-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||     

HOME   ରାଜ୍ୟ

ରାଜ୍ୟରେ ଜୈବ-ଅର୍ଥନୀତିର ବିକାଶ ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ: ସମ୍ବଲପୁର  ଆଇଆଇଏମ୍‌ ସହ ଚୁକ୍ତି କଲା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ

07-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ରାଜ୍ୟରେ ଜୈବ-ପ୍ରଯୁକ୍ତି ଓ ଜୈବ-ସମ୍ବଳକୁ ଆଧାର କରି ଜୈବ-ଅର୍ଥନୀତି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟରେ ଜୈବ-ପ୍ରଯୁକ୍ତି ବିଦ୍ୟା ଏକ ଉଦୀୟମାନ କ୍ଷେତ୍ର ହୋଇଥିବାରୁ ଜୈବ-ଅର୍ଥନୀତି ରାଜ୍ୟର ବିକାଶ ଧାରାରେ ପ୍ରମୁଖ ଯୋଗଦାନ କରିବାର ବ୍ୟାପକ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଆଇଆଇଏମ୍‌, ସମ୍ବଲପୁର ମଧ୍ୟରେ ଏକ ବୁଝାମଣାପତ୍ର ଆଜି ଖାରବେଳ ଭବନରେ ସ୍ୱାକ୍ଷରିତ ହୋଇଛି । ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ 

କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ୍‌ଙ୍କ ଉପସ୍ଥିତିରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ପୂଜା ମିଶ୍ର ଏବଂ ଆଇଆଇଏମ୍‌ ସମ୍ବଲପୁରର ନିର୍ଦ୍ଦେଶକ ପ୍ରଫେସର ମହାଦେବ ଜୟସ୍ୱାଲ ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ ।ଏହି ବୁଝାମଣାପତ୍ର ଅନୁଯାୟୀ ରାଜ୍ୟରେ ଜୈବ-ଅର୍ଥନୀତି ସମ୍ଭାବନା ଥିବା କ୍ଷେତ୍ର ଗୁଡିକୁ 

ବିଚାରକୁ ନେଇ ଏକ ପ୍ରସ୍ତାବ ରାଜ୍ୟ ସରକାରଙ୍କୁ ଆଇଆଇଏମ୍‌, ସମ୍ବଲପୁର ପକ୍ଷରୁ ପ୍ରଦାନ କରାଯିବ । ଜୈବ-ଅର୍ଥନୀତି ରିପୋର୍ଟ ବିକଶିତ କରିବା, ଏ କ୍ଷେତ୍ରରେ ଥିବା ପ୍ରମୁଖ ଆହ୍ୱାନ ଓ ବିକାଶ ସୁଯୋଗର ମୂଲ୍ୟାୟନ କରି ଏକ ତଥ୍ୟଭିତ୍ତିକ ରିପୋର୍ଟ ପ୍ରସ୍ତୁତ କରାଯିବ । ଏହି ରିପୋର୍ଟ ଭବିଷ୍ୟତର ଜୈବ ଉଦ୍ୟୋଗ, ବିଶେଷ କରି ଜୈବ-ଅର୍ଥନୀତି ଏବଂ ସାଧାରଣ ଭାବେ ଆର୍ଥିକ ଅଭିବୃଦ୍ଧି ଦିଗରେ ଏକ ମାନଦଣ୍ଡ ଭାବେ ଉଭାହେବ ବୋଲି ଉଭୟ ପକ୍ଷ ଆଶାବ୍ୟକ୍ତ କରିଛନ୍ତି । 

ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଶିବାନୀ ମହାନ୍ତି, ବିତ୍ତ ପରାମର୍ଶଦାତା ଶ୍ରୀମତୀ ବିଦୁ୍ୟତପ୍ରଭା ରାଉତ, ଶ୍ରୀମତୀ ଉର୍ମିପ୍ରଭା ମହାରଣା, ଆଇଆଇଏମ୍‌, ସମ୍ବଲପୁରର ଅଧ୍ୟାପକ ଶ୍ରୀ ଆର୍‌.କେ. ପାଢ଼ୀ ଏବଂ ଶ୍ରୀ ସନ୍ଦୀପ ମୁଖୋପାଧ୍ୟାୟଙ୍କ ସମେତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026

You Might Also Like