-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||     

HOME   ଜିଲ୍ଲା

ବରପାଲି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ଵାଧୀନତା ଦିବସ ଓ ଶ୍ରୀକୃଷ୍ଣ ଜନ୍ମାଷ୍ଟମି ପାଲିତ

16-Aug-2025



ବରପାଲି(ସୁଦାମ ଦୀପ)
 ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ  ୭୯ ତମ ସ୍ଵାଧୀନତା ଦିବସ ସହ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ  ଉତ୍ସବ  ମହା ସମାରୋହରେ ପାଳିତ ହୋଇ ଯାଇଛି। ସ୍ଵାଧୀନତା ଦିବସରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପ୍ରମୁଖ  ଡା. ଶଙ୍କର୍ଷଣ ମେହେର ରାଷ୍ଟ୍ରୀୟ ଧ୍ୱଜ ଉତ୍ତୋଳନ କରି ଏହି ଦିବସର ବୈଶିଷ୍ଟ୍ୟ ସହ ମହାପୁରୁଷ ଜୀବନୀ ପାଠ ସହ ତାଙ୍କ ପଦାଙ୍କ ଅନୁସରଣ କରିବାର ଆବଶ୍ୟକତା ବିଷୟରେ ଭାଇ ଭଉଣୀ ଙ୍କୁ ଅବଗତ କରାଇଥିଲେ।ଅତିଥିଙ୍କ ପରିଚୟ ପ୍ରଦାନ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ହୋତା ଓ ସଂଯୋଜନା ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପୂଜାରୀ କରିଥିଲେ। ମଞ୍ଚରେ ସଭାପତି ଶ୍ରୀଯୁକ୍ତ ଯଦୁମଣି ବିଶି ,କୋଷାଧ୍ୟକ୍ଷ ଓମ୍ ବାରିକ,ସଦସ୍ୟା ସଂଘମିତ୍ରା ସିଂ ବରିହା ଉପସ୍ଥିତ ଥିଲେ ଓ ପରିଶେଷରେ ଗୁରୁଜୀ ବୀରେନ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ ।

ଠିକ୍ ସେହିପରି ଜନ୍ମାଷ୍ଟମୀ ଉତ୍ସବର ସଂଗୀତ ଗାନ କରିଥିଲେ ଆଚାର୍ଯ୍ୟ ବଳରାମ  ପାଣିଗ୍ରାହୀ ଓ ଆଚାର୍ଯ୍ୟା ଝରଣା ମାହାଣା ଓ ଭଉଣୀ ଜେନିଷା ପୁହାଣ ଓ  ସେୟଲ ଶ୍ରୀୟା ମାହାଣା ତତ୍ ପରେ  ଗୁରୁମା,ଭଉଣୀ ଓ ଅଭିଭାବିକା ଗଣ କୃଷ୍ଣଙ୍କୁ ଦୋଳି ଝୁଲାଇବା ସହ ଜଗତର କଲ୍ୟାଣ ନିମିତ୍ତ  ଭକ୍ତି ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ।ପରେ ବାଳ ଶ୍ରୀକୃଷ୍ଣ ଙ୍କ ଦ୍ଵାରା ଦଧିଭାଣ୍ଡ ଭଞ୍ଜନ ହୋଇଥିଲା।ଏହି କାର୍ଯ୍ୟକ୍ରମରେ  ପ୍ରାୟ ୯୫ ଜଣ ଶିଶୁ ଭାଇ ଭଉଣୀ ଶ୍ରୀକୃଷ୍ଣ ଓ ଶ୍ରୀରାଧା ବେଶରେ ସଜ୍ଜିତ ହୋଇ ଆସିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026

You Might Also Like