-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ରାଜ୍ୟ

ବୃକ୍ଷରୋପଣ କାର୍ଯ୍ୟକ୍ରମ

13-Aug-2025



ଭୁବନେଶ୍ୱର : ସ୍ଥାନୀୟ ମହାଲେଖାକାର ଅଡିଟ-2 କାର୍ଯ୍ୟାଳୟ ଆନୁକୂଲ୍ୟରେ ଓ ଭୁବନେଶ୍ୱର ନଗର ବନ ଅଧିକାରୀଙ୍କ କାର୍ଯ୍ୟାଳୟ ସହଯୋଗରେ ପରିବେଶ ସୁସ୍ଥ ଓ ନିର୍ମଳ ରଖିବା ନିମନ୍ତେ ପାତ୍ରପଡା ଭଗବାନପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ,ନଗର ବନ ପରିସର ଓ ଯାଆଁଳାସ୍ଥିତ ଅମ୍ରିତା ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଅଛି l ଏହି କାର୍ଯ୍ୟକ୍ରମକୁ ମହାଲେଖାକାର ଅତୁଲ ପ୍ରକାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୃକ୍ଷରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ନଗର ବନଖଣ୍ଡ ଅଧିକାରୀ ବିଶ୍ୱରାଜ ପଣ୍ଡା,ଉପରେ ମହାଲେଖାକାର ଶୁଭମ ସ୍ୱାମୀ ଭୈଜନଥ,ସୁଶ୍ରୀ ପ୍ରଥମା ପ୍ରତୀକ୍ଷା ପ୍ରଧାନ, ରେଞ୍ଜର ପ୍ରତାପ ଚନ୍ଦ୍ର ମହାନ୍ତି, ଫରେଷ୍ଟର ଅର୍ଚ୍ଚନା ପାତ୍ର, ସୁମିତ୍ରା ମିଶ୍ର,ମହାଲେଖାକାର କାର୍ଯ୍ୟାଳୟର ଅଧିକାରୀ, କର୍ମଚାରୀ,ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ଏହି ବ୍ୟାପକ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ l ମହାଲେଖାକାର ଅତୁଲ ପ୍ରକାଶ ଓ ନଗର ବନ ଅଧିକାରୀ ଶିକ୍ଷକ,ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନଙ୍କ

ସହ ମତ ବିନିମୟ କରିବା ସହ ଭବିଷ୍ୟତରେ ସେମାନେ ସୁସ୍ଥ ପରିବେଶ ଗଠନରେ ସେମାନଙ୍କ ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିଥିଲେ l ସିଏଜି କାର୍ଯ୍ୟାଳୟ ଜଳବାୟୁ ପରିବର୍ତ୍ତନ ଉପରେ ଅଡିଟ କରିବା ସହ ଦେଶ ବ୍ୟାପି ଏହାର କର୍ମଚାରୀମାନେ ଜନ ସଚେତନତା ସୃଷ୍ଟି ପାଇଁ ନଣ୍ଡା ପାହାଡ, ଖାଲି ଜାଗା, ଶିକ୍ଷା ଅନୁଷ୍ଠାନ ପରିସର ପଥ ପାର୍ଶ୍ଵରେ ବୃକ୍ଷରୋପଣ କରିବା ପାଇଁ ସିଏଜି ପ୍ରଶାସନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆ ଯାଇଅଛି l ଏହି କାର୍ଯ୍ୟକ୍ରମରେ ବଉଳ, ମେହଗାନି, ଓଉ, ନିମ ଓ ଅଁଳା ଆଦି ବୃକ୍ଷରୋପଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like