-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଧାର୍ମିକ "ରାକ୍ଷୀ ବନ୍ଧନ" ଓ "ଓମ ଶାନ୍ତି" !ଶୁଭେଛା ବାର୍ତ୍ତା -ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ଵ ବିଦ୍ୟାଳୟ , ମୈଦଲ ପୁର

09-Aug-2025



(ମିହିର ଶଙ୍କର ପାତ୍ର)
ପାପଡ଼ା ହାଣ୍ଡି ବ୍ଳକ ଅନ୍ତର୍ଗତ ମୈଦଲ ପୁର ରେ ବ୍ରହ୍ମକୁମାରୀ ଭଉଣୀ ତରଫରୁ ଆଜି ନିଆରା ଧାର୍ମିକ ରକ୍ଷାବନ୍ଧନ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଓଡ଼ିଶା ପରମ୍ପରାରେ  ରାକ୍ଷୀ ପୂର୍ଣ୍ଣିମା ଦିବସରେ ଭଉଣୀ ଟିଏ ଭାଇର ହାତରେ ରାକ୍ଷୀ ଟିଏ ବାନ୍ଧି ଶେଷ ଜୀବନ ପର୍ଯ୍ୟନ୍ତ ଭାଇ ଟି ଭଉଣୀ ଦୁଃଖ ଓ ସୁଖରେ ସହଯୋଗ କରିବାପାଇଁ ରକ୍ଷା ବନ୍ଧନ ପର୍ବ ଏକ ଓଡ଼ିଶାର ପ୍ରମୁଖ ପର୍ବ ଅଟେ।ରାକ୍ଷୀ ପୂର୍ଣ୍ଣିମାରେ ରାକ୍ଷୀ ବନ୍ଧନ ମାଧ୍ୟମରେ ବ୍ରହ୍ମକୁମାରୀ ଭଉଣୀ ସମସ୍ତ ଭାଇ ମାନଙ୍କୁ ଧାର୍ମିକ ରକ୍ଷାବନ୍ଧନ ଭାବନା ର ମୌଦଲ ପୁର ଅଞ୍ଚଳରେ ଗୋଟିଏ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ସାଜିଛି।ଏ ଧାର୍ମିକ ରାକ୍ଷୀ ବନ୍ଧନ ରେ ଯୋଗଦେଇ ସି.ଆର.ସି.ସି. ବାବୁଲାଲ ସାଗର ଯୋଗଦାନ କରିଥିଲେ।ଧାର୍ମିକ ରାକ୍ଷୀବନ୍ଧନ କାର୍ଯ୍ୟକ୍ରମ କୁ ସ୍ୱାଗତ ଓ ଉଚ୍ଚ ପ୍ରଶଂସା କରିଥିଲେ ।ଏଥିରେ ଦିନମଣି ଭାଇ,ରୀନା ଭଣୀ,ପାର୍ବତୀ ଭାଇ ,ଲିଙ୍ଗରାଜ ସାହୁ ,ଶର୍ମିଷ୍ଠା ବଳିୟାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।ଵୁଦ୍ଧିଜୀବି ମହଲରେ ବ୍ରହ୍ମକୁମାରୀ ଭଉଣୀଙ୍କ ଧାର୍ମିକ ରକ୍ଷାବନ୍ଧନ କୁ ବହୁମାତ୍ରାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like