-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ରାଜସ୍ବ ଅମଲା ଆନ୍ଦୋଳନ ଯୋଗୁଁ ସୁବର୍ଣ୍ଣପୁର ଜିଲ୍ଲାରେ ସମସ୍ତ ସରକାରୀ କାର୍ଯ୍ୟାଳୟ କାର୍ଯ୍ୟ ଠପ୍

12-Aug-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ରାଜସ୍ବ ଅମଲା ମାନଙ୍କ ସାମୁହିକ ଛୁଟି ଆଜି ଦ୍ଵିତୀୟ ଦିନରେ ସୁବର୍ଣ୍ଣପୁର ଜିଲ୍ଲା ସମସ୍ତ ତହସିଲ ଅଫିସ, ବ୍ଲକ ଅଫିସ, ଉପ ଜିଲ୍ଲପାଳ ଅଫିସ, ଜିଲ୍ଲାପାଳ ଅଫିସ ତଥା ଅନ୍ୟାନ୍ୟ ସମସ୍ତ ଜିଲ୍ଲାସ୍ତରୀୟ ଅଫିସ କାମ ସଂପୂର୍ଣ୍ଣ ରୂପେ ଅଚଳ ହୋଇ ପଡ଼ିଛି l ଯେଉଁ ଅଫିସ କୁ ଯିବେ ସବୁ ଆଡ଼େ ଶୁନ ଶାନ ଓ ଖାଁ ଖାଁ ଲାଗୁଛି l ରାଜସ୍ବ ଅମଲା ମାନେ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ସମବେତ ହୋଇ ଧାରଣା ରେ ବସିଛନ୍ତି ଓ ବ୍ଲକ ସ୍ତର ରେ, ତହସିଲ ସ୍ତର ରେ , ଉପଖଣ୍ଡ ସ୍ତର ରେ ମଧ୍ୟ ରାଜସ୍ବ ଅମଲା ମାନେ ଧାରଣା ରେ ବସିଛନ୍ତି l ବିଗତ ଦିମାନଙ୍କରେ ମଧ୍ୟ ଆନ୍ଦୋଳନ ଯୋଗୁଁ ଜନସାଧାରଣ ଅସୁବିଧା ଭୋଗିଥିଲେ ତେଣୁ କରି ସାଧାରଣତଃ ପ୍ରଶ୍ନ ଉଠିଛି ଯେ ସରକାର ତାଙ୍କ ନିଜ କର୍ମଚାରୀ ମାନଙ୍କୁ କାହିଁକି  କେବଳ ପ୍ରତିଶୃତି ଦେଉଛନ୍ତି ଓ ତାଙ୍କ ଦାବୀ ପୂରଣ କରିବା କିମ୍ବା ସମାଧାନ ସ୍ଥାୟୀ ଭାବେ ନ କରି କେବଳ ସାମୟିକ ଭାବେ ଆନ୍ଦୋଳନ କୁ ସ୍ଥଗିତ କିମ୍ବା ଭଣ୍ଡୁର କରିବାକୁ ଚେଷ୍ଟା କରୁଛନ୍ତି ଯଦ୍ୱାରା ସମାନ ଦାବୀ ରେ ବାରମ୍ବାର ଆନ୍ଦୋଳନ ହେଉଛି ଓ ସାଧାରଣ ଜନତା ଏଥିରେ ହନ୍ତସନ୍ତ ହେଉଛନ୍ତି l କର୍ମଚାରୀ ମହଲ ରେ ମଧ୍ୟ ଅସନ୍ତୋଷ ବ୍ୟାପି ଚାଲିଛି ଯାହାକି ସେମାନଙ୍କ କାର୍ଯ୍ୟ ଦକ୍ଷତା, ଆଗ୍ରହ କୁ କମ କରିଦେଉଥିବା ଜଣାପଡେ ତଥା ସରକାର ସେମାନଙ୍କୁ ପ୍ରତାଡିତ କରୁଥିବା ସେମାନେ ଅନୁଭବ କରୁଛନ୍ତି । ଆଗାମୀ ଦିନ ରେ ପର୍ବପର୍ବାଣୀ ସମୟ ଆସୁଥିବା ଯୋଗୁଁ ଲୋକମାନେ,ଅନ୍ୟ ବିଭିନ୍ନ ବର୍ଗ ର କର୍ମଚାରୀ ମାନେ ବିଶେଷ ଭାବେ ପ୍ରଭାବିତ ହେବେ ବୋଲି ଆଶଙ୍କା ଜାତ ହେଲାଣି l ସରକାର ତୁରନ୍ତ କର୍ମଚାରୀ ଙ୍କ ସମସ୍ୟା ର ସୁ -ସମାଧାନ କରିବାକୁ ବୁଦ୍ଧିଜୀବୀ ମହଲ, ସାଧାରଣ ଜନତାଙ୍କ ମଧ୍ୟରେ ମତପ୍ରକାଶ ପାଉଛି l ଏକ ଲୋକପ୍ରିୟ ସରକାର ସବୁବେଳେ ତାଙ୍କ୍ ଶାସନ ରେ ସମସ୍ତେ କିପରି ଉପକୃତ ହେବେ ସେଥିପ୍ରତି ବିଶେଷ ଯତ୍ନବାନ ହୋଇ ପଦକ୍ଷେପ ନେବା ଉଚିତ୍ ମାତ୍ର ସମୟ କୁ ସମୟ କାଳକ୍ଷେପଣ ନୀତି ଯୋଗୁଁ ତାର କୁପରିଣତି ଶିକାର ସମସ୍ତେ ହେଉଛନ୍ତି l


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like