-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||     

HOME   ଜିଲ୍ଲା

ସାରାଦେଶରେ ପାଳିତ ହେଲା ୭୯ ତମ ସ୍ୱାଧୀନତା ଦିବସ l

15-Aug-2025



କୋକସରା( ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ବିଭିନ୍ନ ସ୍ଥାନରେ ୭୯ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ମହାତ୍ମା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ପ୍ରଦାନ କରିବା ସହିତ ସ୍ୱାଧୀନତା ପାଇଁ ଶହୀଦ ହୋଇଥିବା ସ୍ୱାଧୀନତା ସଂଗ୍ରାମୀ ଙ୍କ ସ୍ମୃତି ଚାରଣ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ ସର୍ଗିଗୁଡା ଅଙ୍ଗନବାଡି କେନ୍ଦ୍ର ଠାରେ ସମାଜ ସେବି ଶ୍ରୀଯୁକ୍ତ ବିଶ୍ୱନାଥ ମାଝୀ ପତକା ଉତ୍ତୋଳନ କରିଥିଲେ  ଏବଂ ଛାତ୍ର ଛାତ୍ରୀ ମାନଙ୍କୁ ସ୍ୱାଧୀନ ସଂଗ୍ରାମୀ ମାନଙ୍କ ବଳିଦାନ ଦେଇଥିବା କଥା  ନିଜ ବକ୍ତବ୍ୟ  ରେ ବୁଝାଇ ଥିଲେ l ଏହି ଅବସରରେ ବ୍ଲକ କାର୍ଯ୍ୟାଳୟ, ଶିଶୁ ବିକାଶ ପ୍ରକଳ୍ପ,ତହସିଲ କାର୍ଯ୍ୟା|ଳୟ, ଥାନା,ପଞ୍ଚାୟତ କାର୍ଯ୍ୟାଳୟ, ପୋଷ୍ଟ ଅଫିସ, ସାମ୍ବାଦିକ ସଂଘ, ମୋଟର ସାଇକେଲ ମେକାନିକଲ ସଙ୍ଘ ଏଵଂ ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟାଳୟ ରେ ଓ ବିଭିନ୍ନ ବିଦ୍ୟାଳୟ, ଅଙ୍ଗନବାଡି କେନ୍ଦ୍ର ଗୁଡିକରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି | ଏହି ଶୁଭ ଅବସରରେ ବିଭିନ୍ନ ସରକାରୀ କାର୍ଯ୍ୟାଳରେ ମଧ୍ୟ ଦାୟିତ୍ୱରେ ଥିବା ଅଧିକାରୀମାନେ ପତକା ଉତ୍ତୋଳନ କରିଥିଲେ। ଆଜିରଏହି ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ଟି ସୁଚାରୁ ରୂପେ ଅନୁଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026

You Might Also Like