-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ ବେଟି ବଚାଓ, ବେଟି ପଢ଼ାଓ ଯୋଜନା (BBBP ଯୋଜନା ) କାର୍ଯ୍ୟକାରୀ କରିବା ପାଇଁ ବିଭିନ୍ନ ବିଭାଗର ଯୋଜନା ଗୁଡିକର ଜିଲ୍ଲା ସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ-

08-Aug-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାରେ ବେଟି ବଚାଓ, ବେଟି ପଢ଼ାଓ ଯୋଜନା (BBBP ଯୋଜନା) କାର୍ଯ୍ୟକାରୀ କରିବା ପାଇଁ ବିଭିନ୍ନ ବିଭାଗର ଯୋଜନା ଗୁଡିକର ଜିଲ୍ଲା ସ୍ତରୀୟ ଏକତ୍ରିକରଣ ( ସମନ୍ୱୟ) ବୈଠକ ଜିଲ୍ଲାପାଳ ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡଃ ନୃପରାଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ  ଅଞ୍ଜଳୀନା ପ୍ରଧାନ, ଉପ- ଜିଲ୍ଲାପାଳ  ସୋମ୍ୟାରୁପା ରଥ, ସମ୍ପାଦକ, ଜିଲ୍ଲା ଆଇନ ସେବା ପ୍ରାଧିକରଣ  ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସୁବର୍ଣ୍ଣପୁର, ଜିଲ୍ଲାର ସମସ୍ତ ସମନ୍ୱିତ  ଶିଶୁ ବିକାଶ ପ୍ରକଳ୍ପ ଗୁଡିକର ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀମାନେ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି  ବୈଠକରେ  ସମ୍ପାଦକ  ଜିଲ୍ଲା ଆଇନ ସେବା ପ୍ରାଧିକରଣ  ସୁବର୍ଣ୍ଣପୁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, ସୁବର୍ଣ୍ଣପୁର, ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଆର୍ଥିକ ଅନ୍ତଭୁକ୍ତିକରଣ ଅଧିକାରୀ, ସୁବର୍ଣ୍ଣପୁର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁବର୍ଣ୍ଣପୁର, ଜିଲ୍ଲା ମଙ୍ଗଳ ଅଧିକାରୀ, ସୁବର୍ଣ୍ଣପୁର ଓ ଉପସ୍ଥିତ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ନିଜ ନିଜ ବିଭାଗର ବିଭିନ୍ନ ଯୋଜନା ଗୁଡିକକୁ ବେଟି ବଚାଓ ,ବେଟି ପଢାଓ ଯୋଜନା ସହିତ ଏକତ୍ରିକରଣ   କରିବା ପାଇଁ ଉପସ୍ଥାପନ କରିଥିଲେ । ଜିଲ୍ଲାପାଳ, ସୁବର୍ଣ୍ଣପୁର ଜିଲ୍ଲାରେ ବେଟି ବଚାଓ, ବେଟି ପଢାଓ ଯୋଜନା ସହିତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗ ଗୁଡିକର  ଯୋଜନା ଗୁଡ଼ିକ ସହିତ ଏକତ୍ରୀକରଣ ବା convergence କରିବା ପାଇଁ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ,ସୁବର୍ଣ୍ଣପୁର ପରାମର୍ଶ ଦେଇଥିଲେ। ଶେଷରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀଙ୍କ କାର୍ଯ୍ୟାଳୟର କାର୍ଯ୍ୟକ୍ରମ ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like