-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ କାର୍ଯ୍ୟାଳୟ ଠାରେ ହରଘର ତ୍ରିରଙ୍ଗା, ହରଘର ସ୍ୱଛତା କାର୍ଯ୍ୟକ୍ରମ ଅନୁଷ୍ଠିତ

13-Aug-2025



ଆଗଲପୁର, (ବିନୋଦ ଦୀପ) ଆଜି ଆଗଲପୁର ବ୍ଲକ କାର୍ଯ୍ୟାଳୟ ଠାରେ ହରଘର ତ୍ରିରଙ୍ଗା, ହରଘର ସ୍ୱଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି, ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ , ତହସିଲଦାର , ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ମିଶ୍ର ଉପସ୍ଥିତ ରହି ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ପରେ ପରେ ଏକ ସାଇକେଲ ରେଲି ବାହାରିଥିଲା। ଏହି ରେଳି ରେ ବ୍ଲକ୍ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଓ ଗ୍ରାମ ପଞ୍ଚାୟତ ର କାର୍ଯ୍ୟନିର୍ବାହୀ ଅଧିକାରୀ ମାନେ ଯୋଗଦେଇ ସାଇକଲ ରେଲୀ ରେ ଭାଗ ନେଇଥିଲେ l ଏହାସହ ଡୁଡୁକା ପଲ୍ଲୀଶ୍ରୀ ହାଇସ୍କୁଲ ର ଛାତ୍ରଛାତ୍ରୀ ମାନେ ଯୋଗଦେଇ ଶୋଭାଯାତ୍ରା ରେ ସାମିଲ ହୋଇଥିଲେ।

ବିଭିନ୍ନ ପ୍ରକାରର ସ୍ଲୋଗାନ ଦେଇ ସମସ୍ତେ ଗୋଟାଏ ଲେଖା ଜାତୀୟ ପତାକା ଧରି ସାଇକଲ ଶୋଭାଯାତ୍ରା ରେ ବାହାରିଥିଲେ। ଏହି ତ୍ରିରଙ୍ଗା ଶୋଭାଯାତ୍ରା ବ୍ଲକ କାର୍ଯ୍ୟାଳୟ ସମ୍ଭୁଖରୁ ବାହାରି ନିକଟସ୍ଥ ଶଙ୍ଖୁଆ ଗ୍ରାମ ଦେଇ ଲୁହୁରା ମୁଣ୍ଡା ରୁ ପୁଣି ମୁଖ୍ୟ ରାସ୍ତା ଦେଇ ବ୍ଲକ କାର୍ଯ୍ୟାଳୟ କୁ ଫେରିଥିଲେ l ଏହି ହରଘର ତ୍ରିରଙ୍ଗା, ହରଘର ସ୍ୱଚ୍ଛତା କାର୍ଯ୍ୟକ୍ରମ ଟି ବିଆର୍ ସି ଅଂଶୁମାନ   ଦେବ୍ ବାବୁ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଓ ପଂଚାୟତ ର ସମସ୍ତ ବିଭାଗ ର ଅଧିକାରୀ ଉପସ୍ଥିତ ଥିଲେ l ଶୋଭାଯାତ୍ରା ସରିବା ପରେ ସମସ୍ତଙ୍କ ପାଇଁ ଜଳଖିଆ ର ବ୍ୟବସ୍ଥା କରାଯିବା ର ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026

You Might Also Like