-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

+୨ ପରୀକ୍ଷାରେ ବଲାଙ୍ଗୀର ଡି ଏନ ଏ ଛାତ୍ରଛାତ୍ରୀ ଙ୍କ ବାଜିମାତ୍   (21-May-2026)       ||      ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   (21-May-2026)       ||      ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ନିବାସୀ ବରିଷ୍ଠ ବିଜେଡି ନେତା ଉମାକାନ୍ତ ସାହୁଙ୍କ ପରଲୋକ।

13-Aug-2025



(ଅନୀଲ କୁମାର ତ୍ରିପାଠୀ)
ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ବରିଷ୍ଠ ବିଜେଡି ନେତା ଉମାକାନ୍ତ ସାହୁଙ୍କ ହଠାତ ପରଲୋକ ଶୁଣି ସମଗ୍ର ଅଞ୍ଚଳରେ ଗଭୀର ଶୋକର ଛାୟା ପ୍ରସାରିତ ହୋଇଛି । କିଛିଦିନ ପୂର୍ବରୁ ତାଙ୍କର ମା’ଙ୍କ ମୃତ୍ୟୁ ଘଟି ଆଜି ମଙ୍ଗଳବାର ଦଶାହ କାର୍ଯ୍ୟ  ଥିବା ବେଳେ ଗତକାଲି ସୋମବାର ବିଳମ୍ବିତ ରାତିରେ ତାଙ୍କର ହଠାତ ଦେହାବସାନ ଖବର ଲୋକମାନଙ୍କ ମନକୁ ଅତ୍ୟନ୍ତ ବିଷଣ୍ଣ କରିଦେଇଛି । ଶ୍ରୀ ସାହୁ ବିଗତ ମାସରେ ହୃଦଘାତ ରୋଗର ଅସ୍ତ୍ରୋପଚାର କରି ସୁସ୍ଥ ହୋଇ ଘରକୁ ଫେରିଥିଲେ । ଗତକାଲି ରାତିରେ ତାଙ୍କ ରକ୍ତଚାପ ନିମ୍ନ ହେବାରୁ ତାଙ୍କୁ ରାୟପୁର ନିଆ ଯାଉଥିବା ବେଳେ ରାସ୍ତାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ଉମାକାନ୍ତ ସାହୁ ବିଜେଡିରେ ଦୀର୍ଘଦିନ ଧରି ସକ୍ରିୟ ଓ ଦୃଢ଼ତା ର ସହିତ କାମ କରୁଥିଲେ । ସେ ପୂର୍ବରୁ ବିଧାୟକ , ରାଜ୍ୟସଭା ଓ ଲୋକସଭା ସାଂସଦଙ୍କ ପ୍ରତିନିଧି ଭାବେ କାମ କରିଥିଲେ ଏବଂ ବଲାଙ୍ଗିର ଜିଲ୍ଲା ବିଜେଡିର ଉପସଭାପତି ପଦରେ ମଧ୍ୟ ଦୀର୍ଘ ସମୟ ଧରି କାର୍ଯ୍ୟଭାର ତୁଲାଇ ଆସିଥିଲେ । ସେ ଅଞ୍ଚଳର ଅନେକ ସାମାଜିକ, ସାଂସ୍କୃତିକ ଓ ବିକାଶମୂଳକ କାର୍ଯ୍ୟରେ ଅଗ୍ରଣୀ ଭୂମିକା ନିଭାଉଥିଲେ ।ବିଶେଷକରି ସେ ଗ୍ରାମ୍ୟ ସ୍ତରରେ ଲୋକଙ୍କ ସମସ୍ୟା ନିବାରଣ ରେ ସବୁବେଳେ ଚେଷ୍ଟାରତ ଥିଲେ । ତାଙ୍କର ନେତୃତ୍ୱ ଓ ସମର୍ପଣରେ ବିଜେଡିର ସ୍ଥାନୀୟ ସଂଗଠନ ଶକ୍ତିଶାଳୀ ହୋଇ ପାରିଥିଲା। ଆଜି ମଙ୍ଗଳବାର ଗାଁ ଶ୍ମଶାନ ଘାଟରେ ତାଙ୍କ ଶେଷକୃତ୍ୟ କରାଯାଇଥିବା ବେଳେ ବଡ଼ ପୁଅ ସୁମିତ ସାହୁ ତାଙ୍କୁ ମୁଖାଗ୍ନି ଦେଇଥିଲେ । ଏହି ଅବସରରେ କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ହାଜି ମହମ୍ମଦ ଆୟୁବ ଖାଁ , ଡା: ଅମଜତ ଖାଁ , ବରିଷ୍ଠ ବିଜେଡି ନେତା ଗିରିରାଜ ସିଂହ ମାଝୀ , ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ହଂସ ରାଜ୍ ଜୈନ , ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ , ଟିଟିଲାଗଡ଼ ବ୍ଲକ ସରପଞ୍ଚ ସଙ୍ଘ ସଭାପତି ବିରବର ସାହୁ , ବଙ୍ଗୋମୁଣ୍ଡା ସରପଞ୍ଚ ଅଜିତ ଯୋଶୀ , ବଙ୍ଗୋମୁଣ୍ଡା ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଉଦ୍ଧବ ବେହେରା , ସିନ୍ଧେକେଲା ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ସନ୍ତୋଷ ନାଏକ , ଟିଟିଲାଗଡ଼ କଂଗ୍ରେସ ବିଧାୟକ ପ୍ରାର୍ଥୀ ବିରେନ୍ଦ୍ର ବାଗ , ଲୋକସଭା ସାଂସଦ ପ୍ରତିନିଧି ଅନିଲ ନାଏକ , ରାଜ୍ୟସଭା ସାଂସଦ ପ୍ରତିନିଧି ସୁବାଷ ଜୈନ , ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା , ସରପଞ୍ଚ ନରେଶ ଅଗ୍ରୱାଲ , ପୂର୍ବତନ ସରପଞ୍ଚ ରାଜେଶ ଜୈନ , ବିଜେଡି ବ୍ଲକ ସଭାପତି ଭକ୍ତ ବନ୍ଧୁ ବେହେରା ପ୍ରମୁଖଙ୍କ ସହ ବିଭିନ୍ନ ଦଳର ନେତାମାନେ ଅନ୍ତିମ ଯାତ୍ରାରେ ସାମିଲ ହୋଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲା ଓୟୁଜେ ଟ୍ରିବୁନାଲ ଅଧ୍ୟକ୍ଷ ଅନିଲ କୁମାର ତ୍ରିପାଠୀ, ସାମ୍ବାଦିକ ଦିନେଶ ଜୈନ, ସୁଶାନ୍ତ ଥନାପତୀ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
+୨ ପରୀକ୍ଷାରେ ବଲାଙ୍ଗୀର ଡି ଏନ ଏ ଛାତ୍ରଛାତ୍ରୀ ଙ୍କ ବାଜିମାତ୍   21-May-2026
  ଜିଲ୍ଲା  
ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   21-May-2026
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026

You Might Also Like