-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ ଶିକ୍ଷକ ତଥା ଅଲେଖ ମହିମା ଧର୍ମାବଲମ୍ବୀ ଅବଧୂତ ସାହୁଙ୍କ ପରଲୋକ

08-Aug-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଳକ ସିନ୍ଧେକେଲା ନିବାସୀ  ଅବସରପ୍ରାପ୍ତ ଶିକ୍ଷକ ଅବଧୂତ ସାହୁଙ୍କ ୭୨ବର୍ଷ ବୟସ ରେ ବାର୍ଦ୍ଧକ୍ୟଜନିତ ଅସୁସ୍ଥତା  ଯୋଗୁଁ ପରଲୋକ ହୋଇ ଯାଇଛି l ଅବଧୂତ ଜଣେ ଅଲେଖ ମହିମା ଧର୍ମାବଲମ୍ବୀ ମିଷ୍ଟଭାଷୀ, ମେଳାପୀ, ଧର୍ମପରାୟଣl  ଓ ପରୋପକାରୀ ମଣିଷ ଭାବରେ ଜଣାଶୁଣା ଥିଲେ l ଗତ ଗୁରୁବାର ରାତି ୪ଟା ରେ ଅବଧୂତ ଶେଷ ନିଶ୍ଵାସ ତ୍ୟାଗ କରିଥିଲେ l ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସିନ୍ଧେକେଲା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l ମୃତ୍ୟୁ ଖବର ଶୁଣି ପୁଟୁ ପଡା ମହିମା ଆଶ୍ରମ  ର ବଳକଲଧାରି ବାବା କିଶୋର ଓ ବଙ୍ଗୋମୁଣ୍ଡା ମହିମା ଆଶ୍ରମର  ବଳକଲଧାରି କପିଲ ବାବା ଆସି ପହଞ୍ଚି  ଗ୍ରାମବାସୀଙ୍କ ସହଯୋଗରେ ଶେଷକୃତ୍ୟ ସମ୍ପନ୍ନ  କରାଇ ଥିଲେ l ମୃତ୍ୟୁଶଯ୍ୟାରେ ପୁତ୍ର ବ୍ରହ୍ମl ନନ୍ଦ ସାହୁ, ବ୍ରହ୍ମ ଦତ୍ତ ସାହୁ ଓ ଝିଅ ବ୍ରହ୍ମଶ୍ରୀ ସାହୁ,ଗୋଲାପ ସାହୁ, ନାତି  ନାତୁଣୀ ମାମୁଁ ଅନ୍ତର୍ଯ୍ୟାମୀ ସାହୁ ଓ ମାଉସl ରାଜେଶ ସାହୁ, ଆତ୍ମୀୟ, ସ୍ୱଜନ ଓ ବନ୍ଧୁ ବର୍ଗ ଆଖପାଖ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ। ଶେଷ ରେ ସିନ୍ଧେକେଲା ସ୍ତିତ ସୁଜନ ସାଗର ତଳେ ତାଙ୍କର ଶେଷକୃତ୍ୟ ସଂପନ୍ନ  କରlଯାଇଥିଲା l ଅବସର ପରେ ସିନ୍ଧେକେଲା ବାସଭବନରେ ତାଙ୍କର ପତ୍ନୀ ପ୍ରଭାତୀ ସାହୁଙ୍କ ସହିତ ସ୍ଥାୟୀ ଭାବରେ ଅବସ୍ଥାନ କରି ଆସୁଥିଲେ l  ଜଣେ ଦରଦୀ  ଓ ଆଦର୍ଶ ମଣିଷ ଭାବରେ ଅବଧୂତ ସବୁଦିନ ପାଇଁ ମନେ ରହିବେ ବୋଲି ମତପ୍ରକାଶ ପାଇଛି l 


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like