ତୁତି ପାଇଁ ଅଧିକ ଖର୍ଚ୍ଚାନ୍ତ ରୁ ରକ୍ଷା ପାଇପାରିବେ ଓ ନିଜ ଜିଲ୍ଲାରେ  ଅନଲାଇନ ମାଧ୍ୟମରେ ଚାକିରି ପାଇଁ ପ୍ରତିଯୋଗିତା ମୂଳକ ପରୀକ୍ଷା କୋଚିଂ ର ସୁବିଧା ପାଇ ପାରିବେ ବୋଲି ଜିଲ୍ଲାପାଳ ଡଃ ସାହୁ ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like