-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

କୋକସରା ଅଙ୍ଗନବାଡି ଲେଡ଼ିଜ ୱାର୍କର ସଙ୍ଘ ପକ୍ଷ ରୁ ଉପ ମୁଖ୍ୟ ମନ୍ତ୍ରୀ ଙ୍କ ଉଦେଶ୍ୟ ରେ 7ଦଫା ଦାବିପତ୍ର ବିଡ଼ିଓ ଓ ସିଡିପିଓ ଙ୍କୁ ପ୍ରଦାନ

08-Aug-2025



କୋକସରା (ତ୍ରିନାଥ ବେଶ୍ରା )
ଅଲ ଓଡିଶା ଅଙ୍ଗନବାଡି ଲେଡ଼ିଜ ୱାର୍କର ରାଜ୍ୟ ସଙ୍ଘ ନିଷ୍ପତି କ୍ରମେ 7ଦଫା ଦାବୀ ନେଇ ଉପମୁଖ୍ୟ ମନ୍ତ୍ରୀ ଙ୍କ ଉଦେଶ୍ୟ ରେ କୋକସରା ବ୍ଲକ ସିଡିପିଓ ଓ ବିଡ଼ିଓ ଙ୍କୁ ସଙ୍ଘ ପକ୍ଷ ରୁ ଦାବିପତ୍ର ପ୍ରଦାନ କରାଯାଇଥିଲା lସୂଚନା ଯୋଗ୍ୟ ଯେ କେନ୍ଦ୍ର ସରକାର ଅଙ୍ଗନବାଡି କେନ୍ଦ୍ର ରେ ଥିବା ସମସ୍ତ ଶିଶୁ ଓ କିଶୋରୀ ବାଳିକା ମାନଙ୍କ ର ଇ କେ୍ୱାସି ଓ ଫେସ କେପଚର କରିବା ପାଇଁ ବାଧ୍ୟ୍ୟ ତା ମୂଳକ କରିଛନ୍ତି lତେବେ ଅଙ୍ଗନବାଡି କର୍ମୀ ମାନଙ୍କ ର କମ ଦରମା ଓ ଉନ୍ନତ ମାନର ମୋବାଇଲ ଫୋନ ନଥିବାରୁ ଫେସ କେପଚର କରି ପାରୁନଥିବା ଅଭିଯୋଗ କରିଛନ୍ତି 
ସରକାର ଉନ୍ନତ ମାନର ମୋବାଇଲ ସହିତ ୱାଇ ଫାଇ ର ବ୍ୟାବଥା କରିବା, ପ୍ରତି ତିନିମାସକୁ ରିଚାର୍ଜ ବାବଦକୁ 900ଟଙ୍କା ପ୍ରଦାନ କରିବା, 6ମାସକୁ ଥରେ ଫେସ କେପଚର କରିବା, ଅଙ୍ଗନବାଡି କର୍ମୀ ଙ୍କ ଦରମା ବୁଦ୍ଧି କରିବା ପାଇଁ ଦାବିଜଣାଇ ଥିଲେ lକୋକସରା ବ୍ଲକ ଅଙ୍ଗନବାଡି ୱାର୍କକର ସଙ୍ଘ ସଭାନେତ୍ରୀ ଶ୍ରୀମତୀ ଦମୟନ୍ତୀ ବେଶ୍ରା, ସମ୍ପାଦିକା ସୁଶ୍ରୀ ନିର ମହାନନ୍ଦ ଓ ପ୍ରତେକ ସେକଟର ଲିଡର ସୌଦାମିନୀ ବେହେରା, ତୁଳସୀ ବେଶ୍ରା, ଭୂମି ସୁତା ମାଝୀ, ଆରତୀ ଢଙ୍ଗଡ଼ାମାଝି, ଅଭିନଵ ପଟ୍ଟନାୟକ, ଗାୟିତ୍ରୀ ମାଝୀ, ପୂର୍ଣମୀ ନାୟକ, ଚଞ୍ଚଲା ଦଳପତି, ରଶ୍ମିତା ନାୟକ ସମେତ କୋକସରା ବ୍ଲକ ରୁ ଆସିଥିବା ପ୍ରତେକ ଅଙ୍ଗନବାଡି କର୍ମୀ ଉପସ୍ଥିତ ରହି ସଙ୍ଘ ପକ୍ଷ ରୁ କୋକସରା ବିଡ଼ିଓ ଶ୍ରୀଯୁକ୍ତ ଡ. ହିମାଞ୍ଚଲ ମାଝୀ ଏବଂ ସିଡିପିଓ ଶ୍ରୀମତୀ ସୋରଜା ସେଠି  ଙ୍କ ଜରିଆରେ ଉପମୁଖ୍ୟ ମନ୍ତ୍ରୀ ଙ୍କ ଉଦେଶ୍ୟ ଏହି ଦାବୀ ପତ୍ର ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like