-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ସଂସ୍କୃତ ସପ୍ତାହ ପାଳିତ

09-Aug-2025



ଲୋଇସିଂହା, (ବିନୋଦ ଦୀପ) ଆଜି ସରକାରୀ ଉନ୍ନତି ବିଦ୍ୟାଳୟ ରତାଖଣ୍ଡିରେ ସଂସ୍କୃତ ସପ୍ତାହ ଦିବସ ପାଳନ କରା ଯାଇଥିଲା l ଉକ୍ତ ଉତ୍ସବରେ ମୁଖ୍ୟଅତିଥି ଭାବରେ ବିଦ୍ୟାଳୟ ର ପଞ୍ଚଶଖା ସେତୁ ଯୋଜନାର ଅଧ୍ୟକ୍ଷ ଭାଗରଥୀ ମେହେର ଉପସ୍ଥିତ ରହି ପିଲାମାନଙ୍କୁ ସଂସ୍କୃତର ମହତ୍ୱ ବିଷୟରେ ମନ୍ତବ୍ୟ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ଏସଏମସି ସଭାପତି  ବସନ୍ତ ବରିହା ଯୋଗଦେଇ ପିଲାମାନଙ୍କୁ ସଂସ୍କୃତ ର ଆବଶ୍ୟକତା ବିଷୟରେ ଟିପ୍ପଣୀ ପ୍ରଦାନ କଲେ l ସଂସ୍କୃତ ତଥା ଆଞ୍ଚଳିକ ସାଧନାକେନ୍ଦ୍ରର ସଂଯୋଜକ ସିଆରସିସି ସରୋଜ ପଧାନ ମୁଖ୍ୟବକ୍ତା ଭାବରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ  ସଂସ୍କୃତ ତଥା ଭାରତୀୟ ସଂସ୍କୃତି ବିଷୟରେ ଦିଗଦର୍ଶନ ଦେଇଥିଲେ l ସମ୍ମାନିତ ଅତିଥି ଭାବରେ ମହକ ଟିଭି ଲୋଇସିଂହା ପ୍ରତନିଧି ମହେଶ କର ଓ ପ୍ରେରଣା ଖବର ପ୍ରତିନିଧି ବିନୋଦ ଦୀପ ଉପସ୍ଥିତ ରହି ପିଲାମାନଙ୍କୁ ସଂସ୍କୃତ ର ମହତ୍ୱ, ବର୍ତ୍ତମାନ ସମୟରେ ସଂସ୍କୃତ ର ପ୍ରଚାର ଓ ପ୍ରସାର ବିଷୟରେ ଜଣାଇବା ସହ ଆଗାମୀ ଦିନରେ ସଂସ୍କୃତ ରେ ପିଲା ଙ୍କ ସଫଳତା କାମନା କରିଥିଲେ l ସଭାର ସଭାପତି ଭାବରେ ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସରୋଜ କୁମାର ବରିହା ସମସ୍ତ ଙ୍କୁ ସଂସ୍କୃତର ମହତ୍ୱ ଓ ଗାରିମା ବିଷୟରେ ଦିଗଦର୍ଶନ ଦେଇଥିଲେ l ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଶ୍ରୀଯୁକ୍ତ ଲୋକନାଥ ସାହୁ ସଭା ସଂଚାଳନ କରିଥିଲେ l ଶେଷରେ ଗୋବର୍ଧନ ବେହେରା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଉତ୍ସବ କୁ ସୁଚାରୁ ସମ୍ପାଦନ ପାଇଁ ବିଦ୍ୟାଳୟ ର ଶିକ୍ଷକ ଶ୍ରୀ ରାମକୃଷ୍ଣ ପଣ୍ଡା, ଲୋଚନ ସାହୁ, ବୃନ୍ଦାବନ ଗଡ଼ତିଆ, ଶ୍ରୀ ବିଜୟ କୁମାର ପଧାନ, ସମାଜସେବୀ ତଥା ସହଯୋଗ ଶିକ୍ଷକ ଗୌତମ ମେହେର,  ଶମ୍ଭୁପ୍ରସାଦ ସାଏ ପଟେଲ, ସୁଶ୍ରୀ ସୁଭଦ୍ରା କୁମ୍ଭାର ସହଯୋଗ କରିଥିଲେ l  


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like