-+91-9937148622 |

prerana_bgr@rediffmail.com |

  Sunday 19th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ କବି ସଙ୍ଗମ ପକ୍ଷରୁ କ୍ରାନ୍ତି ଦିବସ ଉପଲକ୍ଷେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ପ୍ରତିଯୋଗିତା

11-Aug-2025



କଟକ(ପ୍ରେରଣା ଖବର): ଦେଶର  କ୍ରାନ୍ତି ଦିବସ ପାଳନ ଉପଲକ୍ଷେ ଓ ଦେଶରେ ପାଳନ ହେବାକୁ ଯାଉଥିବା ୭୯ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ  ଛାତ୍ରଛାତ୍ରୀ ମାନଙ୍କ  ସୃଜନଶିଳତlକୁ ଦୃଷ୍ଟିରେ ରଖି ରାଷ୍ଟ୍ରୀୟ କବି ସଙ୍ଗମ ପକ୍ଷରୁ   କଟକ ଶିଖରପୁର ସ୍ଥିତ ଗୁରୁ ନାନକ ପବ୍ଲିକ ସ୍କୁଲ ବିଦ୍ୟାଳୟ ପରିସରରେ  ଛାତ୍ରଛାତ୍ରୀ ମାନଂକ ମଧ୍ୟରେ  ରାଷ୍ଟ୍ରୀୟ ଜାଗରଣ ସୃଷ୍ଟି କରାଇବା ଉଦ୍ଦେଶ୍ୟର ଏକ ବତ୍କୃତl ଓ ଦେଶାତ୍ମବୋଧକ କବିତା ଆବୃତ୍ତି,  ଦେଶlତ୍ମବୋଧ  ଶାସ୍ତ୍ରୀୟ ନୃତ୍ୟ ପ୍ରତିଯୋଗିତା ଓ ଘର ଘର ତ୍ରିରଙ୍ଗା କାର୍ଯକ୍ରମ ଅନୁଷ୍ଠିତ ହୋଯାଇଅଛି। ଏଥିରେ ସମ୍ମାନିତ ଅତିଥି ଭାବେ ସ୍କୁଲର ଅଧ୍ୟକ୍ଷl ସଂଚିତl ମହାନ୍ତି  ଯୋଗଦେଇ

କାର୍ଯ୍ୟକ୍ରମକୁ ଉଦଘାଟନ କରି ପିଲାଙ୍କୁ ଉତ୍ସାହିତ କରିଥିଲେ। ବିକଶିତ  ଓ ବର୍ଣ୍ଣlଢ଼ ରାଷ୍ଟ୍ର ଗଠନରେ ଛାତ୍ର ଛାତ୍ରୀ ମାନଙ୍କ ଭୂମିକା ଶୀର୍ଷକ ବତ୍କୃତl ପ୍ରତିଯୋଗିତା ଓ କବିତା ଆବୃତ୍ତି ଓ ନୃତ୍ୟ ପ୍ରତିଯୋଗିତା ରେ କବି  ଡ଼. ବସନ୍ତ କୁମାରୀ ନନ୍ଦ , କବି  ସଫଳl ଦାସ୍ ଓ  ସଙ୍ଗୀତ ଶିଳ୍ପୀ  ଅଭିନlସ ବର୍ଦ୍ଧନ  ବିଚାରକ ଭାବେ ଯୋଗ ଦେଇଥିଲେ।  ଏହି  କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ  ଡାକ୍ତର ପ୍ରଫେସର୍  ସୁଦର୍ଶନ ପଟ୍ଟନାୟକ,  ଅର୍ଥନୀତିଜ୍ଞ ତଥା  ସ୍ଥମ୍ଭକlର  ଡ଼. ସନ୍ତୋଷ କୁମାର ମହାପାତ୍ର,   ପ୍ରଫେସର୍ ଡ଼.ପ୍ରଭାତୀ ମିଶ୍ର , ପୂର୍ବତନ  ଡେପୁଟି ଡାଇରେକ୍ଟର ପ୍ରଫେସର୍ ଡ଼. ଲବଙ୍ଗଲତl ବିଷୋୟୀ ଯୋଗ ଦେଇ  ଛାତ୍ର ଛାତ୍ରୀ ମାନଙ୍କୁ ରାଷ୍ଟ୍ର  ଉଦ୍ଦେଶ୍ୟ ରେ   ସେମାନଙ୍କର ଭୂମିକା   ସମ୍ପର୍କରେ ସଚେତନ କରିଥଲେ ଏବଂ  ସ୍ବାଧିନତା ସଂଗ୍ରାମୀ ମlନଙ୍କର ତ୍ୟାଗ ତିତିକ୍ଷା  ସମ୍ପର୍କରେ ଆଲୋକପାତ କରି  ସେମାନେ କିପରି ଭବିଷ୍ୟତରେ  ଉତ୍ତମ ଚରିତ୍ର ସହ ଦେଶକୁ ବିକାଶ ପଥରେ ଆଗେଇ ନେବେ  ତାହା ନିଜ ନିଜ ବକ୍ତବ୍ୟରେ କହିଥିଲେ ।  କୃତି ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ  ଦ୍ବାରା  ଅନୁଷ୍ଠାନ ପକ୍ଷରୁ ପୁରସ୍କୃତ କରାଯାଇଥିଲା ଏହି ଉପଲକ୍ଷେ ହର ଘର ତ୍ରିରଙ୍ଗା କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା। 

ଏହି କାର୍ଯକ୍ରମକୁ ରାଷ୍ଟ୍ରୀୟ କବି ସଙ୍ଗମର   ଜିଲ୍ଲା ସଂଯୋଜିକl ସାହିତ୍ୟିକl ସ୍ଥମ୍ଭକlର ମୀରା ବେଉରା ସଂଯୋଜନl କରି ଥଲେ।  ରାଜ୍ୟ ସଂଯୋଜିକl  ଡ.ପୁଷ୍ପା ଶିଂହୀ। ସମସ୍ତଙ୍କୁ ଅନୁଷ୍ଠାନ ପକ୍ଷରୁ ଧନ୍ୟବାଦ୍ ଦେଇଥିଲା । ଗାୟତ୍ରୀ କର, ଆନୁଷ୍ଟାନ ପକ୍ଷରୁ ଛାତ୍ର ଛାତ୍ରୀ ମାନଂକୁ ଜାତୀୟ ପତାକା ବଣ୍ଟନ କରlଯାଇଥିଲା ଓ ସମସ୍ତ  ପ୍ରତିଯୋଗୀଙ୍କୁ ଉତ୍ସାହିତ କରିବାପାଇଁ ଅନୁଷ୍ଠାନ ପକ୍ଷରୁ ପ୍ରଶଂସାପତ୍ର ଓ ଟ୍ରଫି  ଦିଆଯାଇ ଥିଲା। ଏହି  ଦେଶାତ୍ମବୋଧକ କାର୍ଯ୍ୟକ୍ରମକୁ ସ୍କୁଲର ଶିକ୍ଷକ ବିଶ୍ୱଜିତ୍ ପରିଡ଼ା, ଶିକ୍ଷୟିତ୍ରୀ ସୁଦୀପ୍ତl ଦାସ, ପ୍ରତୀକ୍ଷା ଦାସ୍, ସ୍ୱାଗତିକା ଦାସ୍, ତବସୁମ୍ ନାଜ୍,  ସୋନି ନିବେଦିତା, ସଂଯୁକ୍ତା ଶତପଥୀ  ପ୍ରମୁଖ ପରିଚାଳନା କରିଥିଲେ।
             


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like