-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||     

HOME   ଜିଲ୍ଲା

ବିଜ୍ଞାନ ଓ କାରିଗରୀ ବିଦ୍ୟା ଜୀବଜଗତର ହିତପାଇଁ ଉଦ୍ଦିଷ୍ଟ. ଅନିଷ୍ଟ ପାଇଁ ନୁହେଁ

09-Aug-2025



(ଚିନ୍ତାମଣି ନେତାମ )
ସିନାପାଲି ବ୍ଲକ ଅନ୍ତର୍ଗତ ନୀଳଜି ସରସ୍ବତୀ ଶିଶୁମନ୍ଦିରଠାରେ ୨୦୨୫-୨୬ ବର୍ଷର ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି  l ଏହି ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ସଭାରେ  ପରିଚାଳନା ସମିତିର ସଭାପତି ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର ସଭାପତିତ୍ୱ କରିଥିବାବେଳେ  ସମ୍ମାନିତ ଅତିଥି ଓ ବିଚାରକ ଭାବରେ  ନୀଳଜି ଉ :ପ୍ରା  ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ଦୀପକ ସା ଏବଂ ସାଲେବିହିଡି ଉ : ପ୍ରା  ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ଧୀରେନ୍ଦ୍ର କୁମାର ସା, ତଥା ପରିଚାଳନା ସମିତିର ସମ୍ପାଦକ ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ ଓ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ପ୍ରଶାନନ୍ଦ କୁମ୍ଭାର ମଞ୍ଚାସିନ ଥିଲେ l  ପ୍ରଧାନ ଆଚାର୍ଯ୍ୟ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଆଚାର୍ଯ୍ୟ ବୀରଭଦ୍ର ସା  ସଭାକାର୍ଯ୍ୟ ସଂଯୋଜନା କରିଥିଲେ  l   ଦେବପୁଜନ କାର୍ଯ୍ୟକ୍ରମ ସମାପନ ପରେ ସଭାପତି ଓ ସମ୍ମାନିତ ଅତିଥିଗଣ ଜୀବନର ପ୍ରତ୍ୟେକ କାର୍ଯ୍ୟରେ ବୈଜ୍ଞାନିକ ମନୋବୃତ୍ତି ପୋଷଣ କରିବା ପାଇଁ  କୁନି ଵିଜ୍ଞାନୀ ଶିଶୁ ଭାଇଭଉଣୀ ମାନଙ୍କୁ ଉତ୍ସାହିତ କରିବା  ସଙ୍ଗେ ସଙ୍ଗେ ବିଜ୍ଞାନ ଓ କାରିଗରୀ  ବିଦ୍ୟା ଜୀବଜଗତର ହିତ ସାଧନ ପାଇଁ ଉଦ୍ଦିଷ୍ଟ, ଅନିଷ୍ଟ ପାଇଁ ନୁହେଁ ବୋଲି ମତ ପୋଷଣ କରିଥିଲେ  l ସଭାଶେଷରେ ସମ୍ପାଦକ ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ  l ଏହି ବିଜ୍ଞାନମେଳାରେ ଶିଶୁମନ୍ଦିରର କନିଷ୍ଠ ବର୍ଗର ଭାଇଭଉଣୀଙ୍କ ଦ୍ୱାରା ୪୦ ଟି ପ୍ରକଳ୍ପ ଏବଂ ଶିଶୁ ବର୍ଗ ଭାଇଭଉଣୀଙ୍କ ଦ୍ୱାରା ୧୫ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା l  ଶିଶୁ ବର୍ଗର  ୨ ଟି  ପ୍ରକଳ୍ପକୁ  ବିଚାରକ ଗଣ ସଂକୁଳ ସ୍ତରୀୟ  ବିଜ୍ଞାନ ମେଳାର ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ପାଇଁ ମନୋନୀତ କରିଥିଲେ  l କାର୍ଯ୍ୟକ୍ରମ ଆୟୋଜନ କରିବାରେ  ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟା ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026

You Might Also Like