-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ରାଜ୍ୟ

ସର୍ବଭାରତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବଲାଙ୍ଗିରର ବାଜିମାତ

09-Aug-2025



ବଲାଙ୍ଗିର(ପ୍ରେରଣା ଖବର): ଗୁଜୁରାତର ମେହେସନା ସହରରେ ଅନୁଷ୍ଠିତ ହୋଇଯାଇଥିବା ସର୍ବଭାରତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବଲାଙ୍ଗିରର ଯୁବକମାନେ ବିଭିନ୍ନ ଓଜନ ବିଭାଗ ରେ ଅବତୀର୍ଣ୍ଣ ହୋଇ ସ୍ଵର୍ଣ୍ଣ, ରୌପ୍ୟ ତଥା ବ୍ରୋଞ୍ଜ ପଦକ ଲାଭ କରି ବଲାଙ୍ଗିରକୁ ଗୋରବାନ୍ନିତ କରିଛନ୍ତି । ଅଗଷ୍ଟ ୧ ତାରିଖରୁ ୩ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଆୟୋଜିତ ଏହି ପ୍ରତିଯୋଗିତାରେ ଓଡିଶାର ୧୭ ଜଣଙ୍କୁ ମିଶାଇ ୪୫୦ ଜଣ ପ୍ରତିଯୋଗୀ ଭାରତର ବିଭିନ୍ନ ରାଜ୍ୟରୁ ଭାଗ ନେଇଥିଲେ । ପ୍ରତିଯୋଗିତାରେ ୬୬ କେଜି ବର୍ଗ (ଜୁନିୟର) ରେ ଦଳମଣି ଦେହେରୀ ସ୍ୱର୍ଣ୍ଣ, କୁଦରତ ନାଗ ରୌପ୍ୟ, ଟଙ୍କଧର ଦେହେରୀ (ସିନିୟର) ସ୍ୱର୍ଣ୍ଣ, ୭୪ କେଜି ବର୍ଗରେ ବିକାଶ ପଟେଲ (ଜୁନିୟର ଡେଡ୍‌ଲିଫ୍ଟ) ରେ ସ୍ୱର୍ଣ୍ଣ, ୮୩ କେଜି ବର୍ଗରେ ମହମ୍ମଦ ଅଲି ରାଜା (ସିନିୟର ବେଂଚ ପ୍ରେସ), ୮୩ କେଜି ବର୍ଗରେ ମହମ୍ମଦ ଅଲି ରାଜା (ସିନିୟର ବେଂଚ ପ୍ରେସ) ରେ ବ୍ରୋଞ୍ଜ, ପ୍ରଶାନ୍ତ ଦାଶ ସ୍ୱର୍ଣ୍ଣ, ୯୩ କେଜି ବର୍ଗରେ (ସବ ଜୁନିୟର) ଆଭାସ ଗୁପ୍ତ ସ୍ୱର୍ଣ୍ଣ, ତାଳଧ୍ୱଜ ସାହୁ (ସିନିୟର

ସବ ଜୁନିୟର) ୧୦୫ କେଜି ବର୍ଗ ର ସିନିୟର ବେଂଚପ୍ରେସ ରେ ସଂଜିବ ରଥ ସ୍ୱର୍ଣ୍ଣ ପଦକ ଲାଭ କରିଛନ୍ତି। ରାଜ୍ୟ ସଭାପତି ରୁଦ୍ରନାରାୟଣ ସାହୁଙ୍କ ନେତୃତ୍ୱ ରେ ଓଡିଶା ଟିମ୍ ଏହି ସଫଳତା ହାସଲ କରିଛି । ବଲାଙ୍ଗିର ର ଯୁବକମାନେ ଜିଲ୍ଲା ସଂପାଦକ ତଥା ଏମ୍‌ଏମ୍‌ଫିଟନେସର ପ୍ରଶାନ୍ତ ଦାଶଙ୍କ ସହ ଓଡିଶା ଟିମ୍ ସହ ଯୋଗଦାନ କରିଥିଲେ । ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଏହି ସଫଳତାରେ ଜିଲ୍ଲା ଶକ୍ତି ଉତ୍ତୋଳନ ସଂଘର ବରିଷ୍ଠ ଉପଦେଷ୍ଟା ରୁୁପକ କୁମାର ବରାଳ, ସଭାପତି ପ୍ରଶାନ୍ତ ମଟାରୀ ପ୍ରମୁଖ ସମସ୍ତଙ୍କୁ ଅଭିବାଦନ ଜଣାଇବା ସହ ଆଗକୁ ଥିବା ପ୍ରତିଯୋଗିତା ପାଇଁ ଶୁଭ କାମନା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like