-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ବନ କର୍ମଚାରୀଙ୍କ ଦ୍ୱାରା ଅଜଗର ସାପ ଉଦ୍ଧାର

07-Aug-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ବନାଞ୍ଚଳ ଅଧିନସ୍ଥ ଏମଭି-୧୧ ଗ୍ରାମରୁ ବନକର୍ମଚାରୀ ଏବଂ ସାପ ଉଦ୍ଧାରକାରୀ ଦଳଙ୍କ ଉଦ୍ୟମରେ ଏକ ଅଜଗର ସର୍ପକୁ ଉଦ୍ଧାର କରାଯାଇଛି।
ଗତ କାଲି ସନ୍ଧ୍ୟାରେ ମାଲକାନଗିରି ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଏମଭି-୧୧ ଗ୍ରାମର ଜଣେ କୁକୁଡ଼ା ପାଳନ କରୁଥିବା ବ୍ୟକ୍ତି ଘରେ ଅଜଗର ସାପଟି କୁକୁଡ଼ା ଖାଇବା ଉଦ୍ଦେଶ୍ୟରେ ପ୍ରବେଶ କରିଥିଲା। ଏହି ଅଜଗର ସାପକୁ ଉଦ୍ଧାର କରିବା ପାଇଁ ଜନୈକ ବ୍ୟକ୍ତି ମାଲକାନଗିରି ବନାଞ୍ଚଳ ଅଧିକାରୀ 
ରମେଶ ଚନ୍ଦ୍ର ରାଉତଙ୍କୁ ଫୋନ୍ ମାଧ୍ୟମରେ ଜଣାଇବା ପରେ ବନପାଳ ମନତୋଷ ଦେଙ୍କ ନେତୃତ୍ୱରେ ଏମଭି-୧୧ ଗ୍ରାମରକୁ ଯାଇ ଅଜଗର ସାପକୁ ଗତ କାଲି ସନ୍ଧ୍ୟା ୮ ଘଟିକା ସମୟରେ 
ଉଦ୍ଧାର କରାଯାଇଥିଲା।ସାପଧରାଳୀ ଡମ୍ବରୁ ହନ୍ତାଳ ଅଜଗରଟିକୁ ସୁରକ୍ଷିତ ଭାବେ କାବୁ କରି ଯନ୍ତାରେ ଆବଦ୍ଧ କରି ମାଲକାନଗିରି ବନାଞ୍ଚଳ କାର୍ଯ୍ୟାଳୟକୁ ଆଣିଥିଲେ। ଏହାକୁ ପ୍ରାଣୀ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ପରୀକ୍ଷା କଲାପରେ ପରେ ଆଜି 
ଉକ୍ତ ଅଜଗରକୁ ଜଙ୍ଗଲରେ ମୁକ୍ତ କରାଯିବ ବୋଲି ଜଣା ପଡିଛି।ଏହି ଅଜଗର ଟି ୨୦ କେଜି ଓଜନ ହେବ ଏବଂ ଲମ୍ବା ପ୍ରାୟ ୮ ଫୁଟ ହେବ ବୋଲି କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା