-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଅଗଷ୍ଟ ପହିଲାରୁ ପୋଷ୍ଟ ଅଫିସ ଅଚଳ: ମାଲକାନଗିରି ଜିଲ୍ଲାରେ ଉପଭୋକ୍ତାମାନେ ହନ୍ତସନ୍ତ

08-Aug-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ଅଗଷ୍ଟ ପହିଲାରୁ ମାଲକାନଗିରି ଜିଲ୍ଲାରେ ଥିବା ସମସ୍ତ ପୋଷ୍ଟ ଅଫିସରେ ଲାଗିଥିବା କମ୍ପୁଟର ସଫ୍ଟୱେର ଅଚଳ ହୋଇ ପଡିଛି। ଫଳରେ କୌଣସି ସେଭିଂ ଏକାଉଣ୍ଟ୍ ଠାରୁ ଚିଠି ପତ୍ର ପ୍ରେରଣ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଠପ୍ ହୋଇଯାଇଛି। ଉପଭୋକ୍ତାମାନେ ଜିଲ୍ଲାରେ ଥିବା ସମସ୍ତ ପୋଷ୍ଟ ଅଫିସକୁ ଆସି ଘଣ୍ଟାଘଣ୍ଟା ଧରି ଅପେକ୍ଷା କରିବା ତଥା ସଫ୍ଟୱେର ବ୍ଳକ୍ ଡାଉନ୍ ଥିବା ଶୁଣି ପ୍ରତି ଦିନଆସି ପୁଣି ଫେରିଯିବା ଆଦି ଅସୁବିଧା ସମ୍ମୁଖୀନ ହେଉଛନ୍ତି। ପ୍ରାୟ ଆଠ ଦିନ ହେଲା ଏପରି ଅଚଳ ଅବସ୍ଥା ଜାରି ରହିଛି। ପୋଷ୍ଟଲ କର୍ମଚାରୀମାନେ ହାତରେ ହାତ ଛନ୍ଦି ମୂକ ପାଷାଣ ଭଳି ନିରବ ଦ୍ରଷ୍ଟା ସାଜି ବସିଛନ୍ତି। ଲୋକମାନେ ପୋଷ୍ଟ ଅଫିସ କୁ ଧାଇଁ ଧାଇଁ ନୈରାଶ୍ୟଜନକ ଭାବେ ପ୍ରତ୍ୟାବର୍ତ୍ତନ କରୁଥିବା ବେଳେ କୌଣସି ବିକଳ୍ପ ବ୍ୟବସ୍ଥା ଆଜି ପର୍ଯ୍ୟନ୍ତ କରାଯାଇ ପାରୁ ନାହିଁ। ବର୍ତ୍ତମାନ ରକ୍ଷା ବନ୍ଧନ ଭଳି ଏକ ଗୁରୁତ୍ବପୂର୍ଣ୍ଣ ପର୍ବ ହେତୁ ଦୂର ଦୂରାନ୍ତରେ ରହୁଥିବାଭାଇମାନଙ୍କୁ ଭଉଣୀମାନେ ରାକ୍ଷୀ ପୋଷ୍ଟ ଅଫିସ ମାଧ୍ୟମରେ ପ୍ରତି ବର୍ଷ ପ୍ରେରଣ କରିଥାନ୍ତି। କିନ୍ତୁ ଦୀର୍ଘ ଆଠ ଦିନ ହେଲା ପୋଷ୍ଟ ଅଫିସରେ ସଫ୍ଟୱେର ଡାଉନ୍ ଥିବାରୁ ଏଭଳି ପରିସ୍ଥିତି ଦେଖା ଦେଇଛି। କେନ୍ଦ୍ର ସରକାର ଙ୍କ ଅଧୀନରେ ପୋଷ୍ଟ ଅଫିସ ରହି ଆସୁଥିବା ବେଳେ ସମଗ୍ର ଭାରତବର୍ଷରେ ନୂତନ ସଫ୍ଟୱେର ଡାଉନଲୋଡ୍ ଯୋଗୁଁ ଏଭଳି ସମସ୍ୟା ଦେଖା ଦେଇଥିବା କୁହାଯାଇଛି। ଏଣୁ ସମସ୍ତ ସରକାରୀ ଓ ବେସରକାରୀ ଚିଠିପତ୍ର ଆଦିନ ପ୍ରଦାନ, ପୋଷ୍ଟ ଅଫିସରେ ଟଙ୍କା ନେଣ ଦେଣ ଆଦି କାର୍ଯ୍ୟ ବାଧାପ୍ରା ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like