-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ରାଜ୍ୟ

ସ୍ଵାଧୀନତା ଦିବସ ପାଳନ ଅବସରରେ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ହିନ୍ଦୀ ବକ୍ତୃତା ପ୍ରତିଯୋଗିତା

07-Aug-2025



ବଲାଙ୍ଗୀର (ପ୍ରେରଣା ଖବର): ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ ଅବସରରେ ବଲାଙ୍ଗୀର ରାମ ଗୋପାଳ ହିନ୍ଦୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ହିନ୍ଦୀ ବିତର୍କ ପ୍ରତିଯୋଗିତା ଆୟୋଜିତ ହୋଇଥିଲା | ହିନ୍ଦୀ ସ୍କୁଲ  ଶିକ୍ଷା କମିଟି ଜିଲ୍ଲା ସଭାପତି ସନ୍ତୋଷ କୁମାର ଅଗ୍ରୱାଲ(ମୋଦୀ)ଙ୍କ ସହଯୋଗ ରେ ଆୟୋଜିତ ଏହି ପ୍ରତିଯୋଗିତାରେ ଛାତ୍ରମାନେ ହିନ୍ଦୀ ଭାଷା ମାଧ୍ୟମରେ 'କୃତ୍ରିମ ବୁଦ୍ଧିମତ୍ତା ଏକ ଆଶିର୍ବାଦ ନା ଅଭିଶାପ' ଶୀର୍ଷକ ବିଷୟବସ୍ତୁ 

ଉପରେ ନିଜର ବିବୃତ୍ତି ଦେଇଥିଲେ। ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀମତୀ ଅଳକା ବେହେରା ଅଧ୍ୟକ୍ଷତା କରିଥିଲେ । ବିଚାରକ ଭାବରେ  ସାପ୍ତାହିକ ଖବରକାଗଜ 'ପ୍ରେରଣା'ର ସମ୍ପାଦକ ରଘୁ ନନ୍ଦନ ସିଂହ,  ସାମ୍ବାଦିକ ପୱନ ଅଗ୍ରୱାଲ ଏବଂ ଜେ.ଏସ.ଏମ କଲେଜର ହିନ୍ଦୀ ବିଭାଗର 

ଅଧ୍ୟାପକ ସଦାଶିଵ ସାହୁ ବିଚାରକ ଭାବରେ ଉପସ୍ଥିତ ଥିଲେ । ଏହି ମଞ୍ଚକୁ ସ୍କୁଲର ହିନ୍ଦୀ ଶିକ୍ଷକ ସୁଶାନ୍ତ କୁମାର ନାୟକ ଏବଂ ଏହି ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀମତୀ ଅଲକା ବେହେରା ପରିଚାଳନା କରିଥିଲେ ଏବଂ ଅନ୍ୟ ଛାତ୍ର ଓ କର୍ମଚାରୀମାନେ ସହଯୋଗ କରିଥିଲେ। ବକ୍ତୃତା ପ୍ରତିଯୋଗିତାରେ ପଥରେଚେପl ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ଅନିକେତ ତ୍ରିପାଠୀ ପ୍ରଥମ ସ୍ଥାନ, ବିଶ୍ଵାତ୍ମ ବିଦ୍ୟା ମନ୍ଦିରର ଛାତ୍ରୀ ବିନ୍ଦିଆ ବେହେରା ଦ୍ଵିତୀୟ ସ୍ଥାନ ଓ  ରୋସନି ପବ୍ଲିକ ସ୍କୁଲର  ଶ୍ରୀମା ଶ୍ରୀପର୍ଣ୍ଣା ସାହୁ ତୃତୀୟ ସ୍ଥାନ ଅଧିକାର କରିଥିଲେ l ଶେଷରେ ବିଦ୍ୟାଳୟର  ଭାରପ୍ରାପ୍ତ ପ୍ରଧାନଶିକ୍ଷକ  ଅଳକା ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ମନୋହରପୁର ପ୍ୟାରେଡ ଗ୍ରାଉଣ୍ଡରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ସ୍ୱାଧୀନତା ଦିବସରେ ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯିବ ବୋଲି ସ୍କୁଲ ପକ୍ଷରୁ ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like