-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଜିଲ୍ଲା

ଭରସୁଜା ରେ ଅଙ୍ଗ ଭେଲି କୃଷକ ଉତ୍ପାଦନ କମ୍ପାନୀ ଉଦ୍ଘାଟିତ

07-Aug-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭର ସୂଜା ରେ  ଅଙ୍ଗ ଭେଳି କୃଷକ ଉତ୍ପାଦନ କମ୍ପାନୀ ଉଦ୍ଘାଟିତ ହୋଇଯାଇଛି l ଏହି ଅନୁଷ୍ଠାନ ର ନିର୍ଦ୍ଦେଶକ ପଙ୍କଜ କୁମାର ସାହୁ ଙ୍କ ତତ୍ୱାବଧାନ ରେ ସଭା ପରିଚାଳିତ ହୋଇଥିଲା l ପ୍ରଥମେ ଏକ ସଭାର ଆୟୋଜନ କରାଯାଇଥିଲା l ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷl ନିରୁପମା ପଧାନ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ କୃଷି ଅଧିକାରୀ ଆଶିଷ କୁମାର ପାଣିଗ୍ରାହୀ,  ତ୍ରିରଙ୍ଗା ଯୁବକ ସଂଘର ସମ୍ପାଦକ କୈଳାସ ଚନ୍ଦ୍ର ସାହୁ , ଆସିଷ୍ଟାଣ୍ଟ ଟେକ୍ନୋଲୋଜି ମ୍ୟାନେଜର ହରିହର ହଂସ , ଭି ଏ ଡବ୍ଲୁ ବସନ୍ତ ଛୁରିଆ ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ l ଏହି ସଭାରେ ଅତିଥି ମାନେ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ l ମୁଖ୍ୟତଃ  ଆଗାମୀ ଦିନ ରେ ଅଣ ଧାନ ଫସଲ ଯଥା ତୈଳ ବିଜ୍, ଡାଲି ଜାତୀୟ ଓ ଛତୁ ମୂଲ୍ୟର ବର୍ଦ୍ଧନ ବ୍ୟବସାୟ କରି ବଜାର ରେ ଅଙ୍ଗ ଭେଳୀ ବ୍ରାଣ୍ଡ ରେ ବିକ୍ରୟ କରିବା ପାଇଁ ଗୁରୁତ୍ୱ ଦିଆଯାଇ ଥିଲା l ଏହାପରେ ଏହି ଅନୁଷ୍ଠାନ ର କାର୍ଯ୍ୟାଳୟ କୁ ଦୀପ ପ୍ରଜ୍ବଳନ କରି ଫିତାକାଟି  ଅତିଥି ମାନେ ଉଦ୍ଘାଟନ କରିଥିଲେ l ଏହା ସହିତ ତୈଳ ବୀଜ ତେଲ ଉତ୍ପାଦନ ମେସିନ ଉଦ୍ଘାଟନ କରି ରାଶି ବୀଜ ରୁ ତେଲ ଉତ୍ପାଦନ ର ପରୀକ୍ଷା କରିଥିଲେ l ଏହି ସଭାରେ ବରିଷ୍ଠ ଚାଷୀ ଭକ୍ତରାମ୍ ସାହୁ , ଦୀପାଞ୍ଜଳି ସାହୁ , ନୁର ସାହୁ , ଅନିତା ସାହୁ ,ବିନୋଦିନୀ ସାହୁ , ରାଜ କୁମାର ହାତୀ , ମହେନ୍ଦ୍ର ପଧାନ , ଧ୍ରୁବଚରଣ ସାହୁ , ଜେହେରୁ ବାରିକ , କୁଲଦୀପ ଭୋଇ , ଜବଦୁ ବରିହା , ପିତବାସ ସାହୁ ,  ସୁଦାମ ପ୍ରମୁଖ ଶତାଧିକ ଚାଷୀ ଉକ୍ତ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like