-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ୭୯ତମ ସ୍ଵାଧୀନତା ଦିବସ ଅବସରରେ ରକ୍ତଦାନ ଶିବିର

15-Aug-2025



ବଲାଙ୍ଗୀର: ଆଜି ସ୍ଥାନୀୟ ସିଭିଲ କୋର୍ଟ ପରିସରରେ ବଲାଙ୍ଗୀର ବାର୍ ଓ ବେଞ୍ଚ ର ମିଳିତ ସହଯୋଗରେ ୭୯ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ଦୌରାଜଜ୍ ଡ.ପବିତ୍ର ମୋହନ ସାମଲ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ l  ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥଙ୍କ ଆବାହକତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ

ସଂଘ ର ସମସ୍ତ ସଭ୍ଯ ସହଯୋଗ କରିଥିଲେ l ଏହି ଅବସରରେ କୋର୍ଟ ପରିସରରେ ନାଚଗୀତ ଓ ଅନ୍ୟାନ୍ୟ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଆଡଭୋକେଟ ସୁଶାନ୍ତ ବାଗ ଙ୍କ କୋଶଲି କବିତା ସମସ୍ତଙ୍କ ମନ ମୋହିଥିଲା l ପରେ କୋର୍ଟ ପରିସରରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ  ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା l  ଶିବିରରେ ୫୭ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ବେଳେ ସିଭିଲ୍ କୋର୍ଟ ରେଜିଷ୍ଟlର ଙ୍କ ସମେତ ଦୁଇ ଜଣ ପୋଲିସ କର୍ମଚାରୀ ମଧ୍ୟ ରକ୍ତଦାନ କରିଥିଲେ l ଏଥିରେ ଆଡଭୋକେଟ ଅରବିନ୍ଦ ପୁଝାରୀ, ସଂଜୀବ ହୋତା, ସୁବାସ ନନ୍ଦ, ରାମାନନ୍ଦ ଥନlପତି,

ସନ୍ତୋଷ ଠାକୁରଙ୍କ ସମେତ ବିଭିନ୍ନ ବର୍ଗର ଲୋକେ ରକ୍ତଦାନ କରିଥିଲେ  l  ଏହି କାର୍ଯ୍ୟକ୍ରମ କୁ ସଫଳ କରିବାରେ ସଂଘର ଉପସଭାପତି ସୁଧାଂଶୁ ଦେଓ, ସଭ୍ଯ ଅଶୋକ ରାଉତ,  ସମୀର ମିଶ୍ର, ଦିପ୍ତୀ ଶର୍ମା, ଗୋବିନ୍ଦ ମହାନ୍ତି, ଶିବ ଦ୍ଵିବେଦୀ ପ୍ରମୁଖ ସହଯୋଗ କରିଥିଲେ l ରକ୍ତଦାନ ଶିବିର ଟି ସମସ୍ତଙ୍କ ସହଯୋଗରେ ସଫଳ ହୋଇଥିବାରୁ ସମସ୍ତଙ୍କୁ ସଂଘର ସମ୍ପାଦକ ସଞ୍ଜୟ ବଗର୍ତ୍ତୀ ଧନ୍ୟବାଦ ଜଣାଇଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026

You Might Also Like