-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||     

HOME   ଜିଲ୍ଲା

ମାନ୍ୟବର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ମ୍ୟାଲେରିଆ ଏବଂ ଡେଙ୍ଗୁ ସ୍ଥିତି ସମୀକ୍ଷା 

07-Aug-2025



ଭୁବନେଶ୍ଵର(ପ୍ରେରଣା ଖବର): ଆଜି ଲୋକସେବା ଭବନରୁ ଆଭାସୀ ମାଧ୍ୟମରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର , ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ , କମିଶନର, ସିଡିଏମଓ ଙ୍କ ସହ ମ୍ୟାଲେରିଆ ଏବଂ ଡେଙ୍ଗୁ ରୋଗର ନିରାକରଣ ବାବଦରେ ସମୀକ୍ଷା କରିଥିଲେ ।  ସରକାର ଜନସ୍ୱାସ୍ଥ୍ୟ ସମସ୍ୟା, ମ୍ୟାଲେରିଆ ଏବଂ ଡେଙ୍ଗୁ ଓ

ଅନ୍ୟାନ୍ୟ ଭେକ୍ଟର ବାହିତ ରୋଗ ଦୂରକରିବାରେ ପ୍ରତିବଦ୍ଧ ଏବଂ ଏଥିପାଇଁ ସମସ୍ତ ଅଧିକାରୀଙ୍କ ମିଳିତ ପ୍ରଚେଷ୍ଟାରେ ଏହାକୁ ଅଧିକ କ୍ରିୟାଶୀଳ କରିବାକୁ ନିର୍ଦ୍ଦେଶ ଦେଇଥିଲେ । 
     ମ୍ୟାଲେରିଆ ଏବଂ ଡେଙ୍ଗୁ ସମସ୍ୟା ର ସମାଧାନ ପାଇଁ ସରକାର ଙ୍କ ତରଫରୁ ହେଉଥିବା ଔଷଧ ଯୁକ୍ତ ମଶାରୀ (LLIN) ବଣ୍ଟନ, କୀଟନାଶକ ସ୍ପ୍ରେ (IRS) ବ୍ୟବସ୍ଥା ବାବଦରେ ପଚାରି ବୁଝିଥିଲେ । ଅଧିକ ରୋଗୀ ଥିବା ମ୍ୟାଲେରିଆ ପ୍ରବଣ ଅଞ୍ଚଳ ଜିଲ୍ଲାପାଳଙ୍କୁ ସ୍ଵତନ୍ତ୍ର ଧ୍ୟାନ ଦେବାକୁ କହିଥିଲେ । ପ୍ରାକ ବର୍ଷା ଋତୁ ପାଇଁ ପ୍ରସ୍ତୁତି ଏବଂ ବର୍ଷା ସମୟରେ ପଦକ୍ଷେପ ଗୁଡିକ ସୂଚାରୁ ରୂପେ ସମ୍ପାଦନ ନିମନ୍ତେ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଥିଲେ । ମ୍ୟାଲେରିଆ ପାଇଁ ସକ୍ରିୟ ରୂପେ ସ୍କ୍ରିନିଙ୍ଗ ବ୍ୟବସ୍ଥା କୁ ଆବାସିକ ସ୍କୁଲ , ମ୍ୟାଲେରିଆ ପ୍ରବଣ ଅଞ୍ଚଳ , ପ୍ରବାସୀ ଶ୍ରମିକ ଙ୍କୁ ଅନ୍ତର୍ଭୁକ୍ତ କରିବା ସହ ଟେଷ୍ଟ ବଢାଇବାକୁ କହିଥିଲେ । 
ଆଗାମୀ କିଛି ଦିନ ମଧ୍ୟରେ କେନ୍ଦ୍ର ସରକାର ୧.୫୭ କୋଟି ଔଷଧ ଯୁକ୍ତ ମଶାରୀ ଯୋଗାଇବାକୁ ଯାଉଛନ୍ତି । ଏହାକୁ ଗ୍ରାଉଣ୍ଡ ଲେଭେଲରେ ଅଧିକାରୀ ମାନେ ତଦାରଖ କରି କିପରି ସୁବ୍ୟବହାର ହେବ ସେଥି ପ୍ରତି ଧ୍ୟାନ ଦେବାକୁ କହିଛନ୍ତି । ଜନ ସଚେତନତା ଦ୍ଵାରା ସ୍ଵୟଂ ସହାୟକ ଗୋଷ୍ଠୀ, ଯୁବ କ୍ଲବ , ଛାତ୍ର

ଛାତ୍ରୀ ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ପଦକ୍ଷେପ ନେବା ଉପରେ ଗୁରୁତ୍ଵ ଦେବାକୁ କହିଥିଲେ । 

ଡେଙ୍ଗୁ ରୋଗ ପ୍ଲାଟଲେଟ ମହଜୁଦ ରଖିବାକୁ ସୁନିଶ୍ଚିତ କରିବା ସହ ମ୍ୟାଲେରିଆ ଏବଂ ଡେଙ୍ଗୁ ନିରାକରଣ ଟିମ ଗୁଡିକ ସଠିକ ଭାବେ କାମ କରିବାକୁ ଉପଦେଶ ଦେଇଥିଲେ । 
ଏହି ବୈଠକରେ ଅନୁଗୁଳ , ଭଦ୍ରକ , ବାଲେଶ୍ଵର , ବୌଦ୍ଧ, କଟକ, ଗଞ୍ଜାମ , ଗଜପତି, ଜଗତସିଂପୁର, ଖୋର୍ଦ୍ଧା, ନୟାଗଡ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡା, ମୟୂରଭଞ୍ଜ, ଏବଂ ସୁନ୍ଦରଗଡ ଜିଲ୍ଲାର ଅଧିକାରୀ ମାନେ ଆଭାସୀ ମଧ୍ୟମରେ ଯୋଡି ହୋଇ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026

You Might Also Like