-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ମହାନଗର

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଖରିଫ ଋତୁ ଧାନ ସଂଗ୍ରହ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଅବଧି ବୃଦ୍ଧି

13-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ନିମନ୍ତେ ହେଉଥିବା ଚାଷୀ ପଞ୍ଜିକରଣ ପ୍ରକ୍ରିୟାର ସମୀକ୍ଷା କରାଯାଇଛି । ଏହି ପ୍ରକ୍ରିୟାରେ ଅଦ୍ୟାବଧି ୧୧ ଲକ୍ଷ ୫୦ ହଜାରରୁ ଅଧିକ ଚାଷୀ ପଞ୍ଜିକରଣ କରିସାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଖରିଫ୍‌ ଋତୁ ଧାନ ସଂଗ୍ରହ ନିମନ୍ତେ ଯାରି ପଞ୍ଜିକରଣ ପ୍ରକ୍ରିୟା ଅବଧିକୁ ମଧ୍ୟ ବୃଦ୍ଧି କରାଯାଇଛି  । ଗତ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ପୂର୍ବରୁ ନିର୍ଦ୍ଧାରିତ ହୋଇଥିଲା । ମାତ୍ର ଚାଷୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଉକ୍ତ ପଞ୍ଜିକରଣ ଅବଧିକୁ ସରକାର ବୃଦ୍ଧି କରିଛନ୍ତି ।   ଗତବର୍ଷ ତୁଳନାରେ ଚଳିତ ବର୍ଷ ଖରିଫ୍‌ ଋତୁ ଧାନ ସଂଗ୍ରହ ନିମନ୍ତେ ପଞ୍ଜିକରଣ ପ୍ରକ୍ରିୟା ୪ ଦିନ ବିଳମ୍ବରେ ହୋଇଥିଲେ ସୁଦ୍ଧା ଏହି ପ୍ରକ୍ରିୟାରେ ସାମିଲ ହେବା ପାଇଁ ଅଧିକରୁ ଅଧିକ ଚାଷୀ ଇଚ୍ଛାବ୍ୟକ୍ତ କରିଛନ୍ତି । ଗତବର୍ଷ ଏହି ପ୍ରକ୍ରିୟା ଜୁଲାଇ ୧୫ ତାରିଖରେ ଆରମ୍ଭ ହୋଇଥିବାବେଳେ ଚଳିତ ବର୍ଷ ଏହା ଜୁଲାଇ ୧୯ ତାରିଖଠାରୁ ଜାରି ରହିଛି । 

ଏହା ବ୍ୟତୀତ ପଞ୍ଜିକରଣକୁ ସରଳୀକୃତ କରାଯିବା ସହ ନିଜସ୍ୱ ଘୋଷଣାନାମା (Self Declaration) ମାଧ୍ୟମରେ ମଧ୍ୟ ଚାଷୀମାନେ ପଞ୍ଜିକରଣ କରିବାର ସୁବିଧା ଦେବାକୁ ସରକାର ସ୍ଥିର କରିଛନ୍ତି । 

ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ  କୃଷ୍ଣ ଚନ୍ଦ୍ର ପାତ୍ର ନିଜ ସରକାରୀ ବାସଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ  ଏ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି । ଏହି ଅବସରରେ ମାନ୍ୟବର ଭଟଲି ବିଧାୟକ  ଇରାଶିଷ ଆଚାର୍ଯ୍ୟ, ବିଜେପୁର ବିଧାୟକ ସନତ କୁମାର ଗଡତିଆ, ଅତାବିରା ବିଧାୟ ନିହାର ରଞ୍ଜନ ମହାନନ୍ଦ, ବରଗଡ଼ ବିଧାୟକ ଅଶ୍ବିନୀ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like