-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   ଜିଲ୍ଲା

ମହିଳା ନେତୃତ୍ୱାଧୀନ ଉଦ୍ୟମିତା ହେଉଛି ସମୟର ଆହ୍ଵାନ: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

06-Aug-2025



ଭୁବନେଶ୍ଵର(ପ୍ରେରଣା ଖବର): ଜିଲ୍ଲା ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକଙ୍କର ଯୋଜନା କାର୍ଯ୍ୟାନ୍ୱୟନ ଓ ରୂପାୟନ ସମ୍ପର୍କରେ ଏକ ସମୀକ୍ଷା ବୈଠକ ସ୍ଥାନୀୟ ଓ-ହବ୍ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମାନ୍ୟବର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ତଥା ମତ୍ସ୍ୟ ଏବଂ ପ୍ରାଣିସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ସବିଶେଷ ସମୀକ୍ଷା କରିଥିଲେ ।  ଏହି ଅବସରରେ ଉଦ୍ୟମିତା କ୍ଷେତ୍ରରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବା ପାଇଁ ବିଶେଷ ପ୍ରଚେଷ୍ଟା କରିବା ପାଇଁ ଅଧିକାରୀଙ୍କୁ କହିଥିଲେ । ମହିଳା ନେତୃତ୍ୱାଧୀନ MSME କ୍ଷେତ୍ରରେ ସମଗ୍ର ଦେଶରେ ଓଡ଼ିଶା ୧୩ତମ ସ୍ଥାନରେ ଥିବା ବେଳେ ଆଗାମୀ ଦିନରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ମାନ୍ୟବର ମନ୍ତ୍ରୀ ଆହ୍ଵାନ ଦେଇଥିଲେ । 

ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ବିଭାଗ ଦ୍ୱାରା ପରିଚାଳିତ ବିଭିନ୍ନ ଯୋଜନା ଓ ବିଭାଗ ଅନ୍ତର୍ଗତ ସମସ୍ତ ଅନୁଷ୍ଠାନଗୁଡିକର କାର୍ଯ୍ୟକୁ ସମୀକ୍ଷା କରି ଲୋକଙ୍କ ପାଇଁ ନୀତିନିଷ୍ଠ କର୍ତ୍ତବ୍ୟ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଭାରତ ସରକାରଙ୍କର ବିଭିନ୍ନ ଲୋକଭିମୁଖୀ କାର୍ଯ୍ୟକ୍ରମ, ପି.ଏମ୍.ଇ.ଜି.ପି, ପି.ଏମ୍.ଏଫ୍.ଏମ୍.ଇ , ପିଏମ୍-ବିଶ୍ଵକର୍ମା ଏବଂ ଓଡିଶା ସରକାରଙ୍କର ସି.ଏମ୍-ଶ୍ରିମ୍, ବିଭିନ୍ନ ନୀତି ଅଧୀନରେ ଦିଆ ଯାଉଥିବା ଆର୍ଥିକ ଏବଂ ଅଣ ଆର୍ଥିକ ପ୍ରୋତ୍ସାହନଗୁଡିକର ସମୀକ୍ଷା କରିଥିଲେ । ଜିଲ୍ଲାସ୍ତରର କାର୍ଯ୍ୟକାରିତା ସମୟରେ ଉପୁଜୁଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ପରିଚାଳକମାନେ ଉପସ୍ଥାପନ କରିଥିଲେ ।
 ଏହି ସମୀକ୍ଷା ବୈଠକରେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ବିଭାଗର କମିଶନର ତଥା ଶାସନ ସଚିବ ଡି.  ପ୍ରଶାନ୍ତ କୁମାର ରେଡ୍ଡୀ, ରପ୍ତାନି ପ୍ରୋତ୍ସାହନ ଓ ବିପଣନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ର, ସ୍ଵତନ୍ତ୍ର ଶାସନ ସଚିବ ମହେଶ କୁମାର ଚୌଧୁରୀ, ଅତିରିକ୍ତ ଶିଳ୍ପ ନିର୍ଦ୍ଦେଶକ ପ୍ରଭୁ ପ୍ରସାଦ ଚୌଧୁରୀ, ଜିଲ୍ଲା ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକ ସମୁଚିତା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like