-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||     

HOME   ଜିଲ୍ଲା

ସାହୁପଡ଼ା ପଞ୍ଚାୟତରେ ଅଭିଯୋଗ ଶୁଣାଣି

07-Aug-2025



ବରୀ (ରଞ୍ଜିତ ମହାନ୍ତି): ବରୀ ବ୍ଲକ୍ ସାହୁପଡ଼ା ପଞ୍ଚାୟତରେ ସଚେତନତା ଓ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ଆବାସ, ଭତ୍ତା, ରାସନକାର୍ଡ଼, ବିଦ୍ୟୁତ୍ ଏବଂ ଜମିବାଡ଼ି ସମ୍ପର୍କିତ ମୋଟ ୧୯ଟି ଅଭିଯୋଗର ଶୁଣାଣି କରାଯାଇଛି। ବିଡିଓ ଅସିତ କୁମାର ମହାନ୍ତି, ଏବିଡିଓ ମହେଶ୍ଵର ସେଠୀ, ଜଳସେଚନ କନିଷ୍ଠ ଯନ୍ତ୍ରୀ ନୀଲକ୍ରମ ସେଠୀ, ସାମାଜିକ ସୁରକ୍ଷା ଅଧିକାରୀ ରଞ୍ଜିତ ଜେନା, ଯୋଗାଣ ଅଧିକାରିଣୀ ମହେଶ୍ଵତା ଦାସ, ଶିଶୁ ପ୍ରକଳ୍ପ ତରଫରୁ ଜ୍ଞାନେନ୍ଦ୍ର ସ୍ଵାଇଁ, ସରପଞ୍ଚ ସଞ୍ଜୟ ସେଠୀ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ଦାସ ପ୍ରମୁଖ
ଯୋଗ ଦେଇଥିଲେ | ପଞ୍ଚାୟତ ପରିମଳ ବ୍ୟବସ୍ଥାକୁ ନେଇ ବିଡିଓ ଶ୍ରୀ ମହାନ୍ତି କନିଷ୍ଠ ଯନ୍ତ୍ରୀ ସରୋଜ କୁମାର ପଣ୍ଡା
ସଚେତନତା ଓ ଅଭିଯୋଗ ଶୁଣାଣି ଶିବିର |
ଧଡ଼ା ଗ୍ରାମପଞ୍ଚାୟତ ବ୍ଳକ ବରା ଜିଲ୍ଲା ପାଳପୁର
ଓ ନିର୍ବାହୀ ଅଧିକାରୀ ଅଶୋକ କୁମାର ଦାସଙ୍କ ଉପରେ ବିରକ୍ତ ହୋଇଥିଲେ । ତୁରନ୍ତ ଏଥିରେ ସୁଧାର ଆଣିବାକୁ ତାଗିଦ୍ କରିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା