-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା ଅଭାସି ଜରିଆରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ବିତରଣ

09-Aug-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ସଂସ୍କୃତି ଭବନ ଠାରେ ଓଡ଼ିଶାର ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା କୋରାପୁଟ ଜିଲ୍ଲାର ଜୟପୁର ଠାରେ ଅନୁଷ୍ଠିତ ହେଉଥିବା ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ବିତରଣ କାର୍ଯ୍ୟକ୍ରମର  ଆଭସି ମାଧ୍ୟମରେ ସିଧା ପ୍ରସାରଣ କାର୍ଯ୍ୟକ୍ରମ ସୁବର୍ଣ୍ଣପୁର ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ, ବୀରମହାରାଜପୁର, ଶ୍ରୀଯୁକ୍ତ ରଘୁନାଥ ଜଗଦଲା, ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ.ନୃପରାଜ ସାହୁ, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ,ସାଧାରଣ, ଶ୍ରୀମତି ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ- ତଥା - ନିର୍ବାହୀ ଅଧିକାରୀ,  ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର,ଉପ - ଜିଲ୍ଲାପାଳ, ସୋନପୁର ଶ୍ରୀମତି ସୋମ୍ୟାରୁପ ରଥ,  ଉପ - ଜିଲ୍ଲାପାଳ, ବୀରମହାରାଜପୁର, ଶ୍ରୀ ସୁରେନ୍ଦ୍ର ମେହେର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ,ସୁବର୍ଣ୍ଣପୁର, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ, ସୁବର୍ଣ୍ଣପୁର, ଜିଲ୍ଲା ସମଜି ସୁରକ୍ଷା ଅଧିକାର, ସୁବର୍ଣ୍ଣପୁର, ଜିଲ୍ଲା ମଙ୍ଗଳ ଅଧିକାରୀ, ସୁବର୍ଣ୍ଣପୁର, ଜିଲ୍ଲା ସଂସ୍କୃତି ଅଧିକାରୀ ଭାରାପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ତଥା ଜିଲ୍ଲା ପଞ୍ଚାୟତ ଅଧିକାରୀଙ୍କ ସମେତ   ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟର କର୍ମଚାରୀମାନେ ଓ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ପଞ୍ଚାୟତ ଓ ସହରାଞ୍ଚଳ ସୁଭଦ୍ରା ଯୋଜନାର ହିତାଧିକାରୀ ମାନେ ଉପସ୍ଥିତ ଥିଲେ। ସର୍ବପ୍ରଥମେ ପୂଜାର୍ଚ୍ଚନା କରି ଅତିଥି ମାନଙ୍କ ଜିଲ୍ଲା ର ସୁଭଦ୍ରା ହିତାଧିକାରୀ ମାନଙ୍କ ଦ୍ଵାରା ରାକ୍ଷୀ ବନ୍ଧା ଯାଇଥିଲା । ତା ପରେ ସୁଭଦ୍ରା ଯୋଜନା ଉପରେ ଜିଲ୍ଲା ସ୍ତରରେ ଅନୁଷ୍ଠିତ ହୋଇଥିବା ବିଦ୍ୟାଳୟ ସ୍ତରର କନିଷ୍ଠ ଓ ବରିଷ୍ଠ ବର୍ଗର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ସାଧାରଣ ଜ୍ଞାନ ଓ ରଚନା ଲିଖନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ସୁଭଦ୍ରା ହିତାଧିକାରୀମାନେ ସେମାନେ ପୂର୍ବରୁ ପାଇଥିବା ସୁଭଦ୍ରା କିସ୍ତି ଟଙ୍କା କିପରି ବିନିଯୋଗ କରି ସ୍ଵବଲମ୍ୱି ହୋଇଛନ୍ତି, ସେ ବିଷୟରେ ଉପସ୍ଥାପନ  କରିଥିଲେ। ଅଙ୍ଗନବାଡ଼ି କର୍ମୀମାନଙ୍କ ଦ୍ଵାରା ସୁଭଦ୍ରା ଯୋଜନା କିସ୍ତି ଟଙ୍କା ବିନିଯୋଗ ଓ ସୁଭଦ୍ରା ଯୋଜନା ଉପରେ ଏକ କ୍ଷୁଦ୍ର ନାଟକ ପରିବେଷଣ କରାଯାଇଥିଲା।  ସୁଭଦ୍ରା ହିତାଧିକାରୀ ମାନଙ୍କ ଦ୍ଵାରା  ନାଚ ପରିବେଷଣ କରିଥିଲା। ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା କୋରାପୁଟ ଜିଲ୍ଲାର  ଜୟପୁର ଠାରେ ଅନୁଷ୍ଠିତ ହେଉଥିବା ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ବିତରଣ କାର୍ଯ୍ୟକ୍ରମ ର ସିଧା ପ୍ରସାରଣ ସୁବର୍ଣ୍ଣପୁର ଜିଲ୍ଲାର ସୁଭଦ୍ରା ହିତାଧିକାରୀମାନେ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଦେଖିଥିଲେ। ଏହି ତୃତୀୟ କିସ୍ତି ସୁଭଦ୍ରା ଯୋଜନା ଟଙ୍କା ମଧ୍ୟ ସୁବର୍ଣ୍ଣପୁର ଜିଲ୍ଲାର ସୁଭଦ୍ରା ହିତାଧିକାରୀ ମାନଙ୍କ ବ୍ୟାଙ୍କ୍ ଖାତାରେ ଜମା ହୋଇଛି ଓ ସେମାନେ ଲଭାନ୍ଵିତ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସମ୍ବାଦ ପତ୍ର ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like