-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ମହାନଗର

ବିଏମ୍ ସି ରିକ୍ରିଏସନ କ୍ଲବର ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

07-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି) ରିକ୍ରିଏସନ କ୍ଲବ ପକ୍ଷରୁ ଆରମ୍ଭ ହୋଇଛି ବାର୍ଷିକ କ୍ରୀଡା ଉତ୍ସବ । ବିଏମ୍ ସି ମୁଖ୍ୟାଳୟର ତୃତୀୟ ମହଲାରେ ଆୟୋଜିତ ବାର୍ଷିକ କ୍ରୀଡା ଉଦଘାଟନୀ କାର୍ଯ୍ୟକ୍ରମ ରେ ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ, ଡେପୁଟି ମେୟର ଶ୍ରୀମତୀ ମଂଜୁଲତା କହଁର, କମିଶନର  ଚଞ୍ଚଳ ରାଣା, ସାଂସ୍କୃତିକ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ  ରାମଚନ୍ଦ୍ର ରଣସିଂହ, ବିରଞ୍ଚି ନାରାୟଣ ମହାସୂପକାର, ଶ୍ରୀଧର ବେହେରା, ବହୁ କର୍ପୋରେଟର କର୍ପୋରେଟର, ଅତିରିକ୍ତ କମିଶନର ରତ୍ନାକର ସାହୁ,  କୈଳାସ ଚନ୍ଦ୍ର ଦାସଙ୍କ ସମେତ ବିଏମ୍ ସିର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ ।  ପ୍ରତି ବର୍ଷପରି ଚଳିତ ବର୍ଷ ସ୍ୱାୟତ୍ତ ଶାସନ ଦିବସକୁ ଧୁମଧାମରେ ପାଳନ କରିବା ପାଇଁ ବିଏମ୍ ସି ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ଗତ ବର୍ଷ ପରି ଏ ବର୍ଷ ମେୟର ଏକାଦଶ ଓ କମିଶନର ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ତେବେ ଚଳିତ ବର୍ଷ କ୍ରିକେଟ ସହ ଫୁଟବଲ ଖେଳକୁ ମଧ୍ୟ ସାମିଲ କରାଯାଇଛି । ଏହା ବ୍ୟତୀତ ଚେସ୍, କ୍ୟାରେମ, ବ୍ୟାଡ ମିଣ୍ଟନ, ମ୍ୟୁଜିକ୍ ଚେୟାର ଆଦି ବିଭିନ୍ନ ଇନଡୋର ଓ ଆଉଟ୍ ଡୋର୍ ଗେମ୍ସ, ଉଭୟ ପୁରୁଷ ଓ ମହିଳା ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଏଥିରେ ବିଏମ୍ ସିର କର୍ପୋରେଟର, ଅଧିକାରୀ ଓ କର୍ମଚାରୀ ଅଂଶ ଗ୍ରହଣ କରିପାରିବେ । ସେହିପରି ସେସେପ୍ଟେମ୍ବର୨ତାରିଖ ଦିନ ବିଏମ୍ ସି ରିକ୍ରିଏସନ କ୍ଲବ ପକ୍ଷରୁ ରବିନ୍ଦ୍ର ମଣ୍ଡପଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ । 

ଏହା ବ୍ୟତୀତ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ କବିତା, ପ୍ରବନ୍ଧ, ବକ୍ତୃତା, ଚିତ୍ରାଙ୍କନ ଆଦି ପ୍ରତିଯୋଗୀତା ମଧ୍ୟ ଅନୁଷ୍ଠିତ ହେବ । ଆଜିଠାରୁ ଆରମ୍ଭ ହୋଇଛି କ୍ୟାରେମ୍ ଓ ଚେସ୍ ପ୍ରତିଯୋଗିତା ଟୁର୍ଣ୍ଣାମେଣ୍ଟ। ଏହି ସମସ୍ତ କାର୍ଯ୍ୟକ୍ରମର ସଂଯୋନଜା କରିଥିଲେ ବିଏମ୍ ସି ରିକ୍ରିଏସନ କ୍ଲବର ସାଧାରଣ ସଂପାଦକ ଶ୍ରୀ ଶୁଭକାନ୍ତ ପାଢୀ । ଖେଳ ହେଉଛି ମଣିଷ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ । କ୍ରୀଡା ପ୍ରତିଯୋଗିତା ଜରିଆରେ କର୍ମଚାରୀ, ଅଧିକାରୀ ଓ ଲୋକ ପ୍ରତିନିଧିଙ୍କ ମଧ୍ୟରେ ଥିବା ଦୂରତ୍ୱ ହ୍ରାସ ପାଇବା ସହ ସେମାନଙ୍କ ମଧ୍ୟରେ ଏକ ସମନ୍ୱୟର ସେତୁ ସୃଷ୍ଟି ହୋଇପାରିବ । ପରସ୍ପର ପ୍ରତି ଆତ୍ମିୟତା ବୃଦ୍ଧି ପାଇବ ଏବଂ ଆଗାମୀ ଦିନରେ ସମ୍ମିଳିତ ଭାବେ କାର୍ଯ୍ୟ କରିବାକୁ ସମସ୍ତେ ଆଗ୍ରହୀ ହେବେ ବୋଲି କହିଛନ୍ତି ମାନନୀୟା ମେୟର ଶ୍ରୀମତୀ ଦାସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like