-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ବେସରକାରୀ ଅନୁଦାନ ପ୍ରାପ୍ତ ଅଧ୍ୟାପକ ଙ୍କ କାର୍ଯ୍ୟବନ୍ଦ ଡାକରା

07-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ବେସରକାରୀ ଅନୁଦାନପ୍ରାପ୍ତ ଓ ଅଣ ଅନୁଦାନ ମହାବିଦ୍ୟାଳୟ ମାନଙ୍କରେ ୦୧/୦୬/୨୦୦୮ ରୁ ୦୧/୦୬/୨୦୧୮ ମଧ୍ୟରେ ପରିଚାଳନା କମିଟି ଦ୍ବାରା ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀ ଙ୍କୁ ସରକାରୀ ଅନୁଦାନ ପରିସରଭୁକ୍ତ କରିବା ନେଇ ସରକାରଙ୍କ ବୈମାତୃକ ମନୋଭାବର ପ୍ରକାଶ ପାଇଛି। ବର୍ତ୍ତମାନ ର ସରକାର ବିଗତ ସରକାର ଙ୍କୁ ଅନୁସରଣ କରୁଛନ୍ତି । ରାଜ୍ୟ ସଭାପତି ବିଶ୍ବରଂଜନ ଦାସ ଙ୍କ ଆହ୍ବାନ କ୍ରମେ ନୂତନ ସରକାର ଆସିବା ଦିନଠୁ  ପର୍ଯ୍ୟାୟକ୍ରମେ ସରକାର ଙ୍କ ପାଖରେ ଦାବି ଉପସ୍ଥାପନା କରାଯାଇଛି ତଥାପି ଫଳଶୁନ। ସରକାର ଙ୍କ ୧୩ ମାସର କାର୍ଯ୍ୟକାଳ ମଧ୍ୟରେ ଗୁରୁଦିବସ କୁ କଳା ଦିବସ, ଦେଡ଼ ଲକ୍ଷ ସାଧାରଣ ଲୋକଙ୍କର ଦସ୍ତଖତ, ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ୧୧ ଥର ସିଧା ସଳଖ ସାକ୍ଷାତ ସହିତ ଆଲୋଚନା କରିବା, ରାଜ୍ୟରେ ଥିବା ପାଞ୍ଚଟି ଶିକ୍ଷା ନିର୍ଦ୍ଦେଶାଳୟ ମାଧ୍ୟମରେ ଦାବିପତ୍ର ପ୍ରଦାନ,୩୦ ଜିଲ୍ଲା ର ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ସମ୍ମୁଖରେ ୧୨ ଘଣ୍ଟିଆ ଧାରଣା ସହିତ ମୁଖ୍ୟମନ୍ତ୍ରୀ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ ପରେ ମଧ୍ୟ ସରକାର ନିଦାବିଷ୍ଣୁ ସାଜି ଚୁପ୍ ହୋଇ ବସିବା ଅତ୍ୟନ୍ତ ଦୁଃଖଦାୟକ ତେଣୁ ଏହାକୁ ସଂଘ ଗଭୀର ଭାବରେ ନିନ୍ଦା କରିବା ସହ ତା ୧୬/୮/୨୦୨୫ ରିଖ ରେ କାର୍ଯ୍ୟବନ୍ଦ ଆନ୍ଦୋଳନ ସହିତ ଭୁବନେଶ୍ୱର ସ୍ତିତ ମହାତ୍ମା ଗାନ୍ଧୀ ମାର୍ଗ ରେ ବିକ୍ଷୋଭ ପ୍ରଦର୍ଶନ ର ଡାକରା ଦେଇଛି ତେଣୁ ସରକାରଙ୍କୁ ବିନମ୍ର ନିବେଦନ ଯେ ଏହା ପୂର୍ବରୁ ଦାବି ପୂରଣ ଦିଗରେ ନୀତିଗତ ନିଷ୍ପତି ନିଅନ୍ତୁ ନଚେତ୍ ହେବାକୁ ଥିବା ଅପ୍ରୀତିକର ପରିସ୍ଥିତି ପାଇଁ ସରକାର ହିଁ ଦାୟୀ ରହିବେ ବୋଲି ଜିଲ୍ଲା ସଂଯୋଜକ ଉଦ୍ଧବ ପଧାନ  ସୁବର୍ଣ୍ଣପୁର ସ୍ଥିତ ହୋଟେଲ ପ୍ରଗେସ ଇନ ର କନଫରେନ୍ସ ହଲ ଠାରେ ଆୟୋଜିତ ଜିଲ୍ଳା ସ୍ତରୀୟ ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି। ଏହି ସମ୍ମିଳନୀ ରେ ସୁବର୍ଣ୍ଣପୁର ଜିଲ୍ଳା  ବିନିକା ଖଣ୍ଡ ସଂଯୋଜକ ବିଶ୍ୱନାଥ ମିଶ୍ର, ଉଲୁଣ୍ଡା ଖଣ୍ଡ ସଂଯୋଜକ, ସୁଶାନ୍ତ ଦେହୁରୀ, ସୋନପୁର ଖଣ୍ଡ ସଂଯୋଜିକା ଚନ୍ଦ୍ରକାନ୍ତି ବିଶ୍ୱାଳ, ବୀରମହାରାଜପୁର ଖଣ୍ଡ ସଂଯୋଜିକା ସନ୍ତୋଷିନୀ ନାୟକ, ତରଭା ଖଣ୍ଡ ସଂଯୋଜକ କଲେକ୍ଟର ଦେହୁରୀ, ନିଶାନ୍ତ କୁମାର ମହାନ୍ତି, ଆଶିଷ ଅଗ୍ରୱାଲ, ପୁସ୍ତମ ମେହେର, ସରୋଜ କୁମାର ବିଶି, ମାନସ ମିଶ୍ର, ବଳମକୁନ୍ଦ ବାରିକ, ସନ୍ଧ୍ୟାଦିପା ଗୁରୁ, ବର୍ଷାରାଣୀ ଗୁରୁ,ମାଧବ ପଧାନ, ଜିତେନ୍ଦ୍ର କୁମାର ସାହୁ, ନିରୋଜା ଗୁରୁ ସମେତ ର ବିଭିନ୍ନ  କଲେଜ ର ଅଧ୍ୟାପକ,କର୍ମଚାରୀ ଓ ବିଭିନ୍ନ ଗଣମାଧ୍ୟମ ର ପ୍ରତିନିଧି ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା